Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ, ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଉତ୍ତରପ୍ରଦେଶ: କରୋନା  କାଳରେ ଏବେ ଦେଶରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ତଥାପି ବହୁ ଲୋକ ଟିକାକୁ ନେଇ ଦ୍ୱନ୍ଦରେ ଅଛନ୍ତି । ବହୁ ସ୍ୱାସ୍ଥ୍ୟକର୍ମୀ ଓ ସରକାର କର୍ମଚାରୀ ଏଯାଏ ଟିକା ନେଇ ନାହାନ୍ତି । ଏଭଳି ସ୍ଥିତିରେ ଉତ୍ତରପ୍ରଜେଶର ଫିରୋଜାବାଦ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ…

ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହେଲେ ମିଲ୍ଖା ସିଂ

ଚଣ୍ଡିଗଡ଼: ଲିଜେଣ୍ଡାରୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍ଖା ସିଂ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଗତ କିଛି ଦିନ ହେବ ସେ କରୋନା ସଂକ୍ରମିତ ହୋଇ ଚିକିତ୍ସାଧିନ ଥିଲେ। ପରିବାରର ଅନୁରୋଧ କ୍ରମେ ୯୧ ବର୍ଷୀୟ ମିଲ୍ଖାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା…

ଓଡ଼ିଶାରୁ କରୋନା ନେଲା ୩୫ ଜୀବନ, ଅନୁଗୋଳ ଜିଲ୍ଲାରେ ଥମୁନି ମୃତ୍ୟୁସଂଖ୍ୟା

ଅନୁଗୋଳ: ଓଡ଼ିଶାରେ ଧିରେ ଧିରେ କାବୁ ପାଉଛି ଦୈନିକ କରୋନା ସଂକ୍ରମଣ । କିନ୍ତୁ ଥମୁନି ମୃତ୍ୟୁସଂଖ୍ୟା । ପ୍ରତିଦିନ ୩୦ରୁ ଅଧିକ ଜୀବନ ଯାଉଛି । ଗତ ୨୪ ଘଣ୍ଟାରେ ଆଉ ୩୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୋଳ ଜିଲ୍ଲାରେ ଅଧିକ ରହୁଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି ଜିଲ୍ଲାରୁ ଆଉ ୫ ଜଣ…

ଓଡ଼ିଶାରେ ଖସୁଛି କରୋନା ଟ୍ରେଣ୍ଡ: ଆଜି ୮୩୧୩ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୯୭୪ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁଛି କରୋନାର ଦୈନିକ ସଂକ୍ରମଣ । ପଜିଟିଭ୍ ହାର୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୩୧୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୬୫୫ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ହଜାର ୬୫୮ ।…

ସାତ ରଙ୍ଗର ପାହାଡ଼ ଉଲୁରୁ

ଭୁବନେଶ୍ୱର: ଆମ ଚାରିପଟେ ଥିବା ରହସ୍ୟ ଗୁଡିକ ଉପରେ ଅଳ୍ପ ବହୁତ ଜାଣିଲେ । ହେଲେ ଏବେ ଦେଖିବା କିଛି ବିଚିତ୍ର ପାହାଡକୁ ନେଇ ଖବର । ଏ କୌଣସି ସାଧାରଣ ପାହାଡ ନୁହେଁ । ତୁୂହାକୁ ତୁହା ରଙ୍ଗ ବଦଳାଉଥିବା ପାହାଡ । ଏହାକୁ ଉଲୁରୁ ପାହାଡ ବୋଲି କୁହନ୍ତି ଜୀବ ଜନ୍ତୁ ରଙ୍ଗ ବଦଳାଉଥିବା ଆମେ…

ରଘୁନାଥଙ୍କ ବିୟୋଗରେ ତାଳଚେର ସାମ୍ବାଦିକଙ୍କ ଶୋକସଭା

ଅନୁଗୁଳ: କରୋନା ମହାମାରୀର ଦ୍ୱିତୀୟ ଲହରରେ ହଜିଗଲା ଅନୁଗୁଳର ସାମ୍ବାଦିକ ରଘୁନାଥ ସାହୁଙ୍କ ଜୀବନ । ଶୁକ୍ରବାର ତାଙ୍କ ନିଧନ ଖବର ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳାଇଦେଇଥିଲା । ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ତାଳଚେର କାର୍ଯ୍ୟରତ ସାମ୍ବାଦିକ ସଙ୍ଗଠନ ତରଫରୁ ଶୋକସଭା ଅନୁଷ୍ଠିତ ହୋଇଥିଲା…

ସୁସ୍ଥ ହୋଇ ଘରକୁ ଫେରିଲେ ୧୧ ହଜାର ୮୮୧ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ସଂକ୍ରମଣ ତୁଳନାରେ ବଢ଼ିବାରେ ଲାଗିଛି ସୁସ୍ଥତା ସଂଖ୍ୟା । ଏଡି କ୍ରମରେ ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୧୧ ହଜାର ୮୮୧ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସାରା ରାଜ୍ୟରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ମୋଦିଙ୍କ ମନ୍ କି ବାତ୍

ଭୁବନେଶ୍ୱର: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ କି ବାତ୍ । ରେଡିଓ କାର୍ଯ୍ୟକ୍ରମ ମନ୍ କି ବାତ୍ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ବାତ୍ୟ ୟାସ୍‌ରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ସଂକ୍ରମଣର ସ୍ଥିତି ଓ ଟିକା କରଣ ଉପରେ ଚର୍ଚ୍ଚା ।…

ରାଜ୍ୟରେ ବଢିପାରେ ଲକ୍‌ଡାଉନ !

ଭୁବନେଶ୍ୱର: ପୂର୍ବ ଅପେକ୍ଷା ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା କମିଛି । ୯ଟି ଜିଲ୍ଲାରେ ଅଛି ୬୦ ଭାଗ କରୋନା କେସ୍ । ୫ଟି ଜିଲ୍ଲାରେ ପଜିଟିଭ୍ ରେଟ୍ ୫ ପ୍ରତିଶତ ତଳେ ରହିଛି । ୧୯ଟି ଜିଲ୍ଲାରେ ପିଜିଟିଭ୍ ରେଟ୍ କମୁଛି । ଟେଷ୍ଟିଂ ବଢିଥିବାରୁ ପଜିଟିଭ୍‌ଙ୍କ ସଂଖ୍ୟା କମିଛି ବୋଲି ଆଜି…

କରୋନାରେ ଭିମସାରର ବରିଷ୍ଠ ଡାକ୍ତରଙ୍କ ମୃତ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣରେ ଭିମସାରର ଜଣେ ବରିଷ୍ଠ ଡାକ୍ତର ପ୍ରଫେସର ଅନୁପ ଶତପଥୀଙ୍କର ଦେହାନ୍ତ ଘଟିଛି। ସମ କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ହୋଇଛି। ସେ ଭିମସାରର ଦନ୍ତ ଚିକିତ୍ସା ବିଭାଗର ମୁଖ୍ୟ ଥିଲେ। ସୂତ୍ରରୁ ପ୍ରକାଶ ଯେ…