Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ମାର୍ଚ୍ଚ ୩୧ ଯାଏ କୋଭିଡ୍ ଗାଇଡଲାଇନ ବୃଦ୍ଧି ନେଇ କେନ୍ଦ୍ର ଗୃହ ସଚିବଙ୍କ ଚିଠି

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ପୁଣି ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସରକାର କଟକଣା କଡ଼ାକଡ଼ି କରିଛନ୍ତି । କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି କରୋନା ଗାଇଡଲାଇନ୍ ମାର୍ଚ୍ଚ ୩୧ ଯାଏ ବଢ଼ାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍…

କଟକରେ ଉଦଘାଟିତ ହେବ ଆର୍‌ଆର୍ ସେଣ୍ଟର ଅଫ୍ ଆର୍ଟ

କଟକ : ଆସନ୍ତାକାଲି  ସତୀନଗରରେ ଉଦଘାଟିତ ହେବ ଆର୍‌ଆର୍ ସେଣ୍ଟର ଅଫ୍ ଆର୍ଟ । ଏହି ଅବସରରେ ଏକ ଚିତ୍ରକଳା ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ଓଡିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶ,…

ଏକ ସପ୍ତାହର ହୋମ୍ ଆଇସୋଲେସନରେ ରହିବେ ୧୨ ରାଜ୍ୟରୁ ଆସୁଥିବା ବ୍ୟକ୍ତି

ଭୁବନେଶ୍ବର : କୋଭିଡ୍ ସଂକ୍ରମଣ ପୁଣି ବୃଦ୍ଧି ପାଇବା ପରେ ଅଧିକ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଦେଶର ୧୨ଟି ରାଜ୍ୟରୁ ଆସୁଥିବା ବ୍ୟକ୍ତିଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍ । ସମସ୍ତେ ଏକ ସପ୍ତାହର ହୋମ୍…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : କରୋନାକୁ ନେଇ ଏବେ ସରକାର ସଜାଗ ରହୁଥିବା ବେଳେ, ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୬୩ ଆକ୍ରାନ୍ତ । ସୁସ୍ଥ ହେବା ପରେ ସମସ୍ତଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସୁନ୍ଦରଗଡ଼ରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ଝାରସୁଗୁଡ଼ାରୁ ୧୦ ଜଣ ସୁସ୍ଥ ହୋଇ ଘରକୁ…

ବ୍ରାଜିଲ କିଣିବ କୋଭାକ୍ସିନର ୨ କୋଟି ଡୋଜ

ନୂଆଦିଲ୍ଲୀ: ଭାରତ ବାୟୋଟେକ୍‌ ଦ୍ବାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା କୋଭାକ୍ସିନ୍‌ର କିଣିବ ବ୍ରାଜିଲ । କୋଭାକ୍ସିନର ୨ କୋଟି ଡୋଜ୍‌ କିଣିବା ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଛି ବ୍ରାଜିଲ । ବ୍ରାଜିଲର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି ଯେ, ଏହି କ୍ରୟର ମୂଲ୍ୟ ୧.୬ ବିଲିୟନ ରିଏସ୍‌…

ମାର୍ଚ୍ଚ ୩୧ ଯାଏ କରୋନା କଟକଣା ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କିଛି ରାଜ୍ୟରେ ଦେଖାଦେଲାଣି କରୋନାର ଦ୍ବିତୀୟ ଲହର । ଏହାସହ କରୋନାକୁ ନେଇ ଲୋକଙ୍କ ମନରେ ଛନକା ପଶିଲାଣି । ଏସବୁ ଭିତରେ ସାରା ଦେଶରେ ମାର୍ଚ୍ଚ ୩୧ ତାରିଖ ଯାଏ ବଢିଲା କରୋନା କଟକଣା । କରୋନା ସଂକ୍ରମଣକୁ ଦୃଷ୍ଟିରୁ ରଖି ଏଭଳି ନିଷ୍ପତ୍ତି ନେଇଛି କେନ୍ଦ୍ର ଗୃହ ବିଭାଗ ।…

ଭୁବନେଶ୍ୱର ବିମାନବନ୍ଦରରେ ୧୨ଟି ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର

ଭୁବନେଶ୍ୱର: ପଡ଼ୋଶୀ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି । ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କର ଭୁବନେଶ୍ୱର ବିମାନବନ୍ଦରରେ କୋଭିଡ୍ ସ୍କ୍ରିନିଂକୁ କଡ଼ାକଡ଼ି କରାଯାଇଛି । ୧୨ଟି ରାଜ୍ୟ ମହାରାଷ୍ଟ୍ର, କେରଳ, ମଧ୍ୟପ୍ରଦେଶ,…

ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ: ଆଜି ଚିହ୍ନଟ ହେଲେ ୯୪ କରୋନା ପଜିଟିଭ୍

ଭୁବନେଶ୍ୱର: ବେଶ କିଛି ଦିନ କମିବା ପରେ ରାଜ୍ୟରେ ପୁଣି ବଢୁଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ଶହେରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ବି ସଂଖ୍ୟା ପୂର୍ବ ଅପେକ୍ଷା ଏବେ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ଆଉ ୯୪ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ…

ଦେଶରେ ଦିନକରେ ୧୬ ହଜାର ୫୭୭ ନୂଆ ଆକ୍ରାନ୍ତ, ୧୨୦ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୧୨୦ ରହିଛି । ଦିନକରେ ସାରା ଦେଶରେ ସଂକ୍ରମିତ ହୋଇଛନ୍ତି ୧୬ ହଜାର ୫୭୭ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୬୩ ହଜାର ୪୯୧ କୁ ବୃଦ୍ଧି ପାଇଛି ।…

ଓଡ଼ିଶୀ ସଙ୍ଗୀତ ଉତ୍ସବ ଏବଂ କର୍ମଶାଳା ଉଦଯାପିତ

ସମ୍ବଲପୁର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ସମ୍ବଲପୁର କଳାପରିଷଦର ମିଳିତ ସହଯୋଗରେ ସମ୍ବଲପୁର ଠାରେ ଆୟୋଜିତ ଓଡ଼ିଶୀ ସଙ୍ଗୀତ ଉତ୍ସବ ଓ କର୍ମଶାଳା ଉଦଯାପିତ ହୋଇଯାଇଛି।ଏହି ଉତ୍ସବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡକ୍ଟର ସଞ୍ଜିବ ମିତ୍ତଲ ମୁଖ୍ୟ…