Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ମୁମ୍ବାଇରେ ଲାଗୁ ହୋଇପାରେ ଲକଡାଉନ୍

ମୁମ୍ବାଇ : ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ । ଏହାକୁ ନେଇ ସରକାର ଚିନ୍ତାରେ ଥିବା ବେଳେ, ମୁଣ୍ଡ ବିନ୍ଧାର କାରଣ ପାଲଟିଛି ମହାରାଷ୍ଟ୍ର । କାରଣ ପ୍ରତିଦିନ ମହାରାଷ୍ଟ୍ରରେ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଲକଡାଉନ ହୋଇପାରେ…

କରୋନା କଟକଣାରେ ପାଳନ ହେବ ଉତ୍କଳ ଦିବସ: ଲୋକଙ୍କ ସମାଗମ, ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ

ଭୁବନେଶ୍ବର: ଉତ୍କଳ ଦିବସ ପାଳନ ଉପରେ କଟକଣା । କରୋନା କଟକଣାରେ ପାଳନ ହେବ ଉତ୍କଳ ଦିବସ । ଏଥିପାଇଁ ଆସିଛି ଗାଇଡଲାଇନ୍ । ସ୍ପେଶାଲ ରିଲିଫ୍ କମିଶନର ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ଉତ୍କଳ ଦିବସ ପାଳନ ଉପରେ କଟକଣା ଜାରି ହୋଇଛି ।…

ଭୁବନେଶ୍ବରରେ ଆହୁରି କଡ଼ାକଡ଼ି ହେବ କଟକଣା

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢ଼ିଲାଣି କରୋନା ଆକ୍ରାନ୍ତ ସଂଖ୍ୟା । ଏନେଇ ଚିନ୍ତା ବଢ଼ିଥିବା ବେଳେ, କଟକଣା ଲଗାଇବାକୁ ଅଣ୍ଟା ଭିଡିଲେଣି ସରକାର । ଖାସ କରି ରାଜଧାନୀ ଭୁବନେଶ୍ବରରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ କଡ଼ା ପଦକ୍ଷେପ ନିଆଯିବ ବୋଲି କହିଛି ଭୁବନେଶ୍ବର ମହାନଗର ନିଗମ…

ରାଜ୍ୟରେ ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ । ଦିନକୁ ଦିନ ପଜିଟିଭ୍ ସଂଖ୍ୟା ବଢୁଥିବା ବେଳେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୩ କରୋନା ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ନୂଆପଡ଼ାରୁ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼,…

ନୂଆପଡ଼ାରେ ବଢୁଛି କରୋନା କାୟା, ଆଜି ରାଜ୍ୟରୁ ୨୩୪ ପଜିଟିଭ୍

ଭୁବନେଶ୍ୱର: ପଡ଼ୋଶୀ ଛତିଶଗଡ଼ରେ କରୋନା ସଂକ୍ରମଣ ବଢୁଛି । ଓଡ଼ିଶା ସୀମାନ୍ତ ଜିଲ୍ଲା ମାଲକାନଗିରି, ନୂଆପଡ଼ା ଓ ନବରଙ୍ଗପୁରରୁ ବଢୁଛି ଭୟ । ଗତ ୨୪ ଘଣ୍ଟାରେ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଯାହାକି ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତାର କାରଣ । ଗତ ୨୪…

ଦେଶରେ ବଢୁଛି କରୋନା ସଂକ୍ରମଣ; ୫୯ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଦିନକରେ ୫୯ ହଜାର ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୮,୪୬,୬୫୨କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର…

ଧଉଳି ଚାରୁକଳା ମହାବିଦ୍ୟାଳୟରେ ଚିତ୍ରକଳା ଶିବିର

ଭୁବନେଶ୍ୱର : ଧଉଳି ଚାରୁକଳା ମହାବିଦ୍ୟାଳୟ ଓ ଭାରତ ପର୍ଯ୍ୟଟନର ଆନୁକୂଲ୍ୟରେ ସହିଦ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ୧୧ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଚିତ୍ରକଳା ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କ ଦ୍ଵାରା ସୁଭାଷ ବୋଷଙ୍କ ଜୀବନୀ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ଆଜି ସୁସ୍ଥ ହୋଇଛନ୍ତି ଆଉ ୭୨ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗ । ସୁନ୍ଦରଗଡ଼ରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

କରୋନା କବଳରେ ରାଉରକେଲା NITର ୩ ଛାତ୍ର

ରାଉରକେଲା: ରାଉରକେଲା ସ୍ଥିତ ନ୍ୟାସନାଲ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଟେକ୍ନୋଲୋଜିର ୩ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାପାଳ ଆଜି ଏହି ସୂଚନା ଦେଇଛନ୍ତି । କ୍ୟାମ୍ପସରେ ସଂକ୍ରମଣ ଯେପରି ନ ବ୍ୟାପିବ ସେନେଇ ପଦକ୍ଷେପ ନିଆଯାଇଥିବା କହିଛନ୍ତି ଜିଲ୍ଲପାଳ ନିଖିଲ ପବନ କଲ୍ୟାଣ…

୨୭ ମାର୍ଚ୍ଚରେ ସୋମା ଏମ ବାଗଚିଙ୍କ ଏକକ ଚିତ୍ରକଳା ପ୍ରଦର୍ଶନୀ

କଟକ : ଆର୍ ଆର୍ ସେଣ୍ଟର ଅଫ ଆର୍ଟ, ସତୀ ନଗର ପରିସରରେ ସୋମା ଏମ ବାଗଚିଙ୍କ ଏକକ ଚିତ୍ରକଳା ପ୍ରଦର୍ଶନୀ ୨୭ ମାର୍ଚ୍ଚରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି। ଏହି ଅବସରରେ ଓଡ଼ିଶା ଲୋକସେବା ଆୟୋଗର ମୁଖ୍ୟ ଡକ୍ଟର ସତ୍ୟଜିତ ମହାନ୍ତି, ମୁଖ୍ୟ ଅତିଥି , ସିଏମସି କମିଶନର ଅନନ୍ୟା ଦାସ ,…