Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦ୍ୱିତୀୟ ଡୋଜ୍ କୋଭିଡ୍ ଟିକା ନେବା ପରେ କିରାଣି କରୋନା ସଂକ୍ରମିତ

ବଲାଙ୍ଗିର: କରୋନା ଭ୍ୟାକ୍ସିନର ଦ୍ୱିତୀୟ ଡୋଜ୍ ନେବା ପରେ କରୋନା । ବଲାଙ୍ଗିର ଜିଲ୍ଲାରେ କାର୍ଯ୍ୟରତ ରାଜ୍ୟ ସରକାରଙ୍କ ଜଣେ କର୍ମଚାରୀ ଦ୍ୱିତୀୟ ଡୋଜ୍ କରୋନା ଟିକା ନେବା ପରେ ବି କୋଭିଡ୍ ସଂକ୍ରମିତ ହୋଇଛନ୍ତି । ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କିରାଣି ଭାବେ କାର୍ଯ୍ୟରତ…

ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ, ଏପ୍ରିଲ୍ ୯ରୁ ଯାତ୍ରା

ବ୍ରହ୍ମପୁର: ବ୍ରହ୍ମପୁରର ପ୍ରସିଦ୍ଧ ବୁଢ଼ୀ ଠାକୁରାଣୀ ଯାତ୍ରା ଲାଗି ସୋମବାର ବିଳମ୍ବିତ ରାତିରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ବଡ଼ବଜାର ଦେଶୀବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ ସ୍ଥାନରେ ଶୁଭଖୁଣ୍ଟି ସ୍ଥାପନ ହୋଇଛି । ଦୁଇ ବର୍ଷକୁ ଥରେ ମା’ଙ୍କ ଯାତ୍ରା ହୋଇଥାଏ । କୋଭିଡ୍…

ଓଡ଼ିଶାକୁ ଆଜି ଆସିବ କୋଭିଶିଲ୍ଡର ୩.୭୦ ଲକ୍ଷ ଡୋଜ

ଭୁବନେଶ୍ୱର: କୋଭିଶିଲ୍ଡର ୩.୭୦ ଲକ୍ଷ ଡୋଜ ମଙ୍ଗଳବାର ଦିନ ଓଡିଶା ଆସିବ। ଏଥିସହିତ ଆଉ ୯.୮୮ ଡୋଜ ଏପ୍ରିଲ୍ ୨ ସୁଦ୍ଧା ପହଞ୍ଚିବ। ଦୈନିକ ଟିକାକରଣ ୨ ଲକ୍ଷକୁ ବୃଦ୍ଧି କରିବା ଲାଗି ଓଡିଶା ସରକାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟକୁ ୨୫ ଲକ୍ଷ ଡୋଜ ଟିକା ମାଗିଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ…

ଦେଶରେ ଦିନକରେ ୪୦ ହଜାର ପାର କଲା କରୋନା ସଂକ୍ରମଣ, ୧୯୯ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଆଜି ୪୦ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୦ ହଜାର ୭୧୫ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୮୬ ହଜାର ୭୯୬କୁ ବୃଦ୍ଧି ପାଇଛି ।…

କରୋନାର ତୃତୀୟ ଲହର, ଏପ୍ରିଲ୍ ୧୮ ଯାଏ ଲକଡାଉନ୍ ବଢ଼ାଇଲା ଏହି ଦେଶ

ବର୍ଲିନ: କରୋନା ସଂକ୍ରମଣ ରୋକିବାକୁ ପୁଣି ଲକଡାଉନ୍ । ଜର୍ମାନୀ ଲକଡାଉନ୍ ଅବଧିକୁ ଏପ୍ରିଲ୍ ୧୮ ଯାଏ ବଢ଼ାଇ ଦେଇଛି । ୧୬ ରାଜ୍ୟର ରାଜ୍ୟପାଳଙ୍କ ସହ ଆଲୋଚନା ପରେ ଜର୍ମାନୀ ଚ୍ୟାନ୍ସଲର ଆଙ୍ଗଲା ମାର୍କେଲ ଏନେଇ ଘୋଷଣା କରିଛନ୍ତି । ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଏକାଠି ନହେବାକୁ କୁହାଯାଇଛି…

ଫେରିଛି ମହାମାରୀ ଭୟ: ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଣି ଥରେ କଡ଼ ଲେଉଟାଇଛି କରୋନା । ଦୈନିକ ସଂକ୍ରମଣ ବଢୁଛି । ଗତ କିଛି ଦିନ ହେବ ରାଜ୍ୟରେ ଶହେ ଉପରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥିତି ଉପରେ ନଜର ରଖିଛନ୍ତି ସରକାର । ଆଜି ରାଜ୍ୟରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ସୁଫିୟାନା ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ‘ସମର୍ପଣ’ ଉଦଯାପିତ

ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟନ ବିଭାଗର ସହଭାଗିତାରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ଅନୁଷ୍ଠିତ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ 'ସମର୍ପଣ' ଉଦଯାପିତ ହୋଇଯାଇଛି । ଅନ୍ତିମ ସନ୍ଧ୍ୟାରେ ସଂଗୀତା ଚାମୁହୁ ବରଗୀତ ଓ ଆସାମର ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। ରାଗ…

୨୩ରେ ଅନୁଷ୍ଠିତ ହେବ ଓଡ଼ିଶୀ ଆସର

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଓଡ଼ିଶୀ ଆସର ୨୩ ମାର୍ଚ୍ଚରେ କେନ୍ଦ୍ର ପରିସରରେ ଥିବା ଉତ୍କଳ ରଙ୍ଗମଞ୍ଚରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ଗାୟନ, ବାଦନ ସହିତ ସାତଜଣ ବିଶିଷ୍ଟ ଗୁରୁ ମାନଙ୍କ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ଚିନ୍ତା ବଢୁଛି । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ପ୍ରଶାସନର ନିଦ ହଜିଲାଣି । କିନ୍ତୁ ଏସବୁ ଭିତରେ ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୮୨ କରୋନା ଆକ୍ରାନ୍ତ । ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । କଟକ ଓ ସୁନ୍ଦରଗଡ଼ରୁ ୧୩ ଜଣ…

ଭୁବନେଶ୍ବରକୁ କରୋନା ଚିନ୍ତା, କଡ଼ାକଡ଼ି ହେବ କଟକଣା

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ବଢ଼ିଲା ଚିନ୍ତା । ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏବେ କଡ଼ାକଡ଼ି ହେବ କଟକଣା । ଏହି କ୍ରମରେ ଓଡ଼ିଶାରେ ପୁଣି ଶହେ ଅତିକ୍ରମ କରିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ କରୋନାକୁ ନେଇ ବଢ଼ିଛି ରାଜଧାନୀର ଭୁବନେଶ୍ବରର ଚିନ୍ତା । ଆକ୍ରାନ୍ତଙ୍କ…