Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୬୬ ଦିନ ପରେ ଦେଶରେ ଲକ୍ଷେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣକୁ ଆସୁଛି କରୋନାର ସେକେଣ୍ଡ ଓ୍ୱେଭ୍ । କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥହାର ଦ୍ରୁତ ବଢ଼ିବାରେ ଲାଗିଛି । ଖସୁଛି ଆକ୍ଟିଭ କେସ୍ । ୬୬ ଦିନ ପରେ ପ୍ରଥମ ଥର ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ସାରା…

କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍: ଦିନକରେ ଓଡ଼ିଶାରୁ ଗଲା ରେକର୍ଡ ୪୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗୁନି । ୪୦ ତଳକୁ ଖସୁନି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ଆଉ ୪୫ ଆକ୍ରାନ୍ତଙ୍କ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ପୂର୍ବରୁ ଗୋଟିଏ ଦିନରେ ୪୨ ଜଣ ପ୍ରାଣ…

ଓଡ଼ିଶାରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ପଜିଟିଭ୍ ହାର ୮.୫୫%କୁ ହ୍ରାସ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । ଖସୁଛି ପଜିଟିଭିଟି ରେଟ୍ । ୬ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫ହଜାର ୮୯୬ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩ହଜାର ୩୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୨ହଜାର ୫୬୪ଟି ଅଛି । ଏହି ସମୟରେ…

ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର

ବାଲେଶ୍ବର : ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର । କୋଭିଡ୍ କଟକଣା ଭିତରେ ୫ ଦିନର ବିଶାଳ ଓ ଆକର୍ଷଣୀୟ ଉତ୍ସବକୁ ୫ ଘଣ୍ଟାରେ ସାରିଲା ବାଲେଶ୍ବର ଜଉକଣ୍ଢେଇ ବାହାଘର ଉତ୍ସବ କମିଟି । ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ ଭାବରେ ସମଲେଇ ଓ ଶମ୍ଭୁନାଥ ଜଉକଣ୍ଢେଇ…

ଥମୁନି ହାତୀ ଆତଙ୍କ

କେନ୍ଦୁଝର: କେନ୍ଦୁଝର ଚମ୍ପୁଆ ରେଞ୍ଜରେ ଥମୁନି ହାତୀ ଆତଙ୍କ । ଖଣ୍ଡବନ୍ଧ ଖଣି ଅଞ୍ଚଳରେ ୧୦ଟିକିଆ ହାତୀ ପଲ ପଶି ଆସିଥିଲେ । ଖଣି ଭିତରକୁ ପଶି ଆସିଥିବା ହାତୀ ଗୁଡିକ ମଧ୍ୟରେ ୨ଟି ଦନ୍ତା ହାତୀ ସହ ଦୁଇଟି ଛୁଆ ହାତୀ ମଧ୍ୟ ରହିଥିଲେ । ଅପରାହ୍ନରେ ହାତୀ ପଲ ଟାଟା ଖଣ୍ଡବନ୍ଧ ଲୌହ ଓ…

ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୪୨୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ସ୍ଥିତିରେ ଆସୁଛି ସୁଧାର । ରାଜ୍ୟରେ କମୁଛି ସଂକ୍ରମଣ । ତାସାଙ୍ଗକୁ ବଢ଼ିବାରେ ଲାଗିଛି ସୁସ୍ଥ ସଂଖ୍ୟା । ଏହି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୮ ହଜାର ୪୨୯ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ…

ଚାଷୀଙ୍କ ସମସ୍ୟା ସୁଧାରିବାକୁ ପ୍ରତିଶ୍ରୁତି…

ଜୁନାଗଡ଼: ଚାଷୀ ସମସ୍ୟା ନେଇ ମନ୍ତ୍ରୀଙ୍କ ମଣ୍ଡି ପରିଦର୍ଶନ l ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଜୁନାଗଡ଼ ଅନ୍ତର୍ଗତ ବିଭିନ୍ନ ମଣ୍ଡି ପରିଦର୍ଶନ କରି ଚାଷୀଙ୍କ ସମସ୍ୟା ପଚାରି ବୁଝିଥିଲେ l ବର୍ତ୍ତମାନ ମଣ୍ଡି ଆରମ୍ଭ ହୋଇଥିଲେ ମଧ୍ୟ ଏଠାରେ ବିଭିନ୍ନ ସମସ୍ୟା…

କରୋନା କବଳରୁ ମୁକୁଳୁଛି ରାଜଧାନୀ ଭୁବନେଶ୍ବର

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ମାମଲା କମିବା ଏବେ ଲୋକଙ୍କୁ ଆଣିଦେଇଛି ଆଶ୍ବସ୍ତି । କିନ୍ତୁ ସବୁଠୁ ଅଧିକ ଆଶ୍ବସ୍ତି ଖବର ଆଣିଛି ରାଜଧାନୀ ଭୁବନେଶ୍ବର ପାଇଁ । କାରଣ କରୋନା ସଂକ୍ରମଣକୁ ନେଇ ହଟସ୍ପଟରେ ଥିଲା ଭୁବନେଶ୍ବର । ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ…

ଗାଁରେ ସମସ୍ୟା ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

ପାଟଣାଗଡ : ବିଭିନ୍ନ ସମସ୍ୟା ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ । ପାଟଣାଗଡ଼ ଉପଖଣ୍ଡ ଧୁମାଭଟା ଗାଁରେ ଲୋକେ ଏକାଠି ହୋଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଗାଁରେ ଲାଗିରହିଥିବା ବିଭିନ୍ନ ସମସ୍ୟା ଯଥା ସୋଲାର ସିଷ୍ଟମ କୂଅ ଅଚଳ, ବିଭିନ୍ନ ନଳକୂପ ଅଚଳ ଥିଲେ ସୁଦ୍ଧା ମରାମତି…

ଘରୋଇ ହସ୍ପିଟାଲରେ ଟିକା କରଣ

କଟକ: ଚାଲିଛି କୋଭିଡ ଟିକା କରଣ । ପ୍ରଥମେ ସରକାରୀ ସ୍ତରରେ ଏହି ଟିକା ଦିଆଯାଉଥିଲା ବେଳେ ଟୀକାକେନ୍ଦ୍ରରେ ପ୍ରବଳ ଭିଡ ଲାଗି ରହୁଥିଲା। ସାମାଜିକ ଦୁରତା ମଧ୍ୟ ରହୁ ନଥିଲା। ଏପରି ହେବା ପରେ ଏହି କୋଭିଡ୍ ଟିକା କୁ ଲୋକମାନଙ୍କୁ ଦେବା ପାଇଁ ଘରୋଇ ହସ୍ପିଟାଲ କୁ ସାମିଲ କରିଛନ୍ତି ସରକାର।…