Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାର ଦ୍ବିତୀୟ ଲହରକୁ ନେଇ ଦେଶରେ ଚିନ୍ତା ବଢ଼ି ଚାଲିଛି । ଏହାରି ଭିତରେ ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୮୨ ଜଣ କରୋନା ଆକ୍ରାନ୍ତ । ସମ୍ବଲପୁରରୁ ସର୍ବାଧିକ ୧୬ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର…

ମୁମ୍ବାଇରେ ପୁଣି ଫେରିବ ଲକଡାଉନ୍

ମୁମ୍ବାଇ: ମୁମ୍ବାଇରେ ବଢୁଛି କରୋନା ସଂକ୍ରମଣ । ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ, ଏବେ ପଦକ୍ଷେପ ନେବାକୁ ଅଣ୍ଟା ଭିଡିଛନ୍ତି ମହାରାଷ୍ଟ୍ର ସରକାର । ନୂଆ ସଂକ୍ରମଣକୁ ରୋକିବା ଲାଗି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମୁମ୍ବାଇରେ ଯାହାବି ଆବଶ୍ୟକ ପଦକ୍ଷେପ ନେଇପାରନ୍ତି ବୋଲି…

 ଆଜିଠୁ ଗୁରୁ ଦକ୍ଷିଣା ଉତ୍ସବ

ଭୁବନେଶ୍ୱର : କଳାଶ୍ରମ ନୃତ୍ୟ ଅନୁଷ୍ଠାନ ଆନୁକୂଲ୍ୟରେ ଆଜିଠାରୁ ଆରମ୍ଭ ହେବ ୧୫ତମ ଗୁରୁ ଦକ୍ଷିଣା ଉତ୍ସବ ୨୦୨୦-୨୧ । ୧୧ ତାରିଖ ଯାଏଁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଗୁରୁ ଶିଷ୍ୟର ଆଦର୍ଶ ପରମ୍ପରାକୁ ଆଗକୁ ବଢ଼ାଇବା ଲକ୍ଷ୍ୟ ରହିଛି ।…

ରାଜ୍ୟରୁ ୫୭ ନୂଆ କରୋନା ସଂକ୍ରମିତ, ୧୭ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିଲେ ବି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ତଳେ ରହିଛି । ଗତ ୨୪ ଘଣ୍ଟାରେ ୧୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୩୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩ଟି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଦେଶରେ ୨୪ ଘଣ୍ଟାରେ ୧୫ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୭୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୧,୧୨,୪୪,୭୮୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ବୁଦ୍ଧଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ତିନି ଦିନ ଧରି ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଦ୍ଧଆର୍ଟ ଗ୍ୟାଲେରୀ ପରିସରରେ ଏକ ପ୍ରଦର୍ଶନୀର ଆୟୋଜନ…

ମାର୍ଚ୍ଚ ୯ରେ ଲୋକନାଥ ମନ୍ଦିରରେ ପାଳିତ ହେବ ପଙ୍କୋଦ୍ଧାର ଏକାଦଶୀ

ପୁରୀ: ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ମାର୍ଚ୍ଚ ୯ରେ କୋଭିଡ ୧୯ କଟକଣା ଭିତରେ ପାଳିତ ହେବ ପଙ୍କୋଦ୍ଧାର। ଏଥିପାଇଁ ଶ୍ରୀଲୋକନାଥ ମନ୍ଦିର ଭିତରେ ଓ ବାହାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ମନ୍ଦିର ଠାରୁ ୨୦୦ ମିଟର ଅଂଚଳକୁ ନୋ ଏଣ୍ଟ୍ରି ଜୋନ କରାଯାଇଛି। ସିମୀତ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୮ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଝାରସୁଗୁଡ଼ାରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ଗ୍ଲୋବାଲ୍‍ ୱେଷ୍ଟର୍ଣ୍ଣ ଓଡ଼ିଶା ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ଭୁବନେଶ୍ୱର: ନାରୀ ଶାନ୍ତି, ମୈତ୍ରୀ, ପ୍ରୀତି, ଶକ୍ତି ଓ ସମୃଦ୍ଧିର ଓଜସ୍ୱିନୀ ଉତ୍ସ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତପ୍ରକାଶ କରିଛନ୍ତି । ମହିଳାଙ୍କୁ ସଠିକ ସୁବିଧା, ସୁଯୋଗ ଓ ସାକାରାତ୍ମକ ସମର୍ଥନ ମିଳେ ତେବେ ସମାଜରେ ଶ୍ରେଷ୍ଠତ୍ୱ ହାସଲ କରିବା ସେମାନଙ୍କ ପକ୍ଷରେ ସହଜସାଧ୍ୟ ବ୍ୟାପାର…

ଓସାକ୍ସରେ ପାଳିତ ହେଲା ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱର: ସୁସ୍ଥ ସମାଜ ଗଠନ କ୍ଷେତ୍ରରେ ମହିଳାମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ନାରୀମାନଙ୍କ ଭିତରେ ଥିବା ସୁପ୍ତ ଶକ୍ତିକୁ ଜାଗ୍ରତ କରି ଏକ ଶକ୍ତିଶାଳୀ ଓ ବଳିଷ୍ଠ ସମାଜ ଗଠନ କରିବା ପାଇଁ ଆହୁରି ଅଧିକ ପ୍ରୟାସର ଆବଶ୍ୟକତା ରହିଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର…