Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୮୯ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ମହାମାରୀ କରୋନା ନିଜର କାୟା ମେଲାଉଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ୪୦୮୯ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ସୁସ୍ଥ ହୋଇଥିବା…

ଓଡ଼ିଶାରେ ରେମଡେସିଭିର୍ ମେଡିସିନର ଅଭାବ

ଭୁବନେଶ୍ୱର: ରାଜ୍ୟରେ ରେମଡେସିଭିର ଅଭାବ । ଏବେ ରେମଡେସିଭ୍ ମେଡିସିନର ବହୁତ ଆବଶ୍ୟକତା ରହୁଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ଅନ୍ନଦା ଶଙ୍କର ଦାସ । କେନ୍ଦ୍ର ସରକାର ନିଜେ ରେମଡେସିଭିର୍ ବିତରଣ କରୁଛନ୍ତି । ଏପ୍ରିଲ ୨୧ରୁ ୩୦ ଯାଏ ଓଡ଼ିଶାକୁ ୨୧ହଜାର ଭାଏଲ ଦେବାକୁ…

ରାଜ୍ୟରେ ୧୮-୪୪ ବର୍ଷ ବୟସ୍କଙ୍କୁ ଟିକାକରଣରେ ହୋଇପାରେ ବିଳମ୍ବ

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ଟିକାକରଣ କରାଯିବ । ତେବେ ରାଜ୍ୟରେ ଏହି ବୟସ ବର୍ଗର ଲୋକଙ୍କୁ ଟିକାକପଣରେ ବିଳମ୍ବ ହୋଇପାରେ । ଟିକା ଆସିବାରେ ବିଳମ୍ବ ହୋଇପାରେ । ଏହି ସୂଚନା ଦେଇଛନ୍ତି ରାଜ୍ୟ ପରିବାର କଲ୍ୟାଣ…

ବିଦେଶ ଯିବା ପାଇଁ ଏହି ଗୁରୁଦ୍ୱାରରେ ଖେଳଣା ବିମାନ ପୂଜା କରାଯାଏ

ଜଳନ୍ଧର: ପଂଜାବରେ ଏକ ନିଆରା ଗୁରୁଦ୍ୱାର ରହିଛି । ଏହାର ନାମ ଶହୀଦ ବାବା ନିହାଲ ସିଂ ଗୁରଦ୍ୱାର । ଏଠାରେ ଭକ୍ତଙ୍କ ମାନସିକତା ପୂରଣ କରିବା ପାଇଁ ଯେଉଁ ପଦ୍ଧତି ଅବଲମ୍ବନ କରାଯାଇଥାଏ ତାହା ଶୁଣିଲେ ଆପଣମାନେ ନିଶ୍ଚିତ ଭାବେ ଚକିତ ହୋଇଯିବେ । ବିଦେଶ ଯିବା ପଂଜାବୀ ଯୁବପିଢ଼ୀର ଏକ ସ୍ୱପ୍ନ…

ଓଡ଼ିଶାରେ ୫୦ହଜାର ପାର୍ କଲା କରୋନା ଆକ୍ଟିଭ୍ କେସ୍, ୧୪ ଜିଲ୍ଲାରେ କେବଳ ୮୦%

ଭୁବନେଶ୍ୱର: ରାଜ୍ୟରେ ଆଜି ୫୦ ହଜାର ପାର କରିଛି କରୋନା ଆକ୍ଟିଭ୍ କେସ । ଆଜି ଆଉ ୬ହଜାର ୭୩ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସକ୍ରିୟ ମାମଲା ୫୦ହଜାର ୯୫୮କୁ ବୃଦ୍ଧି ପାଇଛି । ରେଡ୍ ଜୋନରେ ରହିଛି ୧୪ଟି ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ, ଗଞ୍ଜାମ, ମୟୂରଭଞ୍ଜ, ସୁନ୍ଦରଗଡ଼,…

ଦିନକରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୨୭୭୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୧୪୪ ଜଣ । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…

ମେ’ ପହିଲାରେ ଭାରତରେ ପହଞ୍ଚିବ ଋଷ୍ ଟିକା ସ୍ପୁଟନିକ୍-ଭି

ନୂଆଦିଲ୍ଲୀ: କରୋନା କାଳରେ ଭଲ ଖବର । ମେ’ ୧ ତାରିଖରୁ ଦେଶବ୍ୟାପୀ ତୃତୀୟ ପର୍ୟ୍ୟାୟ ଟିକାକରଣ ଆରମ୍ଭ ହେଉଥିବା ବେଳେ ସେହିଦିନ ଭାରତରେ ପହଞ୍ଚିବ ଋଷ୍ ଟିକା ସ୍ପୁଟନିକ୍-ଭି । ଏନେଇ ରୁଷିଆ ଡାଇରେକ୍ଟ ଇନଭେଷ୍ଟମେଣ୍ଟ ଫଣ୍ଡ (RDIF) ମୁଖ୍ୟ କିରିଲ୍ ଡିମିଟ୍ରିଏଭ୍ଲ ସୂଚନା ଦେଇଛନ୍ତି ।…

ରାଜ୍ୟରେ ୬୦୭୩ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ କମିଥିବା ନଜର ଆସିଛି। ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୬ ହଜାର ୦୭୩ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୩୫୨୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୫୫୧ଟି । ଆଜି ୩୦ଟି ଯାକ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ୨୦୦୦ ଡେଇଁଲା କରୋନା ମୃତ୍ୟୁସଂଖ୍ୟା, ଆଜି ୧୦ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨୦୦୦ ପାର କରିଛି । ଆଜି ଆଉ ୧୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଛନ୍ତି ସର୍ବାଧିକ ୪ ଜଣ ସଂକ୍ରମିତ । ସେହିପରି ସୁନ୍ଦରଗଡ଼ରୁ ୩ ଜଣ, ରାୟଗଡ଼ାରେ ଆଉ ଦୁଇ ଜଣ ଆକ୍ରାନ୍ତ କରୋନାରେ…

ଭାରତରେ କରୋନା ସ୍ଥିତି ହୃଦୟ ବିଦାରକ: WHO ମୁଖ୍ୟ

ଜେନେଭା: ଭାରତରେ ବଢୁଥିବା କରୋନା ସଂକ୍ରମଣ ମାମଲା ଏବଂ ମୃତ୍ୟୁହାର ଉଦବେଗ ହେଉଥିବା ନେଇ ସୋମବାର ଦିନ ଚିନ୍ତା ପ୍ରକଟ କରିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ଟେଡ୍ରୋସ୍ ଆଡାନୋମ୍ ଗେବ୍ରେଏସ୍। ଗଣମାଧ୍ୟମକୁ ସେ ସୂଚନା ଦେଇ କହିଛନ୍ତି ଯେ ଭାରତରେ କରୋନା ସ୍ଥିତି ଅତ୍ୟନ୍ତ ହୃଦୟ…