Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡ଼ିଶାରେ ଲକ୍ଷେ ପାର କଲା କରୋନା ଆକ୍ଟିଭ୍ କେସ୍, ଆଜି ୧୦,୬୪୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୦ ହଜାର ଉପରେ କରୋନା ଟ୍ରେଣ୍ଡ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୪୯ ନୂଆ ଆକ୍ରାନ୍ତ । ଏହି ସମୟର ୫୧ହଜାର ୪୫୧ କୋଭିଡ୍ ଟେଷ୍ଟ କରାଯାଇଛି । ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ଟିକେ ହ୍ରାସ ପାଇଛି । ଗତକାଲି ଏହି ସଂଖ୍ୟା ଥିଲା ୧୦ହଜାର ୯୮୨…

ଜୁନ୍ ସୁଦ୍ଧା ଦୁଇ ଗୁଣା ବୃଦ୍ଧି ପାଇବ କୋଭାକ୍ସିନ୍ ଟିକା ଉତ୍ପାଦନ

ନୂଆଦିଲ୍ଲୀ : ସାରା ଦେଶରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ସଂକ୍ରମଣ ବଢୁଥିବା ବେଳେ, ଏହାକୁ ରୋକିବାକୁ ଜୋରଦାର ପ୍ରୟାସ ଚଳାଇଛନ୍ତି ସରକାର । ଏଥିପାଇଁ ଟିକାକରଣକୁ ବ୍ୟାପକ କରାଯାଇଛି । କିନ୍ତୁ ସଂକ୍ରମଣ ଭିତରେ ଚିନ୍ତା ବଢ଼ାଇଛି ଟିକାର ଅଭାବ । ସାରା ଦେଶରେ ଏବେ ଟିକାର ଅଭାବ…

କୋଭିଶିଲ୍ଡ ଟିକା ପାଇଁ କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ଅନୁରୋଧ

ଭୁବନେଶ୍ୱର: ଅକ୍ସିଜେନ ସିଲିଣ୍ଡର ଏବଂ କୋଭିଶିଲ୍ଡ ଟିକା ଯୋଗାଣ ନେଇ ସ୍ପଷ୍ଟ କରିବା ଲାଗି ଓଡିଶା ସରକାର ବୁଧବାର ଦିନ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କ ସହ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଏକ…

ମୃତଦେହ ପାଖ ମାଡିଲେନି ପରିବାର ଲୋକେ, ଭଞ୍ଜନଗର ଉପଜିଲ୍ଲାପାଳ କଲେ ଶବଶତ୍କାର

ଭଞ୍ଜନଗର: କରୋନା ଯୋଗୁଁ ଏପରି ଅବସ୍ଥା ହୋଇଛି ଯେ, ପର ତ ପର ବେଳେ ବେଳେ ଆପଣାର ଲୋକେ ବି ପର ହୋଇଯାଉଛନ୍ତି । ଏପରି ଏକ ଘଟଣା ଘଟିଛି ଭଂଜନଗର ଅଂଚଳରେ । ଗତ କାଲି ରାତିରେ କୋଭିଡ କେୟାର ସେଣ୍ଟର ବା ଡିସିଏଚସି ରେ, ଲଣ୍ଡେଇସାହି ଅଂଚଳର କାଳୀ ଚରଣ ସାହୁଙ୍କରର ମୃତ୍ୟୁ ହୋଇଥିଲା । ୬୫…

ରାଜ୍ୟରୁ ସୁସ୍ଥ ହେଲେ ୮୫୪୭ କରୋନା ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୮୫୪୭ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଖୋର୍ଦ୍ଧାରୁ ୧୧୬୫, କଟକରୁ ୫୯୩, ସୁନ୍ଦରଗଡରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡରୁ ୪୩୬, ନୂଆପଡାରୁ ୪୧୧,…

ଭୁବନେଶ୍ୱରରୁ ୧୨୯୪ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୧୧୩୧ ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୧୨୯୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୩ ଓ ସ୍ଥାନୀୟ ଅଂଚଳରୁ ୧୧୩୧ ଜଣ…

ପାରାଦ୍ଵୀପରେ ଆମ୍ବୁଲାନ୍ସ ସେବା

ପାରାଦ୍ଵୀପ:ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ସଙ୍କଟ ଜଣକ ରହିଛି । ଦିନକୁ ଦିନ ସ୍ଥିତି ବିଗିଦିବାରେ ଲାଗିଛି । ପାରାଦ୍ଵୀପ ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ପଡିବା ସହିତ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ନେଇ ପାରାଦ୍ଵୀପ-ଏରସମା ଇଣ୍ଡଷ୍ଟ୍ରିଆଲ ଓ୍ବାର୍କର୍ସ…

ଟିମ୍ ଇଣ୍ଡିଆକୁ ବିସିସିଆଇର କଡ଼ା ଚେତାବନୀ

ଦିଲ୍ଲୀ:ଟିମ୍ ଇଣ୍ଡିଆକୁ ବିସିସିଆଇର କଡ଼ା ଚେତାବନୀ । ଯଦି କରୋନା ପଜିଟିଭ ବାହାରିବ ତେବେ ଜୁନ୍ ୨ରେ ଥିବା ଇଂଲଣ୍ଡ ଗସ୍ତରୁ ବିଦା ହୋଇଯିବ । ଦିନକୁ ଦିନ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ସବୁଥିରେ ଲାଗିଛି ରୋକ୍ । ଆଉ ଏନେଇ ବିସିସିଆଇ ପକ୍ଷରୁ ମଧ୍ୟ କଡା ପଦକ୍ଷେପ ନିଆଯାଇଛି । ଖେଳାଳି…

୨୦ ଦିନରେ ୩୪ ଅଧ୍ୟାପକ ମୃତ

ଜୟପୁର: ଦିନକୁ ଦିନ ସଂକ୍ରମଣ ଚିନ୍ତା ବଢ଼ାଉଛି । କରୋନାର ମାରାତ୍ମକ ଦ୍ୱିତୀୟ ଲହର ଦେଶରେ ଆତଙ୍କ ସୃଷ୍ଟି କରିଛି । ପ୍ରତିଦିନ ଅନେକ ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ ଦାହ ସଂସ୍କାର ପାଇଁ ଜାଗାର ଅଭାବ ରହିଛି । ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି । ଉତ୍ତରପ୍ରଦେଶର ଆଲିଗଡ ମୁସଲିମ…

ସରକାରୀ ମହିଳା ମହାବିଦ୍ୟାଳୟ ପାଲଟିଲା କୋଭିଡ୍ କେୟାର ସେଣ୍ଟର

ପୁରୀ: ଆଜିଠୁ ପୁରୀ ବାସିନ୍ଦାଙ୍କୁ ମିଳିବ ନୂତନ ଭାବେ ପ୍ରସ୍ତୁତ ହୋଇଥିବା କୋଭିଡ୍ କେୟାର ସେଣ୍ଟରରେ ସେବାସୁବିଧା । ସରକାରୀ ମହିଳା ମହାବିଦ୍ୟାଳୟ ପରିସରରେ ୧୨୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର୍ ଉଦଘାଟିତ ହୋଇଯାଇଛି । ୪୦ଟି ବି-ଟାଇପ୍ ଅକ୍ସିିଜେନ୍ ଓ ଅକ୍ସିଜେନ୍…