Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକରେ କୋଭିଡ୍ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାର୍ଡ

କଟକ: ରାଜ୍ୟରେ କରୋନା ମହାମାରୀର ଚଡକ । ସେପଟେ ପ୍ରତିଦିନ କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଅଣଦେଖା ହେଉଥିବା ଅଭିଯୋଗ ହେଉଛି । ତେବେ କଟକରେ କୋଭିଡ୍ ହସ୍ପିଟାଲରେ କିପରି ଚାଲିଛି କରୋନା ସଂକ୍ରମିତଙ୍କ ଚିକିତ୍ସା ? ଏହି ପ୍ରଶ୍ନ ଉତ୍ତର ପାଇବା ପାଇଁ କଟକରେ ଥିବା କୋଭିଡ ହସ୍ପିଟାଲରେ ଯାଂଚ…

ପୁରୀରେ ପହଂଚିଲା ରଥ ଦଉଡି

ପୁରୀ: କରୋନା ମହାମାରୀରେ କଟକଣା ଅନୁଯାୟୀ ଚଳିତବର୍ଷ ଅନୁଷ୍ଠିତ ହେବ ବିଶ୍ୱପ୍ରସିଦ୍ଧ ତଥା ଓଡିଆଙ୍କ ଗର୍ବ ଗୌରବ ପବିତ୍ର ରଥଯାତ୍ରା । ଏଥିପାଇଁ ଶ୍ରୀକ୍ଷେତ୍ରରେ ଆସି ପହଂଚିଛି ରଥ ଦଉଡି । ଯେଉଁଥିରେ ୧୪ଟି ଦଉଡି ରଥ ପାଇଁ ଆସିଥିବାବେଳେ କର୍ଡନ୍ ପାଇଁ ୬ଟି ଦଉଡି ଅଣାଯାଇଛି । ସର୍ବମୋଟ…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ପ୍ରସ୍ତୁତି ଜୋରଦାର । ରଥଖଳା ଚଳଚଞ୍ଚଳ । ଏହାରି ଭିତରେ ଆଜି ପୁରୀରେ ତିନି ରଥ ପାଇଁ ଆବଶ୍ୟକ ଦଉଡ଼ି ପହଞ୍ଚିଛି । ରାଜ୍ୟ କତା ନିଗମରୁ ୨୦ଟି ଦଉଡ଼ି ଆସିଛି । ୩ ଟି ରଥର ୧୪ଟି ଦଉଡି ଓ ୬ଟି କର୍ଡନ ଦଉଡି ପୁରୀରେ ପହଞ୍ଚିଛି । ସେପଟେ…

ଓଡ଼ିଶାର ଏହି ଜେଲରେ ୭୫ ଅନ୍ତେବାସୀ କରୋନା ପଜିଟିଭ୍

ରାୟଗଡ଼ା: ଜେଲରେ ବ୍ୟାପୁଚି କରୋନା । ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜେଲରୁ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ରାୟଗଡ଼ା ଜିଲ୍ଲା ଗୁଣପୁର ଉପକାରାଗାରରେ ୭୫ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ୭୧ ଜଣ କଏଦୀ ଓ ୪ ଜଣ କର୍ମଚାରୀ ଅଛନ୍ତି । ସମସ୍ତେ ଜେଲ ଭିତରେ…

ଆଜି ଦେଶରୁ ୧ ଲକ୍ଷ ୩୨ ହଜାର କରୋନା ପଜିଟିଭ୍, ୧୭ଲକ୍ଷକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଖସିବାରେ ଲାଗିଛି । କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥ ହେଉଛନ୍ତି ଅଧିକ । ଆକ୍ଟିଭ୍ କେସ୍ ବି ଖସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୨ହଜାର ୭୮୮ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୨ଲକ୍ଷ ୩୧ହଜାର ୪୫୬ ।…

କରୋନା ସେକେଣ୍ଡ ଓ୍ୱେଭରେ ଓଡ଼ିଶାରୁ ୨୨ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭରେ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ରେକର୍ଡ ସ୍ତର ଛୁଇଁଛି । ଏହି ସମୟରେ ଅଧିକ ଡାକ୍ତର ବି ପ୍ରାଣ ହରାଇଛନ୍ତି । ଦେଶରେ ମୋଟ୍ ୫୯୪ ଡାକ୍ତରଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ମୃତକଙ୍କ ଭିତରେ ଓଡ଼ିଶାରୁ ୨୨ ଜଣ ଡାକ୍ତର ଅଛନ୍ତି । ଇଣ୍ଡିଆନ୍ ମେଡିକାଲ୍…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ: ଆଜି ରାଜ୍ୟରୁ ରେକର୍ଡ ୪୦ ମୃତ

ଭୁବନେଶ୍ୱର: ରାଜ୍ୟରେ ବୋଲ ମାନୁନି କରୋନା ମୃତ୍ୟୁସଂଖ୍ୟା । ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୪୦ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ୧୪ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୪ଟି ଜିଲ୍ଲା ଅନୁଗୋଳ, କଟକ,…

ଆଜି ଓଡ଼ିଶାରୁ ୮୩୯୯ କରୋନା ପଜିଟିଭ୍, ଖୋର୍ଦ୍ଧାରେ ହଜାରେ ତଳକୁ ଖସୁନି

ଭୁବନେଶ୍ୱର: ଓଡ଼ିଶାରେ ସ୍ଥିର ରହିଛି କରୋନା ସଂକ୍ରମଣ । ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୯ହଜାର ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୩୯୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୭୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୬୫୮ ।…

କଟକ ଏସସିବି ବଡ଼ ମେଡିକାଲରେ ବ୍ଲାକ ଫଙ୍ଗସ ରୋଗୀ

କଟକ : କଟକ ଏସସିବି ବଡ଼ ମେଡିକାଲରେ ଚିହ୍ନଟ ହୋଇଛନ୍ତି ସନ୍ଧିଗ୍ଧ ବ୍ଲାକ ଫଙ୍ଗସ ରୋଗୀ । ମହିଳା ରୋଗୀ ଜଣଙ୍କ ଆଖି ତଳ କଳା ପଡିଛି । ଏହା ପୂର୍ବରୁ ମହିଳା ରୋଗୀ ଜଣକ କରୋନାରେ ପୀଡ଼ିତ ଥିଲେ । ଏବଂ ସୁସ୍ଥ ହୋଇ ଘରକୁ ଫେରିଥିଲେ । କିନ୍ତୁ ଏବେ ସେ ବ୍ଲାକ୍ ଫଙ୍ଗରେ ସଂକ୍ରମିତ ଥିବା…

ଅନଗୁଳ ଜେଏସ୍‌ପିଏଲ୍‌ରେ କୋଭିଡ୍ କେୟାର ସେଣ୍ଟର ଉଦ୍‌ଘାଟିତ

ଅନୁଗୁଳ: ଜେଏସ୍‌ପିଏଲ୍ ପରିସରରେ ନୂତନ୍ କୋଭିଡ୍ କେୟାର ସେଣ୍ଟରକୁ ଲୋକାର୍ପଣ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅକ୍ସିଜେନ ସଂଯୁକ୍ତ ୨୭୦ ଶଯ୍ୟା ବିଶିଷ୍ଟ ଏହି କୋଭିଡ୍ କେୟାର ସେଣ୍ଟରର ଉଦଘାଟନୀ ଉତ୍ସବରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏବଂ…