Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଜୁନ୍ ୧ ଯାଏ ଲକଡାଉନ୍ ଭଳି କଟକଣାକୁ ବଢ଼ାଇଲା ମହାରାଷ୍ଟ୍ର, ବାହାରୁ ଆସିଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟ

ମୁମ୍ବାଇ: କରୋନା ସଂକ୍ରମଣରେ ବ୍ରେକ୍ ଲାଗି ପାରୁନି । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁକାବିଲା ପାଇଁ କଟକଣା ବି ବଢ଼ିଲା । ମହାରାଷ୍ଟ୍ରରେ ଆସନ୍ତା ୧ ତାରିଖ ଯାଏ ଲକଡାଉନ୍ ଭଳି କଟକଣା ବଳବତ୍ତର ରହିବ । କଟକଣାକୁ ଜୁନ୍ ୧ ତାରିଖ ସକାଳ ୭ଟା ଯାଏ ବୃଦ୍ଧି କରିଛନ୍ତି ମହାରାଷ୍ଟ୍ର ସରକାର ।…

୨-୧୮ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ୍ ଟିକାର ଟ୍ରାଏଲକୁ DCGIର ଅନୁମତି

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶରେ ୨ବର୍ଷରୁ ଅଧିକ ଛୁଆଙ୍କୁ ମିଳିପାରେ କରୋନା ଟିକା । ୨-୧୮ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ ଟିକାର କ୍ଲିନିକାଲ୍ ଟ୍ରାଏଲ ପାଇଁ ଭାରତ ବାୟୋଟେକକୁ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ ଇଣ୍ଡିଆ ବା DCGI । ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ଟିକା…

କରୋନା କାଳରେ କରୁଣ ଚିତ୍ର: ଗଙ୍ଗା ନଦୀ ବାଲିରେ ମୃତଦେହକୁ ପୋତି ଦେଉଛନ୍ତି ଲୋକ

ଉତ୍ତରପ୍ରଦେଶ: କରୋନା ଏମିତି କଷଣ ଦେଉଛି ଯେ ଯାହା ମଣିଷ କେବେ ଦେଖିନଥିଲା କି ଭାବି ନଥିଲା । ପ୍ରତିଦିନ ସାମନାକୁ ଆସୁଛି ବିଚଳିତ କରିବା ଭଳି ଚିତ୍ର । ନିକଟରେ ଉତ୍ତରପ୍ରଦେଶ ଓ ବିହାରରେ ଗଙ୍ଗା ନଦୀରେ ସନ୍ଦିଗ୍ଧ କରୋନା ରୋଗୀଙ୍କ ମୃତଦେହ ଭାସୁଥିବା ଚିତ୍ର ସାମନାକୁ ଆସିଥିଲା । ଏବେ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ଦିନକରେ ୪୧୨୦ ମୃତ୍ୟୁ, ୩ଲକ୍ଷ ୬୨ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଦୈନିକ ମୃତ୍ୟୁସଂଖ୍ୟା ୪ହଜାର ଉପରେ ରହୁଛି । ଆଜି ଦେଶରେ ମହାମାରୀରେ ଆଉ ୪ହଜାର ୧୨୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହି ସମୟରେ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୬୨ହଜାର ୭୨୭ ନୂଆ ଆକ୍ରାନ୍ତ । ଦୈନିକ…

ଓଡ଼ିଶାରୁ କରୋନା ନେଲା ଆଉ ୧୯ ଜୀବନ, ମୃତ୍ୟୁସଂଖ୍ୟା ୨୧ଶହ ୫୧କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୧୫ ଜିଲ୍ଲାରୁ ସଂକ୍ରମିତ । ଅନୁଗୋଳ ଜିଲ୍ଲାରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଆଜି ଆଉ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି ।…

ଓଡ଼ିଶାରେ ଲକ୍ଷେ ପାର କଲା କରୋନା ଆକ୍ଟିଭ୍ କେସ୍, ଆଜି ୧୦,୬୪୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ଉପରେ କରୋନା ଟ୍ରେଣ୍ଡ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୪୯ ନୂଆ ଆକ୍ରାନ୍ତ । ଏହି ସମୟର ୫୧ହଜାର ୪୫୧ କୋଭିଡ୍ ଟେଷ୍ଟ କରାଯାଇଛି । ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ଟିକେ ହ୍ରାସ ପାଇଛି । ଗତକାଲି ଏହି ସଂଖ୍ୟା ଥିଲା ୧୦ହଜାର ୯୮୨…

ଜୁନ୍ ସୁଦ୍ଧା ଦୁଇ ଗୁଣା ବୃଦ୍ଧି ପାଇବ କୋଭାକ୍ସିନ୍ ଟିକା ଉତ୍ପାଦନ

ନୂଆଦିଲ୍ଲୀ : ସାରା ଦେଶରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ସଂକ୍ରମଣ ବଢୁଥିବା ବେଳେ, ଏହାକୁ ରୋକିବାକୁ ଜୋରଦାର ପ୍ରୟାସ ଚଳାଇଛନ୍ତି ସରକାର । ଏଥିପାଇଁ ଟିକାକରଣକୁ ବ୍ୟାପକ କରାଯାଇଛି । କିନ୍ତୁ ସଂକ୍ରମଣ ଭିତରେ ଚିନ୍ତା ବଢ଼ାଇଛି ଟିକାର ଅଭାବ । ସାରା ଦେଶରେ ଏବେ ଟିକାର ଅଭାବ…

କୋଭିଶିଲ୍ଡ ଟିକା ପାଇଁ କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର: ଅକ୍ସିଜେନ ସିଲିଣ୍ଡର ଏବଂ କୋଭିଶିଲ୍ଡ ଟିକା ଯୋଗାଣ ନେଇ ସ୍ପଷ୍ଟ କରିବା ଲାଗି ଓଡିଶା ସରକାର ବୁଧବାର ଦିନ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଏକ…

ମୃତଦେହ ପାଖ ମାଡିଲେନି ପରିବାର ଲୋକେ, ଭଞ୍ଜନଗର ଉପଜିଲ୍ଲାପାଳ କଲେ ଶବଶତ୍କାର

ଭଞ୍ଜନଗର: କରୋନା ଯୋଗୁଁ ଏପରି ଅବସ୍ଥା ହୋଇଛି ଯେ, ପର ତ ପର ବେଳେ ବେଳେ ଆପଣାର ଲୋକେ ବି ପର ହୋଇଯାଉଛନ୍ତି । ଏପରି ଏକ ଘଟଣା ଘଟିଛି ଭଂଜନଗର ଅଂଚଳରେ । ଗତ କାଲି ରାତିରେ କୋଭିଡ କେୟାର ସେଣ୍ଟର ବା ଡିସିଏଚସି ରେ, ଲଣ୍ଡେଇସାହି ଅଂଚଳର କାଳୀ ଚରଣ ସାହୁଙ୍କରର ମୃତ୍ୟୁ ହୋଇଥିଲା । ୬୫…

ରାଜ୍ୟରୁ ସୁସ୍ଥ ହେଲେ ୮୫୪୭ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୫୪୭ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧,…