Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ମାଲକାନଗିରିରେ ଆରମ୍ଭ ହେଲା ହୋମ୍ ଡେଲିଭରି ବ୍ୟବସ୍ଥା

ମାଲକାନଗିରି: କରୋନା ମହାମାରୀରେ ରାଜ୍ୟର ଅନ୍ୟ ଜିଲ୍ଲାଠାରୁ ଢେର ଆଗରେ ରହିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ପ୍ରଥମେ ସଂକ୍ରମଣ ରୋକିବାକୁ ସୀମା ସିଲ୍‌, ପରେ କରୋନା ରୋଗୀଙ୍କ ସମ୍ବନ୍ଧରେ ସଂପର୍କୀୟ କିମ୍ବା ପରିବାର ଲୋକଙ୍କୁ ଅବଗତ କରାଇବା ପାଇଁ ଇ-ସାକ୍ଷାତ ବ୍ୟବସ୍ଥା । ଆଉ ଏବେ…

କୋଭିଡ୍ କଟକଣାରେ ପାଳନ ହେଲା ପବିତ୍ର ଇଦ ପର୍ବ

କେନ୍ଦ୍ରାପଡା: କରୋନା ମହାମାରୀର ଦ୍ୱିତୀୟ ଲହରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଦତ୍ତ କୋଭିଡ୍ କଟକଣାକୁ ସମ୍ମାନ ଜଣାଇଛନ୍ତି କେନ୍ଦ୍ରାପଡାର ଇସଲାମ ଧର୍ମୀ । କୋଭିଡ୍ କଟକଣା ଅନୁଯାୟୀ କେନ୍ଦ୍ରାପଡା ସହରରେ ପବିତ୍ର ଇଦ ପର୍ବ ପାଳନ କରିଛନ୍ତି ମୁସଲିମ୍ ସମ୍ପ୍ରଦାୟ । ଗୋଟିଏ ମାସ…

କଟକରେ ଆଜି ହେବନି ଟୀକାକରଣ

କଟକ: ଇଦ୍-ଉଲ୍-ଫିତର ଛୁଟିଦିନକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ କଟକ ସହରରେ ଟୀକାକରଣ କରାଯାଉ ନାହିଁ। ଏନେଇ କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) କମିଶନର ଅନନ୍ୟା ଦାସ ଟ୍ବିଟ କରି ସୂଚନା ଦେଇଛନ୍ତି। ଏହା କେବଳ କଟକ ସହରରେ ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,…

ଭାରତରେ ୨୪ ଘଣ୍ଟାରେ ୩ ଲକ୍ଷ ୪୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୪ ହଜାର ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୨,୪୦,୪୬,୮୦୯କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ରାଉରକେଲାରେ ୧୮+ ବର୍ଗଙ୍କୁ ଟିକାକରଣ, ଦ୍ୱିତୀୟ ଦିନରେ ନେଲେ ୩୨୬୩ ଜଣ

ରାଉରକେଲା: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଉରକେଲା ମହାନଗର ନିଗମରେ ୧୮ରୁ ୪୪ ବର୍ଷ ବର୍ଗଙ୍କୁ କୋଭିଡ୍ ଟିକା ଦିଆଯାଉଛି। ଗୁରୁବାର ଦିନ ମୋଟ ୩୨୬୩ ଜଣ ଟିକା ନେଇଛନ୍ତି। ସୂଚନା ଅନୁଯାୟୀ, ଟିକାକରଣ ପାଇଁ ରାଉରକେଲା ସହରରେ ୮ଟି କେନ୍ଦ୍ର କରାଯାଇଛି। ଯେଉଁମାନେ ଅନଲାଇନ ପଞ୍ଜୀକରଣ…

ଦୈନିକ ସଂକ୍ରମଣ ସହ ମୃତ୍ୟୁରେ ବି କରୋନାର ନୂଆ ରେକର୍ଡ, ୨୪ ଘଣ୍ଟାରେ ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ସର୍ବାଧିକ ୧୨ ହଜାର ୩୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ରାଜ୍ୟର କରୋନ ମୃତ୍ୟୁହାର ଜାତୀୟ ହାରର…

