Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଯୌତୁକ ନିର୍ଯାତନା ଅଭିଯୋଗ, ସ୍ୱାମୀ ଗିରଫ

ଭଦ୍ରକ : ପୁଣି ଯୌତୁକ ଜୁଇରେ ବଳି ପଡ଼ିଲା ବଧୂ । ଯୌତୁକ ପାଇଁ ଜଣେ ନବ ବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ଭଦ୍ରକ ଗ୍ରାମାଞ୍ଚଳ ଥାନା ପାଞ୍ଚପଡା ଗ୍ରାମରେ ଘଟିଛି ଘଟଣା । ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ଖଇରା ଥାନା ଆଲଦାର ସସ୍ମିତାଙ୍କ ସହ ଭଦ୍ରକ ଗ୍ରାମାଞ୍ଚଳ ଥାନା…

ଜାଣନ୍ତୁ ଢେଙ୍କାନାଳରେ କେଉଁ ଅଂଚଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷିତ !

ଢେଙ୍କାନାଳ: ପ୍ରତିଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । କେତେକ ଅଂଚଳରେ କରୋନାରେ ଅଙ୍କୁଶ ଲାଗିଥିବା ସୂଚନା ରହିଛି । କିନ୍ତୁ ଢେଙ୍କାନାଳ ପରଜଙ୍ଗ ବ୍ଲକରେ ସଂକ୍ରମିତଙ୍କ ବୃଦ୍ଧି ପାଉଥିବା ସଂଖ୍ୟା ସ୍ଥାନୀୟ ପ୍ରଶାସନକୁ ଚିନ୍ତାରେ ପକାଇଛି । ଜୟପୁରାକାଟେଣୀ…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୧୧ ହଜାର ୯୫୪ ଆକ୍ରାନ୍ତ

ଭୁବନେଶ୍ବର : କରୋନା ସଂକ୍ରମଣ ଭିତରେ ଆଶ୍ବସ୍ତି ହେଉଛି ରାଜ୍ୟ । ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୧୧ ହଜାର ୯୫୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ…

ସୋନାଙ୍କ କଣ୍ଠରେ ପୁଣି ଥରେ “ଆହେ ନୀଳ ଶୈଳ”

ଭୁବନେଶ୍ୱର : ବଲିଉଡ ଗାୟିକା ତଥା ଓଡ଼ିଆ ଝିଅ ସୋନା ମହାପାତ୍ର ଶ୍ରୀଜଗନ୍ନାଥଙ୍କ ଲୋକପ୍ରିୟ ଭଜନ ଆହେ ନୀଳ ଶୈଳକୁ ଏକ ନିଆରା ଢଙ୍ଗରେ ଗାଇ ପୁଣି ଚର୍ଚ୍ଚାକୁ ଆସିଛନ୍ତି । ମହାପ୍ରଭୁଙ୍କ ଏହି ଭଜନକୁ ସେ ନିଜର ମାତୃଭୂମି ପାଇଁ ସମର୍ପିତ କରିଛନ୍ତି । କରୋନା ମହାମାରୀର ପ୍ରକୋପ ସମୟରେ ଏହି…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ଦେହାନ୍ତ

ଭୁବନେଶ୍ୱର: କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ସାମ୍ବାଦିକ ଜଣକ ହେଉଛନ୍ତି ଅନୁଗୁଳ ଜିଲ୍ଲାର ଜି ଓଡ଼ିଶା ପ୍ରତିନିଧି ରଘୁନାଥ ସାହୁ। ସେ ଶୁକ୍ରବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ…

କମୁଛି ଦୈନିକ ସଂକ୍ରମଣ; ଦେଶରେ ୧ ଲକ୍ଷ ୮୬ ହଜାର କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କମିଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ ଲକ୍ଷ ୮୬ ହଜାର ୩୬୪ ନୂଆ ଆକ୍ରାନ୍ତ। ଏହି ସମୟରେ ୩ ହଜାର ୬୬୦ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ସେହିପରି ସୁସ୍ଥ…

ରିପୋର୍ଟ ଦାଖଲ ପରେ ମିଳିବ ସହାୟତା ରାଶି

ଭୁବନେଶ୍ୱର: ବାତ୍ୟା ଛାଡ଼ିଯାଇଛି । ହେଲେ ବହୁତ୍ କ୍ଷୟ କ୍ଷତି କରିଛି ବାତ୍ୟା ୟାସ୍ । ଏନେଇ ଶୁକ୍ରବାର ଏସଆରସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବେ ୟାସ୍ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳ । କ୍ଷୟକ୍ଷତି ସମ୍ପର୍କିତ ପ୍ରାଥମିକ ରିପୋର୍ଟ ସନ୍ଧ୍ୟା ସୁଦ୍ଧା ଦାଖଲ କରିବାକୁ ଏସଆରସି ପ୍ରଦୀପ ଜେନା…

୧୩ ଜିଲ୍ଲାରୁ ୩୩ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ, ଅନୁଗୁଳରୁ ସର୍ବାଧିକ ୫

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସାମାନ୍ୟ ଖସିଥିବା ବେଳେ ମୃତ୍ୟୁସଂଖ୍ୟା ୩୦ ଉପରେ ରହିଛି । ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାରୁ ୩୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୬୫୧ରେ ପହଞ୍ଚିଛି । ଅନୁଗୁଳରୁ…

କାଲି ଖସିଥିଲା ଆଜି ବଢ଼ିଲା, ୨୪ ଘଣ୍ଟାରେ ୭ ହଜାର ୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ୧୦ ହଜାର ତଳକୁ ଖସିଛି । ଗତକାଲି ୭ ହଜାରରୁ କମ୍ ମାମଲା ଆସିଥିବା ବେଳେ ଆଜି ୭ ହଜାର ଡେଇଁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭ ହଜାର ୨୧୬ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୪୦୪୧ଟି ମାମଲା ଆସିଥିବା ବେଳେ ୩ ହଜାର ୧୭୫ଟି ମାମଲା…

କରୋନାରେ ପ୍ରାଣ ହରାଇଥିବା ୬୭ ଜଣ ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା

ନୂଆଦିଲ୍ଲୀ : କରୋନା ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ କେନ୍ଦ୍ରର ଆର୍ଥିକ ସହାୟତା । ମହାମାରୀ କରୋନା ପ୍ରାଣ ହରାଇଥିବା ୬୭ ଜଣ ସାମ୍ବାଦିକଙ୍କ ପରିବାରକୁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ସେମାନଙ୍କ ପରିବାରକୁ…