Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ୨ ଲକ୍ଷ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଖସୁଛି । ସେକେଣ୍ଡ ଓ୍ୱେଭରେ ୪ ଲକ୍ଷ ପାର କରିଥିବା ସଂକ୍ରମଣ ଆଜି ୨ଲକ୍ଷ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଲକ୍ଷେ ୯୬ ୪୨୭ ପଜିଟିଭ୍ । ଏହି ସମୟରେ ୨୦ ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଛି…

ବାତ୍ୟା ପାଇଁ ୬ ଜିଲ୍ଲାରେ ତିନି ଦିନ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା ୟସ ପାଇଁ ରାଜ୍ୟରେ ବାଧାପ୍ରାପ୍ତ ହେବ ଟିକାକରଣ । ୬ଟି ଜିଲ୍ଲାରେ ଆଜିଠୁ ତିନି ଦିନ ବନ୍ଦ ରହିବ କୋଭିଡ୍ ଟିକାକରଣ । ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର । ଆଜିଠାରୁ ୨୭ ତାରିଖ ଯାଏ ଏହି ଜିଲ୍ଲାରେ…

ଆଜି ଓଡ଼ିଶାରୁ କରୋନା ନେଲା ୩୩ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୭

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୨ଟି ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରେ ଦୈନିକ ମୃତ୍ୟୁସଂଖ୍ୟା ବଢୁଛି । ଦିନକରେ ଆଉ ୭ ଜଣ ପ୍ରାଣ ହରାଇଛନ୍ତି । ମୃତକଙ୍କ…

ଆଜି ଓଡ଼ିଶାରୁ ୧୦୯୩୯ କରୋନା ପଜିଟିଭ୍, ଖୋର୍ଦ୍ଧା ଓ କଟକରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୯୩୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬ହଜାର ୧୭୮ ଓ ଲୋକା୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୭୬୧ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଦୈନିକ ଆକ୍ରାନ୍ତ…

ଯୋଶ୍‌ରେ ୟଶ୍

ଫୁଲ୍ ଯୋଶ୍‌ରେ ମାଡି ଆସୁଛି ୟଶ୍ । ସାମୁଦ୍ରିକ ଝଡ଼ ୟଶ୍ ପାରାଦୀପ-ସାଗରଦୀପ ମଝିରେ ଲ୍ୟାଣ୍ଡ ଫଲ୍ କରିବା ନେଇ ସବୁଆଡେ ସତର୍କ ସୂଚନା । ଆଗକୁ ପୁର୍ଣ୍ଣିର୍ିର୍ମା ଥିବାରୁ ବିପଦ ବଢିବାର ଆଶଙ୍କା କରାଯାଉଛି । ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ସହ ପବନ ବହିବ । ସେହିଭଳି ବାତ୍ୟା ସମୟରେ…

ପୁରୀରେ ବର୍ଷା ସହିତ ପବନ

ପୁରୀ: ସମୁଦ୍ରିକ ଝଡ଼ ୟଶ ପ୍ରଭାବ । ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେଇଯାଇଥିବ ବେଳେ ପୁରୀ ସହରରେ ମଧ୍ୟ ଧୀରେ ଧୀରେ ବର୍ଷା ପଡିବା ଆରଂଭ କଲାଣି। ଅପରାହ୍ନରୁ ପାଗ ମେଘୁଆ ଥିବା ବେଳେ ଝିପି ଝିପି ବର୍ଷା ଲାଗି ରହିଛି। ପବନରେ ବେଗ ମଧ୍ୟ ସାମାନ୍ୟ ଅଧିକ ରହିଛି। ତେବେ ୟଶର ପ୍ରଭାବ…

ବିଷାକ୍ତ ଛତୁ ଖାଇ ୩ ଗୁରୁତର

କଲଦା: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଗୁରୁତର । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କେରେଜୋଳି ପଞ୍ଚାୟତ ଅନ୍ତର୍ଗତ କଲଦା ଗାଁରେ ଘଟିଛି ଘଟଣା । ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି…

ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ !

କଙ୍କଡ଼ାହାଡ଼: ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କରଗୋଳା ପଞ୍ଚାୟତ ଅନ୍ତର୍ଗତ ଡଙ୍ଗାପାଳ ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ଚାଲି ଯାଇଛି ବାପାର ଜୀବନ । ଆକ୍ରମଣରେ ସାନ ଭଉଣୀ ଗୁରୁତର ଆହତ ହୋଇଛନ୍ତି ।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୧୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନାକୁ ନେଇ ଥମୁନି ଚର୍ଚ୍ଚା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ପ୍ରଶାସନର ଏବେ ଚିନ୍ତାରେ । ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧ ହଜାର ୬୧୪ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।…

ବାତ୍ୟା ପାଇଁ ରେଳ ମଣ୍ଡଳର ପ୍ରସ୍ତୁତି

ଭୁବନେଶ୍ୱର: ସାମୁଦ୍ରିକ ଝଡ଼ “ୟଶ” କୁ ଟକ୍କର ଦେବା ପାଇଁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ପ୍ରସ୍ତୁତି | ଚବିଶ ଘଣ୍ଟା କାମ କରିବା ପାଇଁ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ଖୋଲିଛି | ସମସ୍ତ ବିଭାଗର ଶାଖା ଅଧିକାରୀମାନେ ସାମଗ୍ରୀ ଏବଂ ମାନବ ଶକ୍ତି ସହିତ ପ୍ରସ୍ତୁତ ଅଛନ୍ତି । ରେଳ ଷ୍ଟେସନ ଉପରେ…