Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆସନ୍ତାକାଲିଠାରୁ ଲିଙ୍ଗରାଜଙ୍କ ସେବାୟତଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ବର : ଆସନ୍ତାକାଲିଠାରୁ ଲିଙ୍ଗରାଜଙ୍କ ସେବାୟତଙ୍କୁ ଦିଆଯିବ କରୋନା ଟିକା । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରତିଦିନ ୫୦ ଜଣ ଲେଖାଏଁ ସେବାୟତଙ୍କୁ ଟିକାକରଣ କରାଯିବ । କରୋନା ଟିକା ନେବେ ଲିଙ୍ଗରାଜ ମନ୍ଦିରର ପ୍ରାୟ ତିନି ଶହରୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାକୁ ନେଇ ଦେଶରେ ବଢୁଛି ଚିନ୍ତା । ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହ ଟିକାକରଣ ଅଭିଯାନ ବି ଜାରି ରହିଛି । ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୧ କରୋନା ଆକ୍ରାନ୍ତ । ଅନୁଗୁଳ ଓ ସମ୍ବଲପୁରରୁ ୯ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜ ଓ…

ସାମ୍ବାଦିକଙ୍କୁ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି

ଭୁବନେଶ୍ବର : ଗଣମାଧ୍ୟମ ପ୍ରତିନିଧିଙ୍କୁ କରୋନା ଟିକାକରଣରେ ସାମିଲ ପାଇଁ ଚିଠି । କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । ସେହିପରି ସମ୍ମୁଖ ଯୋଦ୍ଧା ଭାବେ କାମ କରୁଥିବା ଆଉ କିଛି ବର୍ଗଙ୍କୁ ଏହି ଟିକାକରଣରେ…

ଭାରତର ଚିନ୍ତା ବଢ଼ାଉଛି ୫ ରାଜ୍ୟ, ଟିକା ନେଲେଣି ସାଢ଼େ ୩ କୋଟି ଲୋକ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ବିଶେଷକରି ୫ଟି ରାଜ୍ୟ ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ, ଗୁଜରାଟ ଓ ତାମିଲନାଡ଼ୁରେ ସଂକ୍ରମଣ ମାମଲା ସର୍ବାଧିକ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ୨୮ ହଜାର ୯୦୩ ସଂକ୍ରମଣ ମାମଲାରୁ ଏହି ୫ ରାଜ୍ୟରୁ ୭୧.୧୦ ପ୍ରତିଶତ…

ଆଜି ରାଜ୍ୟର ୨୦ ଜିଲ୍ଲାରୁ ୮୨ ପଜିଟିଭ୍, ମୟୂରଭଞ୍ଜରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ବି ଆଜି ସାମାନ୍ୟ ବଢ଼ିଛି ଦୈନିକ କରୋନା କେସ । ଗତକାଲି ୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୪ଟି । ୨୦ ଜିଲ୍ଲାରୁ ନୂଆ ସଂକ୍ରମିତ…

୧୨ ବର୍ଷରୁ କମ୍ ବୟସ୍କ ଛୁଆଙ୍କ ଉପରେ ଟିକା ପରୀକ୍ଷଣ ଆରମ୍ଭ କଲା ମଡର୍ଣ୍ଣା

ନ୍ୟୁୟର୍କ: ୬ ମାସରୁ ୧୨ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ କରୋନା ଭ୍ୟାକ୍ସିନ୍ ପରୀକ୍ଷଣ ଆରମ୍ଭ କରିଛି ମଡର୍ଣ୍ଣା । ପ୍ରଥମ ଫାର୍ମା କମ୍ପାନୀ ଭାବେ ଆମେରିକାରେ ମଡର୍ଣ୍ଣା ଛୁଆଙ୍କ ଉପରେ କୋଭିଡ୍ ଭ୍ୟାକ୍ସିନର ପରୀକ୍ଷଣ ଆରମ୍ଭ କରିଛି । ଆମେରିକା ସହ କାନାଡ଼ାରେ ମଧ୍ୟ ମଡର୍ଣ୍ଣା ୬ ହଜାର ୭୫୦ ସୁସ୍ଥ…

ମାଡୁଛି ମହାମାରୀ: ୨୪ ଘଣ୍ଟାରେ ଦେଶରେ ୨୮ହଜାର ପଜିଟିଭ୍, ୧୮୮ ମୃତ

ନୂଆଦିଲ୍ଲୀ: ଦେଶରେ ମହାରୂପ ଦେଖାଇବା ଆରମ୍ଭ କରିଛି ମହାମାରୀ । ପୁଣି ଥରେ କରୋନା ସଂକ୍ରମଣ ଉପରମୁହାଁ ହେଲାଣି । ଗତକାଲି ଅପେକ୍ଷା ଆଜି ଏକାଥରକେ ୪ହଜାର ନୂଆ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୮ହଜାର ୯୦୩ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା…

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କୁ ଟିକାକରଣ, ଦିନକୁ ଟିକା ନେବେ ଶହେ ଜଣ

ପୁରୀ: ଆଜିଠୁ ଆରମ୍ଭ ହେଉଛି ଶ୍ରୀମନ୍ଦିର ସେବାୟତଙ୍କୁ ଟିକାକରଣ । ଏଥିପାଇଁ ସ୍ୱତନ୍ତ୍ର ଶିବିରର ଶୁଭାରମ୍ଭ କରାଯିବ । ପ୍ରତିଦିନ ୧୦୦ ଜଣ ସେବାୟତଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ଲୋକନାଥ ରୋଡ୍ ପ୍ରତିହାରୀ ନିଯୋଗଠାରେ ଏହି ଟିକାକରଣ କାର୍ଯ୍ୟକ୍ପମ ଚାଲିବ । ଏହି ଶିବିରକୁ…

ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ନାଲି ଆଖି ଦେଖାଇଛି । ବିଭିନ୍ନ ରାଜ୍ୟରେ ବ୍ୟାପୁଛି ସଂକ୍ରମଣ । ଏଭଳି ସମୟରେ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ସାଢ଼େ 12ଟାରେ ବୈଠକ ବସିବ । ବିଶେଷ କରି…

ଫ୍ରାନ୍ସରେ କରୋନାର ତୃତୀୟ ଲହରୀ

ପ୍ୟାରିସ୍: ବିଶ୍ୱବ୍ୟାପୀ କରୋନା ଆତଙ୍କ ଲାଗି ରହିଛି । ମଙ୍ଗଳବାର ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଜିନ୍ କାଷ୍ଟେକ୍ସ ସଂସଦରେ କହିଛନ୍ତି- ଫ୍ରାନ୍ସରେ ମହାମାରୀ କରୋନାର ତୃତୀୟ ଲହରୀ ଆରମ୍ଭ ହୋଇଛି । ୨୦୨୦ ନଭେମ୍ବର ପରେ ପ୍ରଥମଥର ପାଇଁ ବିଗତ ସପ୍ତାହେ ହେଲା ଦୈନିକ ୨୫ ହଜାରରୁ ଅଧିକ ସଂକ୍ରମିତ…