Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡ଼ିଶାରୁ ୨୪ ଘଣ୍ଟାରେ ୮୭୩୫ ପଜିଟିଭ୍, ୭ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଏବେ ୯ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୮ହଜାର ୭୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪ହଜାର ୮୯୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୮୪୩ । ଖୋର୍ଦ୍ଧାରୁ ସର୍ବାଧିକ ୧୨ଶହ ୨୨…

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପକ୍ଷରୁ କଥାମୃତ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ଆନୁକୂଲ୍ୟରେ ଶ୍ରୀଜଗନ୍ନାଥ କଥାମୃତ କାର୍ଯ୍ୟକ୍ରମ ଅନଲାଇନ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରବଚକ ସଚ୍ଚିଦାନନ୍ଦ ଦାସ ବାବାଜୀ ଏହି କାର୍ଯ୍ୟକ୍ରମରେ କଥାମୃତ ପରିବେଷଣ କରିଥିଲେ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଲୌକିକ ରମଣୀୟ…

ସୁସ୍ଥ ହୋଇ ଫେରିଲେ ଆଉ ୧୦ ହଜାର ୪୦୫ କୋଭିଡ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣରେ ଲାଗୁନି ବ୍ରେକ୍ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୦୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଥିବା…

ପଞ୍ଚାନନ ସାମଲଙ୍କୁ ମିଳିଲା ସୃଜନ ସମ୍ମାନ

ଭୁବନେଶ୍ୱର : 'ଇଷ୍ଟର୍ଣ୍ଣ ଫାଉଣ୍ଡେସନ ଅଫ ଆର୍ଟ ଆଣ୍ଡ କଲଚର ଆକ୍ଟ କନେକ୍ଟ ରିଫେକ୍ଟ -୪'ର ଷଷ୍ଠ ବାର୍ଷିକ ଆନ୍ତର୍ଜାତୀୟ କଳା ପ୍ରଦର୍ଶନୀ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନଲାଇନ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ଭରଚୁଆଲ ଆର୍ଟ ପ୍ରଦର୍ଶନୀରେ ଦେଶ ଓ ବିଦେଶରୁ ୩୦୫ କଳାକାରଙ୍କ ୫୫୬ଟି…

ସୀମା ଲଂଘିଲା ଆନ୍ଧ୍ର, କୋଟିଆରେ କଲା ଟିକାକରଣ

କୋରାପୁଟ: ଓଡିଶା ଆନ୍ଧ୍ର ସୀମାନ୍ତ କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ରାଜ୍ୟ ସରକାର କାହିଁ କେବେଠୁ ବିରୋଧ କରିଆସୁଛନ୍ତି । ତଥାପି ସାବାଡ ହେଉନି ଆନ୍ଧ୍ର ସରକାର । ଆଉ ଏବେ କରୋନା ବାହାନାରେ ଆନ୍ଧ୍ରପ୍ରଦେଶ ପୁଣିଥରେ କୋଟିଆରେ ଅନୁପ୍ରବେଶ କରିଛି । ବିବାଦୀୟ ପଂଚାୟତ କୋଟିଆର ୨୧ ଖଣ୍ଡ…

ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି ପରଖିଲେ ମୁଖ୍ୟ ସଚିବ ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର: ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କୋଭିଡ୍ ସ୍ଥିତି କେମିତି ରହିଛି ? କିଭଳି ମୁକାବିଲା କରୁଛି ଜିଲ୍ଲା ପ୍ରଶାସନ । ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ମୁଖ୍ୟମନ୍ତ୍ରୀଙ୍କ…

ମେ’ରେ ମହାମାରୀ ଦେଖାଇଛି ମହାରୂପ: ୮୮ ଲକ୍ଷ ପଜିଟିଭ୍, ୧ ଲକ୍ଷ ୧୭ହଜାର ମୃତ

ନୂଆଦିଲ୍ଲୀ: ମେ ମାସରେ ଦେଶରେ କରୋନା ସଂକ୍ରମଣ ପିକ୍ ଛୁଇଁଥିଲା । ମହାରୂପ ଦେଖାଇଥିଲା ମହାମାରୀ । ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି । ଲକ୍ଷେରୁ ଅଧିକ ଜୀବନ ବି ନେଇଚି କରୋନା । ମେ ମାସରେ ଦୈନିକ ସଂକ୍ରମଣ ରେକର୍ଡ ୪ ଲକ୍ଷ ପାର କରିଥିଲା । ମୃତ୍ୟୁସଂଖ୍ୟା ବି ପାଖାପାଖି ୫ହଜାର ହୋଇଛି…

ଦେଶରୁ ୨୪ ଘଣ୍ଟାରେ ୧ଲକ୍ଷ ୫୨ହଜାର କରୋନା ପଜିଟିଭ୍, ୫୦ ଦିନରେ ସବୁଠୁ କମ୍ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନାର ସେକେଣ୍ଡ ଓ୍ୱେଭ୍ ପିକ୍ ସରିଛି । ପ୍ରଦିନି କମୁଛି ସଂକ୍ରମିତଙ୍କ ସଂଖ୍ୟା । ଏବେ ୨ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୫୨ହଜାର ୭୩୪ ନୂଆ ଆକ୍ରାନ୍ତ । ଗତ ସପ୍ତାହେ ଭିତରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

ଟିକା ନନେଲେ ସରକାରୀ କର୍ମଚାରୀଙ୍କ ଦରମା ବନ୍ଦ, ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ

ଉତ୍ତରପ୍ରଦେଶ: କରୋନା  କାଳରେ ଏବେ ଦେଶରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ତଥାପି ବହୁ ଲୋକ ଟିକାକୁ ନେଇ ଦ୍ୱନ୍ଦରେ ଅଛନ୍ତି । ବହୁ ସ୍ୱାସ୍ଥ୍ୟକର୍ମୀ ଓ ସରକାର କର୍ମଚାରୀ ଏଯାଏ ଟିକା ନେଇ ନାହାନ୍ତି । ଏଭଳି ସ୍ଥିତିରେ ଉତ୍ତରପ୍ରଜେଶର ଫିରୋଜାବାଦ ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ…

ସୁସ୍ଥ ହୋଇ ମେଡିକାଲରୁ ଡିସଚାର୍ଜ ହେଲେ ମିଲ୍ଖା ସିଂ

ଚଣ୍ଡିଗଡ଼: ଲିଜେଣ୍ଡାରୀ ଭାରତୀୟ ସ୍ପ୍ରିଣ୍ଟର ମିଲ୍ଖା ସିଂ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ଗତ କିଛି ଦିନ ହେବ ସେ କରୋନା ସଂକ୍ରମିତ ହୋଇ ଚିକିତ୍ସାଧିନ ଥିଲେ। ପରିବାରର ଅନୁରୋଧ କ୍ରମେ ୯୧ ବର୍ଷୀୟ ମିଲ୍ଖାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା…