Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବାୟୁରେ ବ୍ୟାପୁଛି କରୋନା, ଲାନସେଟ୍ ରିପୋର୍ଟର ବଡ଼ ଦାବି

ନୂଆଦିଲ୍ଲୀ: ଭାରତ ସମେତ ଅଧିକାଂଶ ଦେଶରେ କରୋନାର ପ୍ରକୋପ ପୁଣି ଥରେ ଦେଖିବାକୁ ମିଳିଛି । ସଂକ୍ରମଣ ବ୍ୟାପିବା ସହ ଦ୍ରୁତଗତିରେ ରୂପ ବଦଳାଉଛି କରୋନା ଭୂତାଣୁ । ଭାରତରେ ସ୍ଥିତି ବେଶ୍ ଚିନ୍ତାଜନକ ହୋଇପଡ଼ିଛି । ଏହାରି ଭିତରେ ପ୍ରତିଷ୍ଠିତ ଜର୍ଣ୍ଣାଲ ଦ ଲାନସେଟ୍ ଏକ ରିପୋର୍ଟରେ ଦାବି କରିଛି…

ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି: ଖୋଲା ବଜାରରେ ଟିକା ଉପଲବ୍ଧ କରାଇବାକୁ ପ୍ରସ୍ତାବ

ଭୁବନେଶ୍ୱର: ଖୋଲା ବଜାରରେ ଟିକା ଉପଲବ୍ଧ କରାଯାଉ । ଏହାଦ୍ୱାରା ଯେଉଁମାନେ ଟିକା କିଣିବାକୁ ସକ୍ଷମ ସେମାନେ କିଣି ପାରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଏଭଳି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି…

ରାଜ୍ୟରେ ଆଉ ୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୨ରେ ପହଂଚିଛି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ମାନଙ୍କ ମଧ୍ୟରେ ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି ଓ…

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୩ ହଜାରରୁ ଅଧିକ ସଂକ୍ରମିତ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହରରେ ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ରୋକିବାକୁ ସାରା ରାଜ୍ୟରେ ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରୁଛନ୍ତି ସରକାର । ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୮୨୩ଟି ସଂକ୍ରମଣ ମାମଲା…

ଛତିଶଗଡ଼କୁ ଟ୍ରେନ୍ ଚଳାଚଳ ବନ୍ଦ କରିବାକୁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

ଭୁବନେଶ୍ବର : କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ କଡ଼ା ପଦକ୍ଷେପ । ପଡ଼ୋଶୀ ଛତିଶଗଡ଼ରେ ମହାମାରୀ ବଢ଼ି ଚାଲିଥିବାରୁ ଏହି ରାଜ୍ୟକୁ ରେଳ ଚଳାଚଳ ବନ୍ଦ କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ । ଛତିଶଗଡରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଦ୍ରୁତ ଗତିରେ ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ, ଆଜି ସାରା ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୯୫୨ ଜଣ ଆକ୍ରାନ୍ତ । ନୂଆପଡ଼ାରୁ ସର୍ବାଧିକ ୧୭୬ ଜଣ ସୁସ୍ଥ ହୋଇଥିବା ବେଳେ, ସୁନ୍ଦରଗଡ଼ରୁ ୧୪୭, ଖୋର୍ଦ୍ଧାରୁ ୧୨୦ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଟ୍ବିଟ୍ କରି…

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧ ପଜିଟିଭ୍

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କାୟା ମେଲାଉଛି କରୋନା । ଲଗାତର ଭାବେ ରାଜ୍ୟରେ ସଂକ୍ରମଣ ଉପର ମୁହାଁ ଥିବା ବେଳେ ଏବେ ଭୁବନେଶ୍ବରରୁ ଦିନକୁ ଦିନ ବ୍ୟାପୁଛି ମହାମାରୀ । ଆଜି ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୧୧ ଜଣ ପଜିଟିଭ୍ । କ୍ବାରେଣ୍ଟାଇନରୁ ୬୬ ଜଣ ଥିବା ବେଳେ, ସ୍ଥାନୀୟ…

କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ । ଏନେଇ ନିଜେ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି,  ମୋର ଆଜି କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସମ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି…

ଆସନ୍ତା ୧୭ରୁ ୨୨ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଏନଏସି ସଟଡାଉନ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଏନଏସି ସଟଡାଉନ ଘୋଷଣା । ଆସନ୍ତା ୧୭ ରୁ ୨୨ ତାରିଖ ପର୍ଯ୍ୟନ୍ତ ସଟଡାଉନ ଘୋଷଣା କରାଯାଇଛି । ୧୭ ତାରିଖ ସକାଳ ୬ରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ସଟଡାଉନ ଲାଗୁ ରହିବ । ଏହି ସମୟରେ ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ, ହୋଟେଲ, ରେଷ୍ଟୁରାଣ୍ଟ,…

ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ: ୧୯ରୁ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ, ହଷ୍ଟେଲ ଛାଡିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡିଚାଲିଛି । ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ କଟକଣା ଜାରି କରାଯାଉଛି ।  ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଅଫଲାଇନ୍ କ୍ଲାସ ଓ ପରୀକ୍ଷା ସ୍ଥଗିତ ରଖିବାକୁ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…