Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରିୟଲ ହିରୋ ଅଭିନବ…

ଚଣ୍ଡୀଗଡ଼: ଫାଇଟର ବିମାନ ଦୁର୍ଘଟଣାରେ ପାଇଲଟଙ୍କ ମୃତ ଦେହ କ୍ଷେତରୁ ଉଦ୍ଧାର କରଯାଇଛି । ଭାରତୀୟ ବାୟୁ ସେନାର MIG-21 ଫାଇଟର ବିମାନ ପଞ୍ଜାବର ମୋଗା ଜିଲ୍ଲା ସ୍ଥିତ ଲଙ୍ଗିୟାନା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନଟି ରାଜସ୍ଥାନର ସୁରତଗଡ଼ ଏୟାରବେସରୁ ଉଡାଣ ଭରି ଥିଲା। ହେଲେ…

ରାହୁଲ ରିଟର୍ଣ୍ଣସ୍

ଭୁବନେଶ୍ୱର:  ପୁଣି ଭାରତୀୟ ଦଳ ସହିତ ଯୋଡି ହୋଇଛନ୍ତି ପୂର୍ବତନ କ୍ୟାପଟେନ ରାହୁଲ ଦ୍ରାବିଡ । ଦୀର୍ଘ ୭ବର୍ଷ ପରେ ଟିମ୍ ର କୋଚ ଭାବେ ଫେରିଛନ୍ତି । ଆସନ୍ତା ଜୁଲାଇରେ ଟିମ୍ ଶ୍ରୀଲଙ୍କା ଗସ୍ତ କରୁଥିବା ବେଳେ ଦ୍ଵିତୀୟ ଥର ପାଇଁ ରାହୁଲ ସିନିୟର୍ ଦଳରେ ଯୋଗଦାନ କରୁଛନ୍ତି । ତେବେ ଜୁଲାଇ ୫ରେ…

ମହଙ୍ଗା ପଡ଼ିଲା ଲାଞ୍ଚ

ମାଲକାନିଗିରି:ଫସିଗଲେ ଡାକ୍ତର ବାବୁ । ମହଙ୍ଗା ପଡ଼ିଲା ଲାଞ୍ଚ । ମାଲକାନିଗିରି ସରକାରୀ ଡାକ୍ତରଖାନାରେ ଲାଞ୍ଚ ମାଗି ହଟ ହଟା ହୋଇଛନ୍ତି ଡ଼ାକ୍ତର ଆଉ କର୍ମଚାରୀ । ରୋଗୀଙ୍କୁ ଲାଞ୍ଚ ମାଗିବା ଘଟଣା ପ୍ରସାରଣ ପରେ ନିଆଯାଇଛି କାର୍ଯ୍ୟନୁଷ୍ଠାନ। ଚାକିରୀରୁ ନିଲମ୍ବିତ ହୋଇଛନ୍ତି ଦୁଇ ଜଣ…

ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମେଡିକାଲ୍ କଲେଜ ପରିସରରେ କୋଭିଡ୍ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦଘାଟନ କରିଛନ୍ତି । ଏହି ହସ୍ପିଟାଲରେ ୧୫୦ ଶଯ୍ୟା ରହିଛି । ଏହି ହସ୍ପିଟାଲକୁ ଭୁବନେଶ୍ୱରର ସମ୍ ହସ୍ପିଟାଲ୍ ପରିଚାଳନା କରିବ । ହସ୍ପିଟାଲରେ ୯୦ଟି ସାଧାରଣ…

ଲାଲଗଡ ମାଟିରେ ପାଦ ଥାପିଲା ସ୍ୱାସ୍ଥ୍ୟ ବିଭାଗ

ମାଲକାନଗିରି: ବର୍ତ୍ତମାନର ସ୍ଥିତି କାହାକୁ ବି ଅଜଣା ନାହିଁ । କରୋନା ପାଇଁ ଚାରିଆଡେ ଲୋକେ ଜୀବନ ସହ ସଂଘର୍ଷ କରୁଛନ୍ତି । ଏପରି ସ୍ଥିତିରେ ସବୁଠୁ ପ୍ରମୁଖ ଭୂମିକା ତୁଲାଉଛନ୍ତି ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ । କଥାରେ ଅଛି କଲିକତାରେ ରାତି ନାହିଁ । ଠିକ୍ ସେମିତି ସ୍ୱାସ୍ଥ୍ୟ ବିଭାଗକୁ ବି…

କରୋନା ସଂକ୍ରମଣ ରୋକିବାକୁ ୩-ଏସ୍ ଅଭିଯାନ ଆରମ୍ଭ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ଼-୧୯ ସଂକ୍ରମଣ ଚେନ୍ କୁ ଗାଁ ଅଞ୍ଚଳରେ ରୋକିବା ପାଇଁ ୱାଇ.ଏସ୍.ଡି (YSD)ର ‘୩-ଏସ୍’ ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ ମାଧ୍ୟମରେ ଜିଲ୍ଲାରେ ସଚେତନ, ସତର୍କତା ଓ ସହଭାଗିତାକୁ ଗୁରୁତ୍ଵ ଦିଆଯାଇଛି । ହେମଗିରି, ସୁନ୍ଦରଗଡ଼ ଜିଲ୍ଲାରେ ଗାଁ ଅଞ୍ଚଳରେ…

ଆଜି ବି ୧୧ ଶହ ପାର୍, ରାଜଧାନୀରୁ ଆଉ ୧୧୮୬ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୧ ଶହ ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜଧାନୀରୁ ୧୧୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୪୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୪୪ଟି ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି ।…

ବିବାଦୀୟ ପ୍ରିନ୍ସ ହ୍ୟାରୀ

ଭୁବନେଶ୍ୱର:ବିବାଦୀୟ ପ୍ରିନ୍ସ ହ୍ୟାରୀ ଓରଫ ହେନେରୀ ଚାର୍ଲ୍‌ସ ଆଲବର୍ଟ ଡେଭିଡ । ରାଜକୀୟ ପରିବାରରେ ଜୀବନ ହେଉଛି ବନ୍ଦୀ ଜୀବନ । ଏଥିରୁ ବାହାରି ମୁକ୍ତ ଜୀବନ ଜୀଇଁବାକୁ ୨୦୧୫ ରେ ସେ ରାଜପରିବାରଠାରୁ ଦୁରେଇଯାଇଥିଲେ । ତା ସହିତ ଅଭିନେତ୍ରୀ ମେଗନ ମାର୍କେଲଙ୍କୁ ବିବାହ କରି ଆହୁରି…

କରୋନାର ମୂଳପୋଛ ପାଇଁ ମାରାଙ୍ଗ ବୁରୁଙ୍କ ନିକଟରେ ମାନସିକ

ବାରିପଦା: କରୋନାରୁ ମୁକ୍ତି ପାଇଁ ଠାକୁରଙ୍କ ପାଖେ ମାନସିକ । ଯେଉଁଠି ସାରା ବିଶ୍ୱ କରୋନା ସଂକ୍ରମଣର ମୂଳପୋଛ ପାଇଁ ଭାକ୍ସିନଠାରୁ ଆରମ୍ଭ କରି ନାନା ବୈଜ୍ଞାନିକ କୌଶଳ ଆପଣାଇଛି, ସେଠି କରୋନା ଦାଉରୁ ରକ୍ଷା ପାଇବା ପାଇଁ ଲୋକେ ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରିବା ଭଳି ଖବର ପ୍ରତିଦିନ…

ଚିକିତ୍ସା ନାଁରେ ଲାଞ୍ଚ ନେଇ ନିଲମ୍ବିତ

ମାଲକାନଗିରି: ଖବର ପ୍ରସାରଣ ପରେ ଲାଞ୍ଚୁଆ ବାବୁଙ୍କ ଉପରେ ପଡ଼ିଲା ସରକାରୀ ଛାଟ। ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଚିକିତ୍ସା ପାଇଁ ଟଙ୍କା ମାଗୁଥିଲେ ଡାକ୍ତର ଓ ଆଟେଣ୍ଡାଣ୍ଟ । ଗତ ୧୯ ତାରିଖ ଦିନ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟର ଏପରି ଏକ ଘଟଣାକୁ ନେଇ ଖବର ପ୍ରସାରଣ ହେବା ପରେ ଆକସନ…