Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦ୍ୱିତୀୟ ଥର କରୋନା ସଂକ୍ରମିତ ହେଲେ ବାବୁଲ ସୁପ୍ରିୟୋ, ପତ୍ନୀ ବି ପଜିଟିଭ୍

ନୂଆଦିଲ୍ଲୀ: ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିମୋ ପୁଣି କରୋନା ସଂକ୍ରମିତ ହୋଇଛନ୍ତି । ସେ ଦ୍ୱିତୀୟ ଥର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ପତ୍ନୀ ବି କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ନିଜେ ସୂଚନା ଦେଇଛନ୍ତି ବାବୁଲ ସୁପ୍ରିୟୋ । ସେ ଲେଖିଛନ୍ତି…

କାୟା ମେଲାଉଛି କରୋନା; ୩ ଦିନରେ ICUରେ ଭର୍ତ୍ତି ହେଲେ ୩୩୬ ରୋଗୀ

ଭୁବନେଶ୍ୱର: କ୍ରମାଗତ ଚାରି ଦିନ ହେବ ଓଡିଶାରେ ୬୦୦୦ରୁ ଅଧିକ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସରକାରୀ ତଥା ବେସରକାରୀ କୋଭିଡ ହସ୍ପିଟାଲର ଆଇସିୟୁରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, ଏପ୍ରିଲ୍…

ରେକର୍ଡ କରୁଛି କରୋନା: ଦେଶରୁ ଦିନକରେ ସାଢ଼େ ୩ଲକ୍ଷ ପଜିଟିଭ୍, ୨୭୬୭ ମୃତ

ନୂଆଦିଲ୍ଲୀ: କ୍ରମାଗତ ଚତୁର୍ଥ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଉପରେ ରହିଛି । ଆଜି ଦୈନିକ ସଂକ୍ରମଣ ପାଖାପାଖି ସାଢ଼େ ୩ ଲକ୍ଷ ଛୁଇଁଛି । ୩ ହଜାର ମୁହାଁ ହେଲାଣି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୪୯ ହଜାର ୬୯୧ ନୂଆ ଆକ୍ରାନ୍ତ ।…

ଆଜି ରାଜ୍ୟରୁ ୬ ହଜାର ୧୧୬ ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୮୭୫ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬ ହଜାର ୧୧୬ ଆକ୍ରାନ୍ତ । ଏମାନଙ୍କ ଭିତରେ ୩ ହଜାର ୫୪୬ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୨ ହଜାର ୫୭୦ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । https://twitter.com/IPR_Odisha/status/1386159537418211330?s=19…

ରାଜ୍ୟରୁ କରୋନା ନେଲା ଆଉ ୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ…

ଦର ଘୋଷଣା କଲା କୋଭାକ୍ସିନ୍, ରାଜ୍ୟ ସରକାରଙ୍କୁ ଡୋଜ୍ ପିଛା ୬ ଶହ ଓ ଘରୋଇ ହସ୍ପିଟାଲକୁ ୧୨ ଶହ ଟଙ୍କା

ନୂଆଦିଲ୍ଲୀ: ମେ’ ୧ରୁ ଦେଶରେ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ କରୋନା ଟିକାକରଣ ଆରମ୍ଭ ହେବ । ଦେଶରେ ଏବେ କୋଭାକ୍ସିନ୍ ଓ କୋଭିସିଲ୍ଡ ୨ଟି ଟିକା ଦିଆଯାଉଛି । ପୂର୍ବରୁ କୋଭିସିଲ୍ଡ ଟିକା ଦାମ ସେରମ ଇନଷ୍ଟିଚ୍ୟୁଟ୍ ଘୋଷଣା କରିଥିଲା । ଆଜି ଭାରତ ବାୟୋଟେକ୍ ପକ୍ଷରୁ ଦେଶୀ ଟିକା କୋଭାକ୍ସିନର…

ମୁଖ୍ୟମନ୍ତ୍ରୀ କେ.ସି ଆରଙ୍କ ଘୋଷଣା, ତେଲେଙ୍ଗାନାରେ ସମସ୍ତଙ୍କୁ ମାଗଣାରେ ମିଳିବ ଟିକା

ତେଲେଙ୍ଗାନା : ମହାମାରୀ କରୋନା ବିରୋଧରେ ଲଢ଼େଇ କରୁଛି ସାରା ଦେଶ । ଏହାରି ଭିତରେ ତେଲେଙ୍ଗାନାରେ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ । ଏହାସହ ତେଲେଙ୍ଗାନାରେ କାର୍ଯ୍ୟରତ ଥିବା ଅନ୍ୟ ରାଜ୍ୟର ଲୋକଙ୍କୁ ମଧ୍ୟ ମାଗଣାରେ ଟିକା…

ରାଣୀ ପଦ୍ମାବତୀଙ୍କ ଜୋହର କୁଣ୍ଡ !

ଚିତ୍ତୋରଗଡର ରାଣୀ ପଦ୍ମାବତୀଙ୍କ ଜୋହର କୁଣ୍ଡ । ଯେଉଁଠି ରହିଛି ଅନେକ ଲୋମଟାଙ୍କୁରା ରହସ୍ୟ । ହେଲେ କଣ୍ ସେ ରହସ୍ୟ ତାହା ଆଜି ଯାଏ କେହି ବି ଜାଣିପାରିନାହିଁ । ବହୁ ଲୋକ ସେ ସ୍ଥାନକୁ ଯିବାର ପ୍ରୟାସ କରିଥିଲେ ବି ସଫଳ ହୋଇନାହାନ୍ତି । ତେବେ ଜୋହର କୁଣ୍ଡ ନେଇ ଦେଖିବା ଏହି ରିପୋର୍ଟ ।

ପଶ୍ଚିମବଙ୍ଗ ଫେରନ୍ତାଙ୍କ କ୍ୱାରେଣ୍ଟାଇନ୍ ନିୟମରେ ସାମାନ୍ୟ କୋହଳ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ଚିହ୍ନଟ କରୋନାର ତ୍ରିପଲ୍ ମ୍ୟୁଟାଣ୍ଟ ରାଜ୍ୟର ଚିନ୍ତା ବଢ଼ାଇଛି । ଡବଲ୍ ମ୍ୟୁଟାଣ୍ଟ ଠାରୁ ତ୍ରିପଲ୍ ମ୍ୟୁଟାଣ୍ଟ ବେଶ୍ ବିପଜ୍ଜନକ ବୋଲି କୁହାଯାଇଛି । ଏହାକୁ ନେଇ ଗତ ୨୨ ତାରିଖରେ ପଶ୍ଚିମବଙ୍ଗରୁ ଫେରୁଥିବା ସମସ୍ତଙ୍କୁ ୧୪ ଦିନ ଲାଗି କ୍ୱାରେଣ୍ଟାଇନରେ ରଖିବାକୁ…

ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ୩୪୬୪ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ଲମ୍ବ ଡିଆଁ ମାରିଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩୪୬୪ ଜଣ ସଂକ୍ରମିତ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା…