Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡ଼ିଶାରେ ପ୍ଲାଟୋ ଷ୍ଟେଜରେ ଅଛି ସଂକ୍ରମଣ, ଖାଲି ଅଛି ୭୦% ବେଡ୍

ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ ସଂକ୍ରରଣ ୬ ହଜାର ଉପରେ ରହୁଛି । କରୋନା ଓଡ଼ିଶାରେ ପ୍ଲଟୋ ସ୍ଥିତିରେ ରହିଛି । ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଏହି ସୂଚନା ଦେଇଛନ୍ତି । ଅର୍ଥାତ ଗତ ୫ ଦିନ ହେବ ରାଜ୍ୟରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଗୋଟିଏ ସ୍ତରରେ ରହୁଛି । ସଂକ୍ରମଣ ସଂଖ୍ୟା…

ଭାରତରେ କୋଭିଡ୍ ସ୍ଥିତିକୁ ନେଇ ଗଭୀର ମର୍ମାହତ ମାଇକ୍ରୋସଫ୍ଟ ସିଇଓ, ବଢ଼ାଇଲେ ସହାୟତାର ହାତ

ନୂଆଦିଲ୍ଲୀ: ଭାରତରେ କରୋନାର ସେକେଣ୍ଡ ଓ୍ୱେଭ୍ ସାଂଘାତିକ ସ୍ଥିତି ସୃଷ୍ଟି କରିଛି । ସଂକ୍ରମିତଙ୍କ ସଂଖ୍ୟା ସାଢ଼େ ୩ ଲକ୍ଷ ଟପିଥିବା ବେଳେ ଅକ୍ସିଜେନ୍ ସଂକଟକୁ ନେଇ ହାହାକାର ପରିସ୍ଥିତି । ଭାରତର ଏଭଳି ସ୍ଥିତି ମାଇକ୍ରୋସଫ୍ଟ ସିଇଓ ତଥା ଭାରତରେ ଜନ୍ମିତ ସତ୍ୟ ନାଦେଲାଙ୍କୁ ମର୍ମାହତ କରିଛି…

କରୋନା ରେଡ୍ ଜୋନରେ ଅଧା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବିସ୍ତାର କରୁଛି । ଏବେ ଦୈନିକ ସଂକ୍ରମଣ ୬ ହଜାର ଉପରେ ରହୁଛି । ବିଶେଷ କରି ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସ୍ଥିତି ଗମ୍ଭୀର । କରୋନା ରେଡ୍ ଜୋନରେ ଏବେ ଅଧା ଓଡ଼ିଶା । ସଂକ୍ରମଣ ବଢୁଥିବା ବେଳେ ଗୋଟିଏ ପରେ ଗୋଟିଏ ଜିଲ୍ଲା ରେଡ୍ ଜୋନକୁ ଯାଉଛି ।…

ବେକାବୁ କରୋନା: ଦେଶରୁ ଦିନକରେ ୨୮୧୨ ମୃତ, ୩ଲକ୍ଷ ୫୨ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବେକାବୁ କରୋନା । ମାଡ଼ି ମାଡ଼ି ଚାଲିଛି । ପ୍ରତିଦିନ ମହାରୂପ ଦେଖାଉଛି ମହାମାରୀ । ସଂକ୍ରମିତଙ୍କ ସଂଖ୍ୟା ନୂଆ ରେକର୍ଡ କରୁଛି । ଦିନକରେ ସାଢ଼େ ୩ ଲକ୍ଷ ପାର କରିଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୫୨ହଜାର ୯୯୧ ନୂଆ ଆକ୍ରାନ୍ତ ।…

ରଥଯାତ୍ରା ପ୍ରସ୍ତୁତି: ଶ୍ରୀକ୍ଷେତ୍ରରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୭ଖଣ୍ଡ ଅସନ ଓ ଧଉରା କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବବର୍ଷର ୬୯ ଖଣ୍ଡ…

କେଦାରନାଥ ଗବେଷଣା ପ୍ରତିଷ୍ଠାନ ପକ୍ଷରୁ ‘ଓଡ଼ିଆ ଭାଗବତରେ ସୁଭାଷିତ’ ଶୀର୍ଷକ ୱେବିନାର ଆୟୋଜିତ

ଭୁବନେଶ୍ୱର : କେଦାରନାଥ ଗବେଷଣା ପ୍ରତିଷ୍ଠାନ ଆନୁକୂଲ୍ୟରେ କେଦାର ସ୍ମାରକୀ ବକ୍ତୃତାମାଳା କାର୍ଯ୍ୟକ୍ରମରେ 'ଓଡ଼ିଆ ଭାଗବତରେ ସୁଭାଷିତ' ଶୀର୍ଷକରେ, ୱେବିନାର ମାଧ୍ୟମରେ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି। ପୂର୍ବତନ ଆଇଏଏସ ଅଧିକାରୀ ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

ଆଜିଠୁ ବ୍ୟାଙ୍କରେ ସକାଳ ୧୦ରୁ ୨ଟା ଗ୍ରାହକ ସେବା, କରୋନା ଯୋଗୁ କଟକଣା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ବ୍ୟାଙ୍କରେ ଗ୍ରାହକ ସେବା ସମୟରେ ପରିବର୍ତ୍ତନ ହୋଇଛି । ଆଜିଠାରୁ ବ୍ୟାଙ୍କଗୁଡିକ ସକାଳ ୧୦ଟାରୁ ଅପରାହ୍ଣ ୨ଟା ଯାଏ ଗ୍ରାହକ ସେବା ଯୋଗାଇବେ । ବିଭିନ୍ନ ବ୍ୟାଙ୍କର କର୍ମଚାରୀ ଓ ଅଧିକାରୀ ସଂକ୍ରମିତ ବି ହେଲେଣି । ଏଭଳି ସ୍ଥିତିରେ…

ଆଜି ରାଜ୍ୟରୁ ୬୫୯୯ କରୋନା ପଜିଟିଭ୍, ଗଞ୍ଜାମରେ ଦିନକରେ ସଂକ୍ରମଣ ବଢ଼ିଲା ୭୦%

ଭୁବନେଶ୍ୱର: ଗତକାଲି କମିଥିଲା । ଆଜି ରାଜ୍ୟରେ ପୁଣି ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬ହଜାର ୫୯୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୩୮୨୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୭୭୨ଟି ରହିଛି । ଖୋର୍ଦ୍ଧା ଜିଲ୍ଲାରୁ…

ଟିକା ଅର୍ଡର କଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଗଣା ଟିକାକରଣ ନେଇ ଘୋଷଣା କରିବା ପରେ ଦୁଇ କମ୍ପାନୀଙ୍କୁ ଟିକା ଅର୍ଡର କରିଛନ୍ତି ରାଜ୍ୟ ସରକାର । ୩ କୋଟି ୭୭ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପାଇଁ ଅର୍ଡର…

କୋଭିଡ ନିୟମ ମାନିବାକୁ ହାତଯୋଡ଼ି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କରୋନା ମହାମାରୀ ସମୟରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ଭଳି ମହାମାରୀ ସମୟରେ ସାରା ଭାରତ ଏକ କଠିନ ପରିସ୍ଥିତି ମଧ୍ୟରେ ଗତି କରୁଛି । ଏହାକୁ ଏକ ଯୁଦ୍ଧକାଳୀନ ପରିସ୍ଥିତି ବୋଲି କହିଲେ ଭୁଲ ହେବନାହିଁ । କୋଭିଡ ସଂକ୍ରମଣରେ ଭାରତ ଆଜି…