Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ମହାମାରୀ ସମୟରେ ମନ ଜିଣୁଛନ୍ତି ବର୍ଷା…

ଭୁବନେଶ୍ୱର : ମହାମାରୀ ସମୟରେ ମନ ଜିଣୁଛନ୍ତି ବର୍ଷା । ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କୋଭିଡ ଗାଇଡ଼ଲାଇନ ପାଳନ କରି  ଗରିବ ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ଏ ନେଇ ଗରିବ ଲୋକମାନଙ୍କୁ ସହାୟତା କରିବା ପାଇଁ ସୋସିଆଲ ମିଡିଆରେ ସମସ୍ତଙ୍କୁ ଅନୁରୋଧ କରୁଛନ୍ତି । ବସ୍ତି ସବୁ…

ଭୁବନେଶ୍ବରରୁ ଆଜି ୮୭୧ କରୋନା ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବର ପାଇଁ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଏହି କ୍ରମରେ ଆଜି ଭୁବେଶ୍ବର ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୮୭୧ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୮୨ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୬୮୯ । ସେହିପରି…

କରୋନାରୁ ସୁସ୍ଥ ହେଲେ ଆଉ ୧୧ ହଜାର ୫୧୩ ସଂକ୍ରମିତ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଯାହାକି ଲୋକଙ୍କ ପାଇଁ ଆଶ୍ବସ୍ତି ଆଣିଛି । ସଂକ୍ରମଣ କମିଥିବା ବେଳେ, ବୃଦ୍ଧି ପାଉଛି ସୁସ୍ଥତା ସଂଖ୍ୟା । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୧୧ ହଜାର ୫୧୩ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ…

ରତ୍ନସିଂହାସନରୁ ଚତୁର୍ଦ୍ଧା ମୂର୍ତ୍ତି ଫଟୋ ଭାଇରାଲ୍ !

ପୁରୀ: ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତରୁ ଫଟୋ । ଏଥର ମନ୍ଦିର ନୁହେଁ ସିଧାସଳଖ ରତ୍ନସିଂହାସନରୁ ଦିଅଁଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଫଟୋ ଚିତ୍ର ବାହାରେ ବୁଲୁଛି । ରତ୍ନସିଂହାସନରେ ବିରାଜିତ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ଫଟୋଚିତ୍ର…

ୟାସ ପ୍ରଭାବରେ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା

ଭଦ୍ରକ : ଭଦ୍ରକ ଜିଲ୍ଲାରେ ବାତ୍ୟାରେ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା । ବାତ୍ୟା ୟାସ ପ୍ରଭାବରେ ଭଦ୍ରକ ଜ଼ିଲ୍ଲାର ଯେଉଁ ସବୁ କ୍ଷୟକ୍ଷତି ହୋଇଛି, ତାହାର ଆକଳନ କିପରି କରାଯାଉଛି । ତା ସହିତ ଓ ରିଲିଫରୁ ନେଇ ପୁନରଉଦ୍ଧାର କାର୍ଯ୍ୟ କିପରି ଆରମ୍ଭ ହୋଇଛି, ତାହାର ସମୀକ୍ଷା କରିଛନ୍ତି ରାଜ୍ୟ…

ୟାସ୍ ଯିବା ପରେ ପ୍ରଭାବିତ ବିପନ୍ନଙ୍କ ଥମୁନି ଦୁଃଖ….

ଭୁବନେଶ୍ୱର: ବାତ୍ୟା ପରେ ମାଟିରେ ମିଶିଛି ଚାଷ ଆଉ ବାସ । ଉପକୂଳବର୍ତ୍ତୀ ଅଞ୍ଚଳ ଗୁଡିକରେ ଉଜୁଡି ଯାଇଛି ଘରଦ୍ୱାର। କିଛି ସ୍ଥାନରେ ପାଣି ଛାଡିଯାଇଥିବା ବେଳେ କିଛି ସ୍ଥାନରେ ପାଣି ଘେରରେ ରହିଛନ୍ତି ଲୋକମାନେ । ବାତ୍ୟା ସମୟରେ ଲୋକଙ୍କୁ ଆଶ୍ରୟ ସ୍ଥଳୀକୁ ନିଆଯାଇଥିଲା । ହେଲେ ସେଠାରୁ…

ଅନ୍ଧ ବିଶ୍ୱାସ ଚିତ୍ର: ପୁଅ ବଞ୍ଚିବାକୁ ଗୁଣି ଗାରେଡିର ସାହାରା

ସୋନପୁର: ଆଧୁନିକ ସମାଜରେ ଅନ୍ଧବିଶ୍ୱାସର ଚିତ୍ର । ସୋନପୁର ଜିଲ୍ଲାର ନାରାୟଣପୁର ଗାଁରେ ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l ୧୦ ମାସର ଶିଶୁ, ମରିବାର ୧୮ ଘଣ୍ଟାରୁ ଅଧିକ ହେଲାଣି । ହେଲେ ମାଆର ମନ ମନୁନି । ତାର ପୁଅ ବଞ୍ଚିବ ଆଉ ଏନେଇ ଗୁଣିଆର ସାହାରା ନେଇଛି । ପୁଅର ମୃତ ଦେହକୁ…

ବେଆଇନ୍ କଫ ସିରପ ଜବତ

ବଲାଙ୍ଗିର: ପୁଣି ଧରାପଡିଲl ବେଆଇନ୍ କଫ ସିରପ କାରବାର। ବଲାଙ୍ଗିର ତୁରେକେଲାରୁ ଗାଡ଼ି ସହ ବିପୁଳ ପରିମାଣର କଫ ସିରପ ଜବତ୍ କରିଛି ପୋଲିସ। ତାସହ ଘଟଣାରେ ସଂପୃକ୍ତ ୨ ଜଣ କୁ ଗିରଫ କରାଯାଇଥିବା କହିଛନ୍ତି ଏସପି ନୀତିନ କୁଶଳକର । ୧୪ ହଜାର ୪୦୦ ବୋତଲ କଫ ସିରଫ ଜବତ୍ କରାଯିବା ସହ ନଗଦ ୧୩…

କରୋନାରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର: ନିଷ୍ଠୁର କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ମୁଖ୍ୟମନ୍ତ୍ରୀ…

ବୁର୍ଲା ଭୀମସାରରେ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବାକୁ ଯୋଜନା

ସମ୍ୱଲପୁର: କରୋନାର ଦ୍ୱିତୀୟ ଲହରରେ ବହୁ ଶିଶୁ ସଂକ୍ରମିତ ହେଉଛନ୍ତି । ବିଶେଷଜ୍ଞ ଆକଳନ କରୁଛନ୍ତି ତୃତୀୟ ଲହରରେ ଶିଶୁ ବେଶୀ ସଂକ୍ରମିତ ହେବେ । ବୁର୍ଲୀ ଭୀମସାରରେ ଅଧିକ ଶିଶୁ କରୋନା ଆକ୍ରାନ୍ତ ହେବା ପରେ ସେଠାରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ଚିନ୍ତା କରୁଛନ୍ତି ମେଡିକାଲ୍…