ସବୁ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ସପ୍ତାହକ ପରେ ପୁଣି ୧୨ ହଜାରରୁ ଅଧିକ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ଆଜି ସବୁ ରେକର୍ଡକୁ ଅତିକ୍ରମ କରିଛି । ସପ୍ତାହକ ପରେ ପୁଣି ଥରେ ରାଜ୍ୟରେ ଦୈନିକ ସଂକ୍ରମଣ ମାମଲା ୧୨ ହଜାର ପାର୍ କରିଛି । ଗତ ୭ ତାରିଖରେ ରାଜ୍ୟରେ ୧୨ ହଜାର ୨୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଗତ ୨୪ ଘଣ୍ଟାରେ ୧୨ ହଜାର ୩୯୦ଟି ସଂକ୍ରମଣ…

ଦ୍ୱାରକାଧୀଶଙ୍କ ଭବ୍ୟ ମନ୍ଦିର

ଗୁଜୁରାଟ: ୪ ଧାମରୁ ମୁଖ୍ୟ ପଶ୍ଚିମର ଦ୍ୱାରକା ଧାମ । ଯେଉଁଠି ଲୀଳା କରନ୍ତି ବିଷ୍ଣୁ । ସମୁଦ୍ରକୂଳରେ ପ୍ରାଚୀନ ନଗରୀ । ଯେଉଁଠି ଲୁଚି ରହିଛି ରହସ୍ୟ । ହେଲେ ସେଠି ରହିଛି ଏକ ଭବ୍ୟ ମନ୍ଦିର । ଯେଉଁଠି ବିଷ୍ଣୁଙ୍କ ଅବତାର ପୂଜା ପାଉଛନ୍ତି । ସେହି ଦେବ ସ୍ଥାନରେ ରହିଛି ଲୋକଙ୍କର ଆସ୍ଥା ଓ…

ଅପହଞ୍ଚ ଇଲାକାରେ ବିକାଶ

ମାଲକାନଗିରି: ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିକାଶକୁ ନେଇ କେତେ କଣ୍ ଯୋଜନା । ରାଜ୍ୟ ସରକାର ଉନ୍ନତି ନେଇ ଡିଣ୍ଡିମ ପିଟୁଥିବା ବେଳେ ଆଜି ଆମେ ଏହାର ବାସ୍ତବ ଚିତ୍ର ଆପଣଙ୍କୁ ଦେଖାଇବାକୁ । ରାଲେଗାଡା ପଞ୍ଚାୟତରେ ଏମିତି ଅନେକ ଗାଁ ରହିଛି ଯେଉଠି ଆଜି ପର୍ଯ୍ୟନ୍ତ କୌଣସି ସରକାରି…

ସାତ ରଙ୍ଗର ‘ରେନ୍ ବୋ’ ନଦୀ

ନାଲି, ଧଳା, ଗୋଲାପୀ ଆଉ ନାରଙ୍ଗୀ ଏମିତି ବହୁତ ରଙ୍ଗର ହୋଇଛି ସମ୍ମିଶ୍ରଣ । ଏହା ରଙ୍ଗ ନୁହେଁ ଏ ହେଉଛି ଇନ୍ଦ୍ରଧନୁର ସାତ ରଙ୍ଗ ନେଇ ନଦୀର ଜଳ । ଆଖିକୁ ବିଶ୍ୱାସ ନହେଲେ ବି ସତ । ଏହି ନଦୀର ଜଳ ଇନ୍ଦ୍ର ଧନୁର ସାତ ରଙ୍ଗର ସମ୍ମିଶ୍ରଣ । ପ୍ରାକୃତିକ ମନୋରମ ପରିବେଶ ଭିତରେ ସାତ ରଙ୍ଗରେ…