Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଅନ୍ଧ ବିଶ୍ୱାସ ଚିତ୍ର: ପୁଅ ବଞ୍ଚିବାକୁ ଗୁଣି ଗାରେଡିର ସାହାରା

ସୋନପୁର: ଆଧୁନିକ ସମାଜରେ ଅନ୍ଧବିଶ୍ୱାସର ଚିତ୍ର । ସୋନପୁର ଜିଲ୍ଲାର ନାରାୟଣପୁର ଗାଁରେ ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l ୧୦ ମାସର ଶିଶୁ, ମରିବାର ୧୮ ଘଣ୍ଟାରୁ ଅଧିକ ହେଲାଣି । ହେଲେ ମାଆର ମନ ମନୁନି । ତାର ପୁଅ ବଞ୍ଚିବ ଆଉ ଏନେଇ ଗୁଣିଆର ସାହାରା ନେଇଛି । ପୁଅର ମୃତ ଦେହକୁ…

ବେଆଇନ୍ କଫ ସିରପ ଜବତ

ବଲାଙ୍ଗିର: ପୁଣି ଧରାପଡିଲl ବେଆଇନ୍ କଫ ସିରପ କାରବାର। ବଲାଙ୍ଗିର ତୁରେକେଲାରୁ ଗାଡ଼ି ସହ ବିପୁଳ ପରିମାଣର କଫ ସିରପ ଜବତ୍ କରିଛି ପୋଲିସ। ତାସହ ଘଟଣାରେ ସଂପୃକ୍ତ ୨ ଜଣ କୁ ଗିରଫ କରାଯାଇଥିବା କହିଛନ୍ତି ଏସପି ନୀତିନ କୁଶଳକର । ୧୪ ହଜାର ୪୦୦ ବୋତଲ କଫ ସିରଫ ଜବତ୍ କରାଯିବା ସହ ନଗଦ ୧୩…

କରୋନାରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର: ନିଷ୍ଠୁର କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ମୁଖ୍ୟମନ୍ତ୍ରୀ…

ବୁର୍ଲା ଭୀମସାରରେ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବାକୁ ଯୋଜନା

ସମ୍ୱଲପୁର: କରୋନାର ଦ୍ୱିତୀୟ ଲହରରେ ବହୁ ଶିଶୁ ସଂକ୍ରମିତ ହେଉଛନ୍ତି । ବିଶେଷଜ୍ଞ ଆକଳନ କରୁଛନ୍ତି ତୃତୀୟ ଲହରରେ ଶିଶୁ ବେଶୀ ସଂକ୍ରମିତ ହେବେ । ବୁର୍ଲୀ ଭୀମସାରରେ ଅଧିକ ଶିଶୁ କରୋନା ଆକ୍ରାନ୍ତ ହେବା ପରେ ସେଠାରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବା ପାଇଁ ଚିନ୍ତା କରୁଛନ୍ତି ମେଡିକାଲ୍…

ଦେଶରେ ଖସୁଛି ଦୈନିକ କରୋନା ଟ୍ରେଣ୍ଡ: ସୁସ୍ଥ ହେଲେଣି ୯୦% ଆକ୍ରାନ୍ତ, ୨୨ ଲକ୍ଷକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି । ୨ ଲକ୍ଷ ତଳେ ରହୁଛି ଦୈନିକ ସଂକ୍ରମଣ । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ବଢୁଛି ସୁସ୍ଥ ହାର । ଆକ୍ଟିଭ୍ କେସ୍ ସଂଖ୍ୟା ବି ଦ୍ରୁତ କମିବାରେ ଲାଗିଛି । ଦୈନିକ ପଜିଟିଭିଟି ରେଟ୍ କ୍ରମାଗତ ପଞ୍ଚମ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ: ଆଜି ଗଲା ଆଉ ୩୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ଏବେ କମିଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ଲଗାମ । ବଢୁଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ଆଉ ୩୫ ଜଣଙ୍କର ଜୀବନ ନେଇଛି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫…

ଆଜି ରାଜ୍ୟରୁ ୭୧୮୮ କରୋନା ଆକ୍ରାନ୍ତ ଚିହ୍ନଟ, ୮ଜିଲ୍ଲାରେ ଶହେ ତଳେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୧୦ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ହଜାର ୧୮୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪ହଜାର ୨୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୧୬୨ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୧ଶହ ୩୪…

କରୋନା ନେଲା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ବାରିପଦା: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ କନକ ନ୍ୟୁଜର କରଞ୍ଜିଆ ପ୍ରତିନିଧି । ତାଙ୍କ ନାଁ ଅସିତ କୁମାର ବେହେରା । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । ନିକଟରେ ସେ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ବାରିପଦାର ଏକ…

ସିନେମା ନୁହେଁ ସତ କାହାଣୀ, ଏସିପି ଫିରୋଜ

ଦିଲ୍ଲୀ: କୌଣସି ଫିଲ୍ମ ଷ୍ଟୋରୀ ନୁହେଁ । ସିନେମାରେ ଦେଖିଥିବା କୌଣସି କାହାଣୀ ବି ନୁହେଁ । ଏହା ହେଉଛି ସମ୍ପୁର୍ଣ୍ଣ ସତ ଘଟଣାଟିଏ । ଏ ହେଉଛି ଜଣେ କନେଷ୍ଟବଳଙ୍କ ସଂଘର୍ଷର କାହାଣୀ । ତାଙ୍କର କଠିନ ପରିଶ୍ରମ ତାଙ୍କ ସ୍ୱପ୍ନ ଆଡକୁ ବାଟ କଢାଇ ନେଇଛି । ଦୀର୍ଘ ୧୦ବର୍ଷ ଧରି ବଡ ବାବୁ ମାନଙ୍କ…

କୋକେଇରେ ବାହୁଡିଗଲା ବର

ବରଗଡ: ନିର୍ଦ୍ଦୟ ମହାମାରୀ । ମାଆ କୋଳରୁ ପୁଅକୁ ଛଡ଼ାଇ ନେଇଛି । ଆଉ କିଛି ଦିନରେ ବର ବେଶରେ ଆସିଥାନ୍ତା , ହେଲେ ପୁଅ ଆସିଲା କୋକେଇରେ । କରୋନା ମହାମାରୀ ପରିବାରର ସବୁ ଖୁସି ଛଡେଇ ନେଲା । ବେଦୀରେ ହୋମ ନିଆଁ ନଜଳି ମଶାଣିରେ ଜଳିଲା ଯୁଇ । ବରଗଡ ଜିଲ୍ଲାର ଲହଣ୍ଡା ପଂଚାୟତ ଯୋଗୀପାଲି…