Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଜମିଛି ପାଣି , ଚାଲିଛି ପୁନରୁଦ୍ଧାର କାମ

ଭୁବନେଶ୍ୱର: ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଲାଣି । କିଛି ସ୍ଥାନରେ ଲୋକେ ଜଳବନ୍ଦୀରେ ରହିଥିବା ବେଳେ ପ୍ରତି ସମସ୍ୟା ପାଇଁ ପ୍ରସ୍ତୁତ ରହିଛି ପ୍ରଶାସନ । ବାତ୍ୟା ପ୍ରଭାବିତ ମାନଙ୍କୁ ୭ ଦିନ ଯାଏ ରିଲିଫ୍ ଘୋଷଣା ହୋଇଛି ।…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଢେଙ୍କାନାଳର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି

କାମାକ୍ଷାନଗର: ବାତ୍ୟା ୟାସ୍ ପ୍ରଭାବ ଢେଙ୍କାନାଳ କାମାକ୍ଷାନଗରରେ ବି ଦେଖିବାକୁ ମିଳିଛି । ବର୍ଷା ସହ ପବନର ବେଗ ବଢ଼ିବାରେ ଲାଗିଛି । ଯାହାକୁ ନେଇ କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କଡା ବ୍ୟବସ୍ଥା କରାଯାଇଛି । ଭୁବନ ,କାମାକ୍ଷାନଗର ଓ କଙ୍କଡ଼ାହାଡ଼ରେ ବ୍ଲକରେ ବାତ୍ୟା ଆଶ୍ରୟସ୍ଥଳୀ…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ଲୋକେ

ଭଦ୍ରକ: ବାତ୍ୟା ୟାସ୍ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା । ତା ସହିତ ପବନ ଯୋଗୁ ଅନେକ କ୍ଷୟକ୍ଷତି ମଧ୍ୟ ହୋଇଛି । ଆଗକୁ ମଧ୍ୟ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତୁହାକୁ ତୁହା ବର୍ଷା ଛେଚୁଥିବା ବେଳେ ବିିଭିନ୍ନ ସ୍ଥାନର ତଳି ଅଞ୍ଚଳ ଗୁଡିକରେ ଅବସ୍ଥା…

ସାଇକ୍ଲୋନ୍ ୟାସ୍ ଅପଡେଟ୍‌: ବାତ୍ୟାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ପ୍ରବଳରୁ ପ୍ରବଳ ବର୍ଷା । ଧାମରା ଓ ଆଖପାଖ ଅଞ୍ଚଳ ଗୁଡିକରେ ବହୁ କ୍ଷୟକ୍ଷତି ହୋଇଯାଇଛି । ନିକଟରେ ଥିବା ଗାଁ ଗୁଡିକ ଅମରନଗର, ରବୀନ୍ଦ୍ର ନଗର, କାନାଳି ଓ ଚାନ୍ଦିନୀପାଳରେ ପ୍ରବଳ କ୍ଷୟକ୍ଷତି ହୋଇଛି । ଲଗାଣ ବର୍ଷା ଆଉ ପବନରେ ଧାମରା ଓ ଦୋସିଙ୍ଗା…

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ ହଜାର ୬୩୫ କରୋନା ଆକ୍ରାନ୍ତ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ବଢୁଛି ଚିନ୍ତା । ପ୍ରତିଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ, ଆଜି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦ ହଜାର ୬୩୫ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖଷାର୍ଦ୍ଧାରୁ…

ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ୯୧୯ ପଜିଟିଭ୍

ଭୁବନେଶ୍ବର : ଚିନ୍ତା ବଢ଼ାଉଛି ମହାମାରୀ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଥମିବାର ନାଁ ନେଉନି ମହାମାରୀ । ତେବେ ହଟସ୍ପଟ ପାଲଟିଥିବା ଭୁବନେଶ୍ବରରୁ ଆଜି ଚିହ୍ନଟ ହୋଇଛନ୍ତି ଆଉ ୯୧୯ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୩ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି…

କ୍ୱାରେଣ୍ଟାଇନ୍ ଶିଶୁଙ୍କ ମନମୋହକ ଆଲିଙ୍ଗନ ଦୃଶ୍ୟ, ଦେଖନ୍ତୁ ଭିଡିଓ

ଭୁବନେଶ୍ୱର: କରୋନା ମହାମାରୀ ଅନେକ ଲୋକଙ୍କୁ ଆଣିଦେଇଥିଲା ଅକସ୍ମାତ ଦୁଃଖ । ହେଲେ ସେହି ଦୁଃଖରେ ବି ଦୁନିଆ ଖୁସୀରେ ରହିବା ଶିଖିଗଲାଣି । ସୋସିଆଲ ମିଡିଆରେ ଦୁଇଟି ଶିଶୁଙ୍କ ଭିଡିଓ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ତେବେ ଭାଇରାଲ୍ ହେବାଠୁ ଅଧିକ ଏହି ଭିଡିଓର ମର୍ମ ଅନେକଙ୍କୁ ମାନସିକ…

କରୋନା ରେଡ୍ ଜୋନରୁ ବାହାରିଲା ନୂଆପଡ଼ା ଜିଲ୍ଲା, ରେଡ୍ ଜୋନରେ ୨୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ୧୨ ହଜାର ରହୁଛି । କିନ୍ତୁ ନୂଆପଡ଼ା ଜିଲ୍ଲାରେ ଏବେ ଖସିବାରେ ଲାଗିଛି ଦୈନିକ ସଂକ୍ରମଣ । କରୋନା ରେଡ୍ ଜୋନରୁ ବାହାରିଛି ନୂଆପଡ଼ା ଜିଲ୍ଲା । ୟେଲୋ ଜୋନକୁ ଆସିଛି । ଅର୍ଥାତ କରୋନାକୁ ତାବୁ ପାଉଛି…

ଆଜି ଓଡ଼ିଶାରୁ କରୋନା ନେଇଛି ରେକର୍ଡ ୩୫ ଜୀବନ, ସପ୍ତାହେ ଭିତରେ ୨୦୦ ମୃତ

ଭୁବନେଶ୍ୱର: କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ରାଜ୍ୟରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୩୫ ଜୀବନ ନେଇଛି କରୋନା । ଯାହାକି ବର୍ତ୍ତମାନ ସୁଦ୍ଧା ଦିନକରେ ସର୍ବାଧିକ । ୧୬ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଓ ଅନୁଗୋଳ…

କାଲି କମିଥିଲା, ଆଜି ବଢ଼ିଲା: ଦେଶରେ ପୁଣି ୨ ଲକ୍ଷ ପାର କଲା ଦୈନିକ ସଂକ୍ରମଣ, ମୃତ୍ୟୁସଂଖ୍ୟା ୪ ହଜାର

ନୂଆଦିଲ୍ଲୀ: କାଲି କମିଥିଲା । ଆଜି ବଢ଼ିଲା । ଦେଶରେ ଗତକାଲି ଦୈନିକ ସଂକ୍ରମଣ ୪୦ ଦିନ ପରେ ୨ ଲକ୍ଷ ତଳକୁ ଖସିଥିଲା । ସେହିପରି ମୃତ୍ୟୁସଂଖ୍ୟା ବି ୪ ହଜାର ତଳକୁ ହ୍ରାସ ପାଇଥିଲା । ଆଜି ପୁଣି ଥରେ ବଢ଼ିଛି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୮ହଜାର ୯୨୧ ନୂଆ ଆକ୍ରାନ୍ତ ।…