Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଜରୁରୀ ଥିଲେ ହସପିଟାଲ ଆସନ୍ତୁ କୋଭିଡ୍ ଆକ୍ରାନ୍ତ : ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ନେଇ ସବିଶେଷ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ରାଜ୍ୟରେ ସ୍ଥିତି ବିଗୁଡୁଥିବା ବେଳେ, କରୋନା ନିୟମ ମାନି ବାକୁ ପରାମର୍ଶ ଦେଇଛନ୍ତି ଏସିଏସ । ପଜିଟିଭ୍ ଚିହ୍ନଟ ହେଲେ ଭୟଭୀତ ହୁଅନ୍ତୁ ନାହିଁ ।…

ବେକାବୁ କରୋନା: ୭ ଦିନରେ ରାଜ୍ୟରୁ ୪୯ ହଜାର ପଜିଟିଭ୍, ୭୦ ମୃତ

ଭୁବନେଶ୍ୱର: ଏପ୍ରିଲରେ ଓଡ଼ିଶାରେ କରୋନା କାୟା ମେଲାଇଛି । ନାକି ଆଖି ଦେଖାଇଛି । ଦୈନିକ ସଂକ୍ରମଣରେ ନୂଆ ରେକର୍ଡ କରିଛି କରୋନା । ମାସେ ଭିତରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩ହଜାର ୭୯୨ ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁସାରେ ଗତ ମାର୍ଚ୍ଚ ୨୯ ତାରିଖରେ…

ଦେଶରୁ ଦିନକରେ ୩୪୯୮ ମୃତ, ୩ଲକ୍ଷ ୮୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବେକାବୁ ହେଉଛି କରୋନା ସଂକ୍ରମଣ। ଏମିତିକି ସଂକ୍ରମିତଙ୍କ ସଂଖ୍ୟା ନୂଆ ରେକର୍ଡ କରୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ ଲକ୍ଷ ୮୬ ହଜାର ୪୫୨ ନୂଆ ଆକ୍ରାନ୍ତ । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ସଂକ୍ରମଣ ସହ ଦୈନିକ କରୋନା ମୃତ୍ୟୁ ସଂଖ୍ୟା ବି…

ଓଡ଼ିଶାରେ କରୋନାର ଟପ୍-୧୦ ଜିଲ୍ଲା: ସେସବୁ ଜିଲ୍ଲାରେ କେବଳ ୬୫% ଆକ୍ଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଲମ୍ବା ଲମ୍ଫ ମାରୁଛି କରୋନା । ଯଦିଓ ଏବେ ଫ୍ଲାଟିନିଂ ସ୍ଥିତିରେ ରହିଛି । କେବେ ଉପରକୁ ଉଠୁଛି ତ କେବେ ତଳକୁ ଖସୁଛି । ତଥାପି ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି କରୋନା । ଆକ୍ଟିଭ୍ କେସ୍ ସଂଖ୍ୟା ୬୧ ହଜାର ପାର କରିଛି । ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା,…

ଅକ୍ସିଜେନ୍ ଅଭିଯାନରେ ୧ କୋଟି ଟଙ୍କା ଦେବେ ସଚିନ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଜାରି ରହିଥିବା ବେଳେ ଦେଶରେ ଅକ୍ସିଜେନ୍ ସଙ୍କଟ ଦେଖାଯାଇଛି। ଏଭଳି ସମୟରେ ଭାରତର ମହାନ ବ୍ୟାଟ୍ସମ୍ୟାନ୍ ସଚିନ ତେନ୍ଦୁଲକର ସହାୟତାର ହାତ ବଢାଇଛନ୍ତି। ଅକ୍ସିଜେନ୍ ଯୋଗାଣ ପାଇଁ ସଚିନ ୧ କୋଟି ଟଙ୍କା ଦାନ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ…

ଓଡ଼ିଶାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ଓଡ଼ିଶାରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ଆଉ ୧୪ ଜଣଙ୍କର ଜୀବନ ନେଇଛି । ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରୁ ତିନି ଜଣ ଲେଖାଏ ଆକ୍ରାନ୍ତ ଚିତିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଦ୍ଧା ଓ ରାୟଗଡ଼ା…

ଟିକା ଅଭାବ: ଆଜି ରାଜ୍ୟର ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଟିକାର ଅଭାବ ଜାରି ରହିଛି । ପ୍ରତିଦିନ କେଉଁଠି ନା କେଉଁଠି ବନ୍ଦ ହେଉଛି ଟିକାକରଣ । ଟିକା ଅଭାବରୁ ଆଜି ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ବୌଦ୍ଧ, ଝାରସୁଗୁଡା, କୋରାପୁଟ, ସମ୍ବଲପୁର, ସୋନପୁରରେ ବନ୍ଦ ରହିଛି ଟିକାକରଣ । କୋଭିସିଲ୍ଡ ଟିକା ନଥିବାରୁ…

ଆଜି ରାଜ୍ୟରୁ ୮୬୮୧ କରୋନା ପଜିଟିଭ୍, କେବଳ ୫ଟି ଜିଲ୍ଲାରୁ ୪୨% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କେବେ କମୁଛି ତ କେବେ ବଢୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮ହଜାର ୬୮୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪ହଜାର ୯୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩ହଜାର ୭୩୩ । କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛି ଖୋର୍ଦ୍ଧା ।…

କରୋନା ଟେଷ୍ଟ ଶୃଙ୍ଖଳିତ କରିବା ଲାଗି ଜିଲ୍ଲା ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: କରୋନା ଟେଷ୍ଟିଂ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବାକୁ ଓଡିଶା ସରକାର ଗୁରୁବାର ଦିନ ଜିଲ୍ଲାପାଳଙ୍କ ସମେତ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ (ସିଡିଏମଓ)ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ (ସ୍ୱାସ୍ଥ୍ୟ) ପ୍ରଦୀପ୍ତ ମହାପାତ୍ର ଏକ ଚିଠିରେ ନିର୍ଦ୍ଦେଶ…

ଅଭିନେତା ରଣଧୀର କପୁର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ରଣଧୀର କପୁର ଗୁରୁବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। “ଏହି ଭେଟେରାନ ଅଭିନେତା ଜଣକଙ୍କୁ ଗତକାଲି ରାତିରେ କୋଭିଡ ଚିକିତ୍ସା ପାଇଁ ମୁମ୍ବାଇର କୋକିଲାବେନ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର"…