Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଟିକା ନେଲେ ମୋହନ ଭଗବତ ଓ ଭୟାଜୀ ଯୋଶୀ

ନାଗପୁର: ରାଷ୍ଟ୍ରୀୟ ସ୍ଵୟଂସେବକ ସଂଗଠନର ମୁଖ୍ୟ (ଆରଏସଏସ) ମୋହନ ଭଗବତ ଏବଂ ସାଧାରଣ ସମ୍ପାଦକ ସୁରେଶ ଭାୟାଜୀ ଯୋଶୀ ଜାତୀୟ କର୍କଟ ପ୍ରତିଷ୍ଠାନରେ କରୋନା ଟିକା ନେଇଛନ୍ତି। ଭାରତରେ କରୋନା ଟୀକାକରଣର ତୃତୀୟ ପର୍ଯ୍ୟାୟ ମାର୍ଚ୍ଚ ୧ରେ ଆରମ୍ଭ ହୋଇଥିଲା। ଯେଉଁଥିରେ ୬୦ ବର୍ଷରୁ ଅଧିକ ଲୋକ…

ରାଜ୍ୟରୁ ଆଜି ସୁସ୍ଥ ହେଲେ ଆଉ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୮ ଆକ୍ରାନ୍ତ । ସୁସ୍ଥ ହେବା ପରେ ଏମାନଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ସମ୍ବଲପୁରରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ଯାଜପୁରରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବାଲେଶ୍ବର ଓ…

କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ ନେବା ପରେ ବି ହେଉଛି କରୋନା, ଡାକ୍ତର ପଜିଟିଭ୍

ରାଉରକେଲା: କୋଭିଡ୍ ଟିକାର ଦୁଇ ଦୁଇଟି ଡୋଜ୍ ନେବା ପରେ ବି ହେଉଛି କରୋନା । କୋଭିଡ୍ ସଂକ୍ରମିତ ହେଲେ କରୋନା ଟିକାର ୨ ଡୋଜ୍ ନେଇଥିବା ଡାକ୍ତର । ସୂଚନା ଅନୁସାରେ ରାଉରକେଲା ସରକାରୀ ହସ୍ପିଟାଲରେ କାର୍ଯ୍ୟରତ ଜୈନିକ ବରିଷ୍ଠ ଅସ୍ଥାୟୀ ଡାକ୍ତର କୋଭିଡ୍ ସଂକ୍ରମିତ ହୋଇଛନ୍ତି । ୭୧ ବର୍ଷୀୟ…

ଦେଶରେ ୨୪ ଘଣ୍ଟାରେ ୧୮ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୦୮ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୧୧,୯୨,୦୮୮କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ବଢ଼ୁଛି ଭୟ । କିନ୍ତୁ ଏହି ସଂକ୍ରମଣ ମଧ୍ୟରେ ରାଜ୍ୟରୁ ଆସିଛି ଖୁସିର ଖବର । କାରଣ, ମହାମାରୀରୁ ସୁସ୍ଥ ହୋଇ ଫେରିଛନ୍ତି ଆଉ ୬୪ ଜଣ ଆକ୍ରାନ୍ତ । ମୟୂରଭଞ୍ଜରୁ ସର୍ବାଧିକ ୧୦ ଜଣ ସୁସ୍ଥ ହୋଇଥିବା ବେଳେ, ଖୋର୍ଦ୍ଧା ଓ ସମ୍ବଲପୁରରୁ ୭ ଜଣ ଲେଖାଏଁ…

ଆଜି ରାଜ୍ୟରୁ ୯୧ କରୋନା ପଜିଟିଭ୍, ୧୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଢିଛି ଦୈନିକ କରୋନା କେସ୍ । ଗତକାଲି ଅପେକ୍ଷା ଆଜି ଆଉ ୧୦ଟି ନୂଆ ମାମଲା ସାମନାକୁ ଆସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ସଂକ୍ରମିତ ହୋଇଛନ୍ତି ୯୧ ଜଣ । ଗତକାଲି ଏହି ସଂଖ୍ୟା ଥିଲା ୮୧ । ନୂଆ ଆକ୍ରାନ୍ତଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୩ ଓ ଲୋକାଲ୍…

ଦେଶରେ କରୋନା ଭୂତାଣୁର ୧୬,୮୩୮ଟି ତାଜା ମାମଲା ରେକର୍ଡ; ମୃତ୍ୟୁ ସଂଖ୍ୟା ୧୧୩

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ଦେଶରେ ଶୁକ୍ରବାର ଦିନ କରୋନାଭାଇରସ୍ର ୧୬,୮୩୮ଟି ତାଜା ମାମଲା ରେକର୍ଡ କରିଛି। ଏଥିସହିତ ଦେଶରେ କରୋନା ଜନିତ ମୋଟ ସଂକ୍ରମଣ ୧୧,୧୭,୩୭୬୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁ ୧୧୩ ଜଣଙ୍କର ମୃତ୍ୟୁ ହୋଇଛି।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୭୧ କରୋନା ଆକ୍ରାନ୍ତ । ସୁସ୍ଥ ହେବା ପରେ ଏମାନଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ବରଗଡ଼ ଓ ସମ୍ବଲପୁରରୁ ୮ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

କୋଭିଡ୍ ଟିକା ନେଲେ ଅରବିନ୍ଦ କେଜ୍ରିଓ୍ୱାଲ

ନୂଆଦିଲ୍ଲୀ: ଦେଶରେ ଦ୍ୱିତୀୟ ପର୍ୟ୍ୟାୟ କୋଭିଡ୍ ଟିକାକରଣ ଚାଲିଛି । ଆଜି କୋଭିଡ୍ ଟିକା ନେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଦିଲ୍ଲୀ ସ୍ଥିତ ଏଲଏନଜେପି ହସ୍ପିଟାଲରେ ସେ ଟିକା ନେଇଛନ୍ତି । ଏହାସହ କେଜ୍ରିଓ୍ୱାଲଙ୍କ ବାପା-ମାଆ ବି ଟିକା ନେଇଛନ୍ତି । ସେମାନଙ୍କୁ…

ଓଡ଼ିଶାରୁ ୮୧ ନୂଆ କରୋନା ରୋଗୀ ଚିହ୍ନଟ, ଲ‌ୋକାଲ୍ କେସ୍ ୩୨

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୧ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂକ୍ରମିତ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ରେ ପହଞ୍ଚିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସୁସ୍ଥତାଙ୍କ…