Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର ତରଫରୁ ଅନଲାଇନ କବିତା ଆସର

ଭୁବନେଶ୍ୱର : ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି ପାଳନ ଅବସରରେ ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର( ଆର୍ . ପି. ଓ.ପି ) ଆନୁକୂଲ୍ୟରେ ଏକ ଅନଲାଇନ କବିତା ଆସର ଆୟୋଜିତ ହୋଇଯାଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ଏହି ସାରସ୍ୱତ ସଭାକୁ ଓଡ଼ିଶା ବିଧାନସଭାର ବାଚସ୍ପତି ଡ.…

ଭୁବନେଶ୍ୱରର କେଉଁ ସ୍ଥାନରେ ନେଇପାରିବେ ଭ୍ୟାକ୍ସିନ୍, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ପକ୍ଷରୁ ଭୁବନେଶ୍ୱରର ସରକାରୀ ଓ ବେସରକାରୀ କୋଭିଡ ଟୀକାକରଣ କେନ୍ଦ୍ରର ଏକ ତାଲିକା ଜାରି କରାଯାଇଛି। ଏହି ଟିକା କେନ୍ଦ୍ର ଗୁଡିକ ସକାଳ ୮ଟାରୁ ୧୨ଟା ଏବଂ ୩ଟାରୁ ୬ଟା ଯାଏଁ ଖୋଲା ରହିବ। ତେବେ ୪୫ ବର୍ଷରୁ ଅଧିକ…

ବିଏମସି ତରଫରୁ ଆରମ୍ଭ ହେଲା ସମ୍ପର୍କ ଅଭିଯାନ କୋଭିଡ୍ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: କରୋନାର ଦ୍ଵିତୀୟ ଲହରକୁ ପ୍ରତିହତ କରିବା ନିମନ୍ତେ ଭୁବନେଶ୍ୱର ମହାନଗର ନିଗମ ପୁଣି ଥରେ ନିଜର କୋଭିଡ୍ ସଚେତକଙ୍କୁ ସକ୍ରିୟ କରିବା ନିମନ୍ତେ ସମ୍ପର୍କ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଛି । ଏହି ପରିପ୍ରେକ୍ଷୀରେ ଆଜି ବିଏମସି ଦକ୍ଷିଣ ପୂର୍ବ ମଣ୍ଡଳ ଅନ୍ତର୍ଗତ ୱାର୍ଡ…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ କରୋନା

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୁଖ୍ୟ ସଚିବ ସୋମେଶ କୁମାର ଏନେଇ ସୂଚନା ଦେଇଛନ୍ତି। କେସିଆର କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ତାଙ୍କର ସାମାନ୍ୟ ଲକ୍ଷଣ ରହିଛି। ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ବାସ୍ଥ୍ୟବସ୍ଥା…

ରାଉରକେଲା ଅବକାରୀ ବିଭାଗ ଅଫିସର ୧୧ଜଣ କର୍ମଚାରୀ ପଜିଟିଭ୍

ରାଉରକେଲା : ସୁନ୍ଦରଗଡ଼ରେ ବ୍ୟାପୁଛି ମହାମାରୀ କରୋନା । ଆଜି ସୁନ୍ଦରଗଡ଼ରୁ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ଆଜି ରାଉରକେଲା ଅବକାରୀ ବିଭାଗ ଅଫିସର ୧୧ଜଣ କର୍ମଚାରୀ ଓ ଅଫିସର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ…

ବିବାହ ଓ ଅନ୍ତ୍ୟେଷ୍ଟି କ୍ରିୟା ଲାଗି ରାଜ୍ୟ ସରକାରଙ୍କ ନୂଆ ନିର୍ଦ୍ଦେଶନାମା

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦେଖି ସରକାର ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହନ୍ତ ସଟଡାଉନ୍ ଲାଗୁ ନେଇ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ୨୪ ତାରିଖରୁ ଶନିବାର ଓ ରବିବାର ସମସ୍ତ ସହରାଞ୍ଚଳରେ ସାପ୍ତାହିକ ସଟଡାଉନ୍ ଲାଗୁ ହେବ । ଏଥିସହ ଏସଆରସି ପୂର୍ବରୁ ବିବାହ ଓ…

ରାଜ୍ୟରୁ ସୁସ୍ଥ ହେଲେ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଦିନକରେ ସୁସ୍ଥ ହୋଇଛନ୍ତି ୧୫୦୩ ଆକ୍ରାନ୍ତ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସୁନ୍ଦରଗଡରୁ ସର୍ବାଧିକ ୩୫୨ ଜଣ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ, ଚିହ୍ନଟ ହୋଇଥିବା ୧୫୦୩…

ରାଜ୍ୟର ସବୁ ସହରାଞ୍ଚଳରେ ୨୪ରୁ ସପ୍ତାହନ୍ତ ସଟଡାଉନ୍ ଘୋଷଣା

ଭୁବନେଶ୍ୱର: ଦେଶ ଓ ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିଥିବା ବେଳେ ରାଜ୍ୟ ସରକାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି । ରାଜ୍ୟରେ ୯ ହଜାରରୁ ଅଧିକ କୋଭିଡ୍ ବେଡ୍ ରହିଛି । ବିଭିନ୍ନ ରାଜ୍ୟରେ କୋଭିଡର ଦ୍ୱିତୀୟ ପ୍ରବାହରେ ପାଖାପାଖି ୩୦ରୁ ୪୦ ପ୍ରତିଶତ ଶିଶୁ ସଂକ୍ରମିତ ହେଉଛନ୍ତି ।…

ଭୁବନେଶ୍ୱରରେ ସବୁ ରେକର୍ଡ ଭାଙ୍ଗିଲା କରୋନା, ୩୮୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଆଜି ୪ ହଜାର ୪୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଟି ମାମଲା ଆସିଥିଲା । ସେଥିରୁ ବିଏମସି ବା ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୪୬୮ ଜଣ ସଂକ୍ରମିତ ଥିବା ବିଏମସି…

ଅମ୍ଳଜାନ ସଙ୍କଟ ଦୂର କରିବ ଇଫ୍‌କୋ, ଓଡ଼ିଶା ସମେତ ଅନ୍ୟ ୩ଟି ସ୍ଥାନରେ ପ୍ରତିଷ୍ଠା କରିବ ଅମ୍ଳଜାନ ପ୍ଲାଣ୍ଟ

ନୂଆଦିଲ୍ଲୀ: କରୋନା ମୁକାବିଲା କରିବାକୁ ସମଗ୍ର ଦେଶରେ ଅମ୍ଳଜାନର ଅଭାବ ଦେଖା ଦେଲାଣି । ଅମ୍ଳଜାନ ଅଭାବରୁ ରୋଗୀ ମୃତ୍ୟୁ ମୁଖରେ ପଡ଼ୁଛନ୍ତି । ଯାହା ଚିନ୍ତାର କାରଣ ହୋଇଛି । ଏହି ସମସ୍ୟାର ସମାଧାନ ପାଇଁ ‘ଇଣ୍ଡିଆନ ଫାମର୍ସ ଫର୍ଟିଲାଇଜର କୋପରେଟିଭ୍‌ ଲିମିଟେଡ୍‌’ (ଇଫ୍‌କୋ) ଆଗେଇ ଆସିଛି ।…