Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆନ୍ଧ୍ର ଓ ତେଲେଙ୍ଗାନାରୁ ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଏଭଳି ସ୍ଥଳେ ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରୁ ଦିଲ୍ଲୀକୁ ଆସୁଥିବା ସମସ୍ତ ଲୋକଙ୍କ ପାଇଁ ଇନଷ୍ଟିଚ୍ୟୁସନାଲ୍ କ୍ବାରେଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି। ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ଭାଇରସର ଏକ ଭାରିଏଣ୍ଟ ଚିହ୍ନଟ…

ଓଡ଼ିଶାରୁ କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ ସଂକ୍ରମଣ ସହ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଜି ଚଳିତବର୍ଷ ସର୍ବାଧିକ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟାରେ ୧୧ ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୦ ଜଣ ପୁରୁଷ ଓ ୯ ଜଣ ମହିଳା । Regret to…

ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ, ୧୨ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ରେକର୍ଡ ସଂଖ୍ୟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୨୩୮ ପଜିଟିଭ୍ ।…

କରୋନାରେ ସିଂହର ମୃତ୍ୟୁ ପରେ ସବୁ ଚିଡିଆଖାନାରେ ନିଆଗଲା ସତର୍କତାମୂଳକ ପଦକ୍ଷେପ

ଭୁବନେଶ୍ୱର: କରୋନା କେବଳ ମାନବ ସମାଜର କ୍ଷତି କରୁଛି ତା ନୁହେଁ । ଏହା କବଳରେ ପଶୁ ମାନେ ବି ପଡିଲେଣି । ହାଇଦ୍ରାବାଦରେ ଗୋଟିଏ ସିଂହର କରୋନାରେ ମୃତ୍ୟୁ ହେବା ପରେ ଦେଶର ସବୁ ଚିଡ଼ିଆଖାନାରେ ସତର୍କ ଓ ସୁରକ୍ଷା ପଦକ୍ଷେପ ବଢାଇବାକୁ ନିର୍ଦ୍ଦେଶ ଆସିଛି। ଜଙ୍ଗଲ ପରିବେଶ ମନ୍ତ୍ରାଳୟ ସବୁ…

ମାନବିକତା ଆଗରେ ଫିକା ପଡିଲା ରକ୍ତ ସଂପର୍କ !

ବୁଗୁଡା: ଆଜି ବି ବଂଚିଛି ମାନବିକତା । ଏହି ଧାଡିଟିକୁ ଲେଖିବା, ପଢିବା କିମ୍ବା କାହାକୁ କହିବା ବେଶ ସହଜ । ହେଲେ ତାକୁ ସତ ପ୍ରମାଣିତ କରିବା ଅନେକଙ୍କ ପକ୍ଷେ ଅସମ୍ଭବ । ତେବେ ମାନବିକତାର ଏକ ଜ୍ୱଳନ୍ତ ଉଦାହରଣ ବ୍ରହ୍ମପୁର ବୁଗୁଡାର ଚିରିକିପଡା ଗାଁରେ ସାମ୍ନାକୁ ଆସିଛି । ଚିରିକିପଡା…

ଆଗାମୀ ୬ରୁ ୭ ମାସ ମଧ୍ୟରେ ଆସିପାରେ କରୋନାର ତୃତୀୟ ପ୍ରବାହ

ନୂଆଦିଲ୍ଲୀ: ଦେଶ କରୋନାର ଦ୍ୱିତୀୟ ପ୍ରବାହ ସହ ଲଢ଼ୁଛି । ଅନ୍ୟପଟେ କରୋନାର ତୃତୀୟ ପ୍ରବାହ ଆସିବା ନେଇ ବିଶେଷଜ୍ଞ ଚେତାବନୀ ଦେଲେଣି । କରୋନର ତୃତୀୟ ପ୍ରବାହ ଆସିବ, ଏହାକୁ ସମସ୍ତ ବିଶେଷଜ୍ଞ ମାନୁଛନ୍ତି । ତେବେ କରୋନାର ତୃତୀୟ ପ୍ରବାହ କେବେ ଆସିବ ସେନେଇ କିଛି କୁହାଯାଉ ନାହିଁ ।…

ଆଶାରାମ ବାପୁଙ୍କୁ କରୋନା, ଯୋଧପୁର ହସ୍ପିଟାଲ ଆଇସିୟୁରେ ଭର୍ତ୍ତି

ଯୋଧପୁର: ଜେଲରେ ଥିବା ଆତ୍ମଘୋଷିତ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁଙ୍କୁ କରୋନା । ସେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାପରେ ବିଗିଡ଼ିଥିଲା ତାଙ୍କର ସ୍ୱାସ୍ଥ୍ୟାବସ୍ଥା । ତାଙ୍କୁ ଯୋଧପୁର ଏମଡିଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି । ତାଙ୍କ ସହ ଜେଲର…

ଆଜି ୯ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଜାରି ରହିଛି । ପ୍ରତିଦିନ କିଛି କିଛି ଜିଲ୍ଲାରେ ଟିକାକରଣ ବନ୍ଦ ରହୁଛି । ଆଜି ଓଡ଼ିଶାରେ ୯ଟି ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । ଏହି ଜିଲ୍ଲାଗୁଡ଼ିକ ହେଲା ବଲାଙ୍ଗୀର, ବୌଦ୍ଧ, ବରଗଡ, ଗଜପତି, ଝାରସୁଗୁଡା, କେନ୍ଦୁଝର, କୋରାପୁଟ, ନବରଙ୍ଗପୁର, ସୁବର୍ଣ୍ଣପୁର ।…

ପ୍ରାଣଘାତୀ କରୋନା: ୧୨ ଜିଲ୍ଲାରୁ ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣରେ ବ୍ରେକ୍ ଲାଗୁନି । ତାସହ ବଢୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୧୨ ଜିଲ୍ଲାରୁ ୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ୧୫ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪…

ଦେଶରୁ ଦିନକରେ ପୁଣି ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ, ଡେଥ୍ କେସ୍ ପାଖାପାଖି ୪ ହଜାର

ନୂଆଦିଲ୍ଲୀ: ଦେଶରେ କରୋନାରେ ସେକେଣ୍ଡ ଓ୍ୱେଭରେ ସଂକ୍ରମଣରେ ବ୍ରେକ ଲାଗୁନି । ମୃତ୍ୟୁର ବିଭୀଷିକା ରଚୁଛି ମହମାରୀ । ଦୈନିକ ସଂକ୍ରମଣ ପୁଣି ଥରେ ୪ ଲକ୍ଷ ପାର କରିଥିବା ବେଳେ ପ୍ରଥମ ଥର ମୃତ୍ୟୁସଂଖ୍ୟା ପାଖାପାଖି ୪ ହଜାର ହୋଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪ଲକ୍ଷ ୧୨…