Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ବଢୁଛି କରୋନା ମାମଲା, ଦିନକରେ ୫୬ ହଜାର ପଜିଟିଭ

ନୂଆଦିଲ୍ଲୀ: ଦେଶରେ ପୁଣି ଉପର ମୁହାଁ ହେଉଛି କରୋନା ସଂକ୍ରମଣ । ବିଗତ ଦିନରେ ଦେଶରେ କରୋନା ସଂକ୍ରମଣ ହ୍ରାସ୍ ପାଇଥିବା ବେଳେ ଏବେ ପୁଣି ବଢ଼ିବାରେ ଲାଗିଛି । ଯାହା ଏକପ୍ରକାର ସରକାରଙ୍କ ଚିନ୍ତା ବଢ଼ାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୬…

ଗୁରୁ ଗୋପାଳ ପ୍ରସାଦ ଦୁବେ ପାଇଲେ ‘ଗୁରୁଶ୍ରୀ’ ସମ୍ମାନ

ଭୁବନେଶ୍ୱର : ବିଶିଷ୍ଟ ନୃତ୍ୟ ଅନୁଷ୍ଠାନ ପ୍ରଜ୍ଞାନୃତ୍ୟାୟନ ପକ୍ଷରୁ ୧୦ମ 'ଗୁରୁଶ୍ରୀ' ସମ୍ମାନ ନୃତ୍ୟ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଆରମ୍ଭ ହୋଇଯାଇଛି। ଏହି ଅବସରରେ ପଦ୍ମଶ୍ରୀ ଗୁରୁ ଗୋପାଳ ପ୍ରସାଦ ଦୁବେଙ୍କୁ ୧୦ମ 'ଗୁରୁଶ୍ରୀ ସମ୍ମାନ' ପ୍ରଦାନ କରାଯାଇଛି। ଏହାସହ ଗୁରୁ ଡ.…

ଭୁବନେଶ୍ବରରେ ୩୨ କରୋନା ପଜିଟିଭ୍

ଭୁବନେଶ୍ବର : ଆଜି ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୦୮ କରୋନା ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଆକ୍ରାନ୍ତ ହୋଇଛନ୍ତି । କିନ୍ତୁ ଏହି ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୨ କରୋନା ପଜିଟିଭ୍ । ଏଲେନ୍ ଇନଷ୍ଟିଚ୍ୟୁଟରୁ ୭ ଜଣ ଆକ୍ରାନ୍ତ ଥିବା…

ଭବାନୀପାଟଣାର ପ୍ରଗତି କଲେଜରେ ୩୨ କରୋନା ପଜିଟିଭ୍

ଭବାନୀପାଟଣା : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ପଜିଟିଭ୍ ସଂଖ୍ୟା ବଢୁଥିବାରୁ ଚିନ୍ତା ବି ବଢ଼ିଲାଣି । ତେବେ ବିଭିନ୍ନ ଶିକ୍ଷାନୁଷ୍ଠାନରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତା ବଢ଼ାଇ ଦେଇଛି । ପୂର୍ବରୁ ରାଜ୍ୟର ବିଭିନ୍ନ କଲେଜରୁ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଆଜି…

ରାଜ୍ୟରୁ ଆଉ ୧୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଲଗାତର ପାଞ୍ଚ ଦିନ ଧରି ଦୁଇ ଶହ ଉପରେ ରହୁଛି ଆକ୍ରାନ୍ତ । କରୋନାର ଦ୍ବିତୀୟ ଲହରକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧୮ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । କଟକରୁ ସର୍ବାଧିକ ୨୬ ଜଣ…

ଓଡ଼ିଶାରୁ ୨୦୮ ନୂଆ କରୋନା ରୋଗୀ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିଲା ବେଳେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୈନିକ କରୋନା ସଂକ୍ରମିତଙ୍କ ମଧ୍ୟରେ ୧୨୨ କ୍ବାରେଣ୍ଟାଇନ ଓ ୮୬ ଲୋକାଲ କେସ୍ ରହିଛି।…

ଦେଶରେ କରୋନାର ଲମ୍ବା ଲମ୍ଫ: ଚିନ୍ତା ବଢାଉଛି ଡେଥ୍, ୫ଲକ୍ଷ ଟପିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ମାରୁଛି ଲମ୍ବା ଲମ୍ଫ । ପ୍ରତିଦିନ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ମୃତ୍ୟୁସଂଖ୍ୟା ତିନି ଶହ ମୁହାଁ ହେଲାଣି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୬୮ହଜାର ୨୦ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୨୯୧ ଆକ୍ରାନ୍ତଙ୍କ ଜୀବନ । ଅକ୍ଟୋବର…

ମହାରାଷ୍ଟ୍ରରେ ପୁଣି ଥରେ ହେବ ଲକଡାଉନ !

ମୁମ୍ବାଇ : ମହାରାଷ୍ଟ୍ରରେ ବଢୁଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଦିନକୁ ଦିନ ସ୍ଥିତି ସଙ୍ଗୀନ ରୂପ ନେବାରେ ଲାଗିଲାଣି । ରାଜ୍ୟରେ ସଂକ୍ରମଣକୁ ରୋକିବା ପାଇଁ ଆଉଥରେ ଲକଡାଉନ କରିବାକୁ ପ୍ରସ୍ତୁତ ହେଉଛନ୍ତି ଉଦ୍ଧବ ଠାକରେ ସରକାର । ଆଜି ରାତିରୁ ନାଇଟ୍ କର୍ଫ୍ୟୁ ଲାଗୁ…

ନବରଙ୍ଗପୁର ଜିଲ୍ଲାରୁ ହଟିଲା ନାଇଟ୍ କର୍ଫ୍ୟୁ, ଦୈନିକ କରୋନା ସଂକ୍ରମଣ ହାର କମିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି 

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାବାସୀଙ୍କୁ ଆଶ୍ବସ୍ତୀ । ହଟିଲା ନାଇଟ୍ କର୍ଫ୍ୟୁ । ରବିବାର ନବରଙ୍ଗପୁରରୁ ନାଇଟ୍ କର୍ଫ୍ୟୁ ପ୍ରତ୍ୟାହାର କରାଯାଇଛି । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ରାଜ୍ୟରେ ମାଲକାନଗିରି ପରେ ନବରଙ୍ଗପୁରରେ ନାଇଟ୍‌ କର୍ଫ୍ୟୁ ଲାଗୁ ହୋଇଥିଲା ।…

ଆସନ୍ତା ସପ୍ତାହରୁ ଗୋଟିଏ ଦିନ ବନ୍ଦ ରହିବ ଶ୍ରୀମନ୍ଦିର, ରବିବାର ମହାପ୍ରଭୂଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ,…

ପୁରୀ: ପ୍ରତ୍ୟେକ ରବିବାର ମହାପ୍ରଭୂଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଆସନ୍ତା ରବିବାରଠାରୁ ସପ୍ତାହରେ ଗୋଟିଏ ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ । ଏହି ଦିନ ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯିବ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି…