Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ନିଦ ହଜାଇଲାଣି କରୋନା, ଆଇଏଏସ୍‌ଙ୍କୁ ଜିଲ୍ଲା ଦାୟିତ୍ବ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ୍ । ସଂକ୍ରମଣ ବଢୁଥିବାରୁ ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି ସରକାର । ରାଜ୍ୟରେ କରୋନାର ସ୍ଥିତିକୁ ଦେଖି ୧୪ ଜିଲ୍ଲା ପାଇଁ ୨୧ ଜଣ ୨୧ ଜଣ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ମହାମାରୀକୁ ନଜରରେ ରଖି ବିଭିନ୍ନ ଜିଲ୍ଲା ଓ…

ରାଜ୍ୟରୁ ସୁସ୍ଥ ହେଲେ ୮୩୭ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଚିନ୍ତା ବଢ଼ାଇଛି ମହାମାରୀ କରୋନା । ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ, ଏହାରି ଭିତରେ ଆଜି ସୁସ୍ଥ ହୋଇଛନ୍ତି ୮୩୭ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଆଜି ନୂଆପଡ଼ାରୁ ସର୍ବାଧିକ ୧୯୪ ଜଣ ସୁସ୍ଥ…

ଆସନ୍ତା ୧୯ରୁ ବନ୍ଦ ରହିବ ସମସ୍ତ ସ୍କୁଲ ଓ ହଷ୍ଟେଲ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ସରକାରଙ୍କ ଚିନ୍ତା ବି ବଢ଼ିଲାଣି । ବ୍ୟାପୁଥିବା କରୋନା ସଂକ୍ରମଣକୁ ନଜରରେ ରଖି ରାଜ୍ୟରେ ଦଶମ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ସରକାର । ଭୂତାଣୁର ଭୟାବହତାକୁ…

ଦେଢ଼ ଦିନ ଯିବ ଗଚ୍ଛିତ ଭ୍ୟାକ୍ସିନ୍, ବୁଧବାର ୧୦ ଜିଲ୍ଲାରେ ବନ୍ଦ ଥିଲା ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ଟିକାକରଣ ଓ ଭ୍ୟାକ୍ସିନ୍ ଷ୍ଟକ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ଗତକାଲି ବୁଧବାର ରାଜ୍ୟର ୫୫୬ଟି ଟିକାକରଣ କେନ୍ଦ୍ରରେ ୭୧ ହଜାର ୪୭୧ ଜଣଙ୍କୁ ଟିକା ଦିଆଯାଇଛି । ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୫୬ ହଜାର ୪୫୦ ଡୋଜ୍ ଟିକା…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ କଳାହାଣ୍ଡି ଓ କେନ୍ଦୁଝରରୁ…

୨ ଲକ୍ଷ ଡେଇଁଲା ଦେଶରେ ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି କରୋନା ସ୍ଥିତି। ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। କେବଳ ଏତିକି ନୁହେଁ ୧୦୦୦ ଉପରେ ଲୋକଙ୍କର ପ୍ରାଣ ମଧ୍ୟ ଯାଉଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୨,୦୦,୭୩୯…

ମଧ୍ୟପ୍ରଦେଶରୁ ମହାରାଷ୍ଟ୍ର ସବୁଠି ମେଡିକାଲରେ ଅମ୍ଲଜାନ ଅଭାବ

ନୂଆଦିଲ୍ଲୀ: କରୋନା ସହ ଦେଶ ଲଢ଼ୁଛି । ସ୍ଥିତି ଏମିତି ହୋଇଛି ଯେ ସବୁଠି ସ୍ୱାସ୍ଥ୍ୟସେବାକୁ ନେଇ ହାହାକାର ପଡ଼ିଲାଣି । ଗୋଟିଏ ପଟେ ସଂକ୍ରମଣ ଭୟ, ଅନ୍ୟପଟେ ବିଗିଡ଼ି ପଡ଼ିଥିବା ସ୍ୱାସ୍ଥ୍ୟସେବା ଡର ଭିତରେ ଜୀବନ ବିତୁଛି । କାରଣ ଅଧିକାଂଶ ସ୍ଥାନରେ ହସ୍ପିଟାଲରେ ବେଡ୍ ଖୋଲି ନାହିଁ ତ ଆଉ…

ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୯୮୯ ଜଣ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ୩ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୩୩ଟି ମାମଲା ଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୨୫୬ । ସୁନ୍ଦରଗଡ଼ରୁ ସର୍ବାଧିକ ୬୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮ ଜଣ…

ଅଗ୍ନିଶମ ସହିଦ ଦିବସ ପାଳିତ, ସହିଦ ସ୍ତମ୍ଭରେ ପୁଷ୍ପମାଲ୍ୟ ଅର୍ପଣ, ଶ୍ରେଷ୍ଠ ବିବେଚିତ ଅଧିକାରୀଙ୍କୁ ମାନପତ୍ର ପ୍ରଦାନ 

ଭୁବନେଶ୍ବର: ଅଗ୍ନିଶମ ସହିଦ ଦିବସ ପାଳିତ ହୋଇଯାଇଛି । ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ପକ୍ଷରୁ ଓଡ଼ିଶା ଅଗ୍ନିଶମ ଏବଂ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ଠାରେ ଅଗ୍ନିଶମ ସହିଦ ଦିବସ ପାଳନ କରାଯାଇଛି ।  ଏଥିରେ ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ସେବା ସଂସ୍ଥାର ମହାନିର୍ଦ୍ଦେଶକ ଏମ୍ ଅକ୍ଷୟ ଯୋଗ…

ବଣ୍ଡା ଜନଜାତିଙ୍କ ବିକାଶ କେତେ ଦୂର?

ମାଲକାନଗିରି ଜିଲ୍ଲାର ଆଦିମ ଜନଜାତି ବଣ୍ଡାଙ୍କ ବିକାଶ ଲାଗି ସରକାର ଅନେକ ଯୋଜନା କରୁଛନ୍ତି । ହେଲେ ଏବେ ବି ଭଲ ରାସ୍ତାଖଣ୍ଡିଏ ନଥିବା ବେଳେ ପକ୍କାଘରଟିଏ ବି ମିଳିପାରିନି । ତା ସହିତ ଶିକ୍ଷା ସ୍ୱାସ୍ଥ୍ୟ ବି ବିପର୍ଯ୍ୟସ୍ତ ହୋଇପଡିଛି କହିଲେ ଚଳେ । କିଭଳି ରହିଛି ଏହି ଜନଜାତିଙ୍କ ସ୍ଥିତି…