Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭୁବନେଶ୍ୱରରେ ବରିଷ୍ଠ ନାଗରିକଙ୍କ ପାଇଁ ଆଜିଠୁ ଟେଷ୍ଟିଂ ଓ ଟିକାକରଣ ନେଇ ବିଏମସିର ନୂଆ ବ୍ୟବସ୍ଥା

ଭୁବନେଶ୍ୱର: କରୋନା ଟେଷ୍ଟ ଓ ଟିକାକରଣ ନେଇ ରାଜଧାନୀରେ ଆଜିଠୁ ବରିଷ୍ଠ ନାଗରିକଙ୍କ ପାଇଁ ଆରମ୍ଭ ହେଉଛି ସ୍ୱତନ୍ତ୍ର ବ୍ୟବସ୍ଥା । ବିଏମସି ପକ୍ଷରୁ ୬୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଯେଉଁମାନେ ଘରେ ଏକୁଟିଆ ରହୁଥିବେ ଓ ବାହାରକୁ ଏକାକୀ ଆସିବାରେ ସକ୍ଷମ…

ଆଜି ଓଡ଼ିଶାରୁ କରୋନା ନେଲା ୨୨ ଜୀବନ, ୬ଟି ଜିଲ୍ଲାରେ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଚାରେ ଆଉ ୨୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଆଜି ୬ଟି ଜିଲ୍ଲାରେ ଅଧିକ ରହିଛି ମୃତ୍ୟୁସଂଖ୍ୟା । ସେସବୁ ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଏହି ଜିଲ୍ଲାଗୁଡ଼ିକ ହେଲା ବୌଦ୍ଧ,…

ଆଜିଠୁ ଆଣ୍ଟି କରୋନା ଭାଇରାଲ୍ ଔଷଧ 2DGର ବଣ୍ଟନ

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼ଇରେ ଆଜିଠୁ ସାମିଲ ହେବ ଡିଆରଡିଓ ପ୍ରସ୍ତୁତ ଆଣ୍ଟି ଭାଇରାଲ୍ ଔଷଧ 2DG । ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ୧୦ହଜାର ପ୍ୟାକେଟ୍ ବିତରଣ ହେବ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିରେ ବଣ୍ଟନ କରାଯିବ । ନିକଟରେ ଏହାର ଜରୁରୀ ବ୍ୟବହାର ପାଇଁ ଅନୁମତି…

ସବୁ କୋଭିଡ ହସପିଟାଲରେ ବାଧ୍ୟତାମୂଳକ ହେବ ହେଲ୍ପ ଡେସ୍କ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟର ସବୁ କୋଭିଡ ହସପିଟାଲରେ ବାଧ୍ୟତାମୂଳକ ହେବ ହେଲ୍ପ ଡେସ୍କ । ସମସ୍ତ ଘରୋଇ ଓ ସରକାରୀ ହସପିଟାଲରେ ଏହି ହେଲ୍ପ ଡେସ୍କ ରହିବ । ହେଲ୍ପ ଡେସ୍କ ଗୁଡିକ ୨୪ ଘଣ୍ଟିଆ କାର୍ଯ୍ୟ କରିବ । ଏନେଇ ରା୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଶିଶୁଙ୍କ ପାଇଁ ଗଠନ ହେଲା ସ୍ବତନ୍ତ୍ର କମିଟି

ଭୁବନେଶ୍ବର : ରାଜ୍ୟରେ ବୃଦ୍ଧି ପାଉଥିବାରୁ ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତତ୍ପର ହୋଇଛନ୍ତି ସରକାର । ଖାସକରି ଶିଶୁଙ୍କ କ୍ଷେତ୍ରରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସଜାଗ ହୋଇଚନ୍ତି ସରକାର । କୋଭିଡ ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ଲାଗି ଗଠନ ହୋଇଛି ସ୍ବତନ୍ତ୍ର…

ରାଜ୍ୟରୁ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ମହାମାରୀ କରୋନା ସଂକ୍ରମଣ । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏଭଳିସ୍ଥିତିରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୨ ହଜାର ୭୭ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି…

ଗ୍ରାମାଞ୍ଚଳ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଗାଇଡଲାଇନ୍

ନୂଆଦିଲ୍ଲୀ : ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ନୂଆ ଗାଇଡଲାଇନ୍ ଜାରି କରିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ । ଦେଶରେ ମହାମାରୀ ସାଂଘାତିକ ରୂପ ନେଉଥିବା ବେଳେ, ଏବେ ସଂକ୍ରମଣ ଗ୍ରାମାଞ୍ଚଳକୁ ବ୍ୟାପଲାଣି । ଗ୍ରାମାଞ୍ଚଳ ଓ ଆଦିବାସୀ ଅଞ୍ଚଳରେ କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ…

ଗାୟକ ଅଳଂକାର ଶ୍ୟାମସୁନ୍ଦର ତ୍ରିପାଠୀ

ବରିଷ୍ଠ ପାଲା ଗାୟକ ଶ୍ୟାମସୁନ୍ଦର ତ୍ରିପାଠୀ । ଜଣେ ପ୍ରତିଷ୍ଠିତ ମର୍ଯ୍ୟାଦାବନ୍ତ, ମିଷ୍ଟଭାଷୀ ଆଦର୍ଶ ପାଲା ଗାୟକ । ପାଲାର ମୌଳିକତାକୁ ବଜାୟ ରଖି ସେ ରାଜ୍ୟର କୋଣ ଅନୁକୋଣରେ ପାଲା ପରିବେଷଣ ଜାରି ରଖିଛନ୍ତି । ୧୯୫୬ ମସିହା ଜୁନ ୬ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ପୋଡ଼ାଡ଼ିହ…

ଭୁବନେଶ୍ବରରୁ ପୁଣି ରେକର୍ଡ ସଂଖ୍ୟକ ପଜିଟିଭ୍, ଚିହ୍ନଟ ହେଲେ ୧୩୫୩ ଆକ୍ରାନ୍ତ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । କିନ୍ତୁ ସବୁଠୁ ଅଧିକ ଟେନସନ ଦେଉଛି ରାଜଧାନୀ ଭୁବନେଶ୍ବର । କାରଣ ହଟସ୍ପଟ ପାଲଟିଥିବା ରାଜଧାନୀ ଭୁବନେଶ୍ବରରୁ ଆଜି ପୁଣି ରେକର୍ଡ ସଂଖ୍ୟକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୧୩୫୩…

କରୋନାରେ ଆଖି ବୁଜିଲେ ଆଉ ଜଣେ ସାମ୍ବାଦିକ, ଦ୍ୱିତୀୟ ଲହରରେ ଗଲାଣି ୨୫ ଯୋଦ୍ଧାଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଥମୁ ନଥିବା ବେଳେ ସମ୍ମୁଖ ଯୋଦ୍ଧା ପ୍ରାଣ ହରାଉଛନ୍ତି । ଆଜି ଗୋଟିଏ ଦିନରେ କରୋନାରେ ଆଖି ବୁଜିଛନ୍ତି ତିନି ତିନି ଜଣ ସାମ୍ବାଦିକ । ଗଞ୍ଜାମ ଜିଲ୍ଲାରୁ ଆଉ ଜଣେ ସାମ୍ବାଦିକ କରୋନାରେ ପ୍ରାଣ ହରାଇଛନ୍ତି । ଗୋଟିଏ ଦିନରେ ଯାଜପୁର ବଡ଼ଚଣାରେ ଏକାମ୍ର…