Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ଓଡ଼ିଶାରେ କମିଛି କରୋନା ସଂକ୍ରମଣ: ୧୦,୬୩୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ସଂକ୍ରମଣ । ୧୧ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଚାରେ ଚିହ୍ନଟ ହୋଇଛନ୍ତି ୧୦ହଜାର ୬୩୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬ହଜାର ୧୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪ହଜାର ୬୨୩ଟି । ଖୋର୍ଦ୍ଧାରୁ ସର୍ବାଧିକ ୧୫୬୪ ନୂଆ…

କରୋନା କାଳରେ ଫ୍ଲେମିଙ୍ଗୋ

ଭୁବନେଶ୍ୱର:କରୋନା କାଳରେ ଲକ୍ ଡାଉନ୍ ସଟଡାଉନ୍ । ଆଉ ସେହି ନୀରବ ପରିବେଶ ଭିତରେ ଆଡା ଜମାଇଛନ୍ତି ଫ୍ଲେମିଙ୍ଗୋ ପକ୍ଷୀ । ହଜାର ହଜାର ସଂଖ୍ୟାରେ ପକ୍ଷୀ ଉଡିଆସିଛନ୍ତି । ପରିବେଶ ଟିକେ ଉଷ୍ମ ହୋଇଗଲେ ଏମାନଙ୍କର ଆଗମନ ହୋଇଥାଏ । ଚଳିତଥର ଚିଲିକାରେ ମଧ୍ୟ ଏହି ପକ୍ଷୀ ମାନଙ୍କର ବେଶ୍ ଗହଳି…

ଗରମରୁ ତ୍ରାହି

ଭୁବନେଶ୍ୱର: ବଢୁଛି ଖରା । ଅସହ୍ୟ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ । କିଭଳି ଥଣ୍ଡା ଟିକେ ପାଇବେ ଲୋକେ ବିଭିନ୍ନ ଉପାୟ କରୁଛନ୍ତି । ହେଲେ ଏଥିରୁ କିନ୍ତୁ ବାଦ୍ ପଡିନାହାନ୍ତି ଜୀବଜନ୍ତୁ । ଏହିଭଳି କିଛି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

୧୮ରୁ ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ଚିଠି

ଭୁବନେଶ୍ବର : ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ ବର୍ଗଙ୍କୁ ଟିକାକରଣ ନେଇ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ସବୁ ସିଡିଏମଓ, ପିଏଚଓ, ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି ଏସିଏସ । ଟିକା କମ ଥିବାରୁ ୫ଟି ପୌରାଞ୍ଚଳରେ ହେବ…

[ଭିଡ଼ିଓ] ରାସ୍ତାରେ ବିକୁଥିଲା ମୋଜା, ଆସିଲା ମୁଖ୍ୟମନ୍ତ୍ରୀଙ୍କ ଡାକରା !

ଲୁଧିଆନା: ରାସ୍ତାରେ ବୁଲୁଥିଲା ଜଣେ ପଂଜାବୀ ନାବାଳକ । ବୁଲିବୁଲି ବିକୁଥିଲା ମୋଜା । ଖାସ ନିଜ ପରିବାରକୁ ସାମାନ୍ୟ ଆର୍ଥିକ ସହାୟତା ଦେବା ପାଇଁ । ଗତକାଲିର ଏହି ଭିଡିଓଟି ବହୁଳ ମାତ୍ରାରେ ଭାଇରାଲ୍ ହୋଇଥିଲା । ଏହି ଭିଡିଓ ଅନେକଙ୍କ ମନରେ ଛାପିଥିଲା କରୋନା ଭୟାବହତା ଓ ଲକଡାଉନ୍ ପ୍ରଭାବର…

ଭୁବନେଶ୍ବରରୁ ଆଉ ୧୦୩୪ ପଜିଟିଭ୍ ଚିହ୍ନଟ, ୧୦୧୯ ସୁସ୍ଥ

ଭୁବନେଶ୍ବର : ମହାମାରୀ ଭିତରେ ଚିନ୍ତା ବଢ଼ାଇଛି ଭୁବନେଶ୍ବର । ସଂକ୍ରମଣରେ ହଟସ୍ପଟ ପାଲଟିଥିବା ରାଜଧାନୀ ଭୁବନେଶ୍ବରରେ ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି । ଏଭଳି ସ୍ଥିତିରେ ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ଆଉ ୧୦୩୪ ପଜିଟିଭ୍ । କ୍ବାରେଣ୍ଟାଇନରୁ ୧୫୪ ଜଣ ଥିବା ବେଳେ,…

କରୋନାରୁ ସୁସ୍ଥ ହେଲେ ଆଉ ୭୬୬୪ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଏବେ ଚିନ୍ତା ବଢ଼ାଇଛି ମହାମାରୀ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୬୬୪ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ରାଜ୍ୟରୁ…

କଟକରେ କରୋନାର ଗୋଷ୍ଠୀ ସଂକ୍ରମଣ ଭଳି ସ୍ଥିତି !

କଟକ: କରୋନା କଟକ ଜିଲ୍ଲାରେ କାୟା ବିସ୍ତାର କରୁଛି । ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ମହାନଗର ନିଗମ ଅଞ୍ଚଳରୁ ଅଧିକ ସଂକ୍ରମିତ ବାହାରୁଛନ୍ତି । ଗୋଷ୍ଠୀ ସଂକ୍ରମଣ ହୋଇଥାଇ ପାରେ । ଏଭଳି ଆଶଙ୍କା କରିଛନ୍ତି କଟକର ପରିଚାଳନା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀ । ତେବେ…

ଓଡ଼ିଶାରେ କରୋନା ରେଡ୍ ହଟ୍ ଜିଲ୍ଲା ଖୋର୍ଦ୍ଧା-ସୁନ୍ଦରଗଡ଼-କଟକ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ । ସେକେଣ୍ଡ ଓ୍ୱେଭରେ ବିଭିନ୍ନ ସମୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ହଜାରେ ପାର କରିଛି । ଆଜି କଟକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି । ରାଜ୍ୟରୁ ଦିନକରେ…

ଚୀନ୍ ଟିକାର ଜରୁରୀ ବ୍ୟବହାରକୁ ଅନୁମତି ଦେଲା WHO

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ଚୀନ୍ ଟିକାର ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ଦେଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଚୀନର ସିନୋଫାର୍ମ ପ୍ରସ୍ତୁତ କୋଭିଡ୍ ଟିକାକୁ ଗ୍ରୀନ୍ ସିଗନାଲ ମିଳିଛି । ଏହା ହେଉଛି ଚୀନର ପ୍ରଥମ ଟିକା ଯାହାକୁ ମିଳିଛି WHO ମଞ୍ଜୁରୀ । ଏନେଇ ଏକ ସାମ୍ବାଦିକ…