Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଉତ୍କଳ ରଙ୍ଗମଞ୍ଚରେ ଓଡ଼ିଶୀ ସଙ୍ଗୀତ ଓ ନୃତ୍ୟ ଆଲୋଚନା ଚକ୍ର

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଗବେଷଣା କେନ୍ଦ୍ରର ଉତ୍କଳ ରଙ୍ଗମଚରେ ଓଡ଼ିଶୀ ସଙ୍ଗୀତ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ଓଡ଼ିଶୀ ସଙ୍ଗୀତକୁ ନେଇ ଏକ ଆଲୋଚନା ଚକ୍ର ଆୟୋଜିତ…

ରାଜ୍ୟରେ ଆଉ ୧୦୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ, ପୁଣି ସୁସ୍ଥ ହୋଇ ଫେରଛନ୍ତି ଆଉ ୧୦୦ କରୋନା ଆକ୍ରାନ୍ତ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫ ଜଣ ସୁସ୍ଥ ହୋଇଥିବା ବେଳେ, କଟକରୁ ୧୩, ସୁନ୍ଦରଗଡ଼ରୁ ୧୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିପରି ଅନୁଗୁଳରୁ ୮, ପୁରୀରୁ ୬,…

ଫେରିଲା ଲକଡାଉନ୍ : ଆସନ୍ତା ୨୮ ତାରିଖ ଯାଏଁ ମହାରାଷ୍ଟ୍ରରର ଜବତମାଲ୍ ଜିଲ୍ଲା ତାଲାବନ୍ଦ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଜବତମାଲ୍ ଜିଲ୍ଲାରେ ପୁଣି ଥରେ ଲକଡାଉନ୍ ଲାଗୁ କରାଯାଇଛି । ଆସନ୍ତା ୨୮ ତାରିଖ ଯାଏଁ ଜିଲ୍ଲାରେ ଲକଡାଉନ୍ ଜାରି ରହିବ । ଜବତମାଲ୍ ଜିଲ୍ଲାରେ ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାପାଳ ଦେବେନ୍ଦ୍ର ସିଂହ ଏହି ଘୋଷଣା କରିଛନ୍ତି ।…

ଅବହେଳା କରନ୍ତୁ ନାହିଁ, ପୁଣି ଫେରିପାରେ କରୋନାଭାଇରସ୍‌: ପ୍ରଫେସର ମହାପାତ୍ର

ଭୁବନେଶ୍ୱର: କୋଭିଡ-୧୯ର ଭୟ କିଛିଟା ହ୍ରାସ ପାଉଥିବା ଭଳି ଜଣାପଡୁଥିଲେ ମଧ୍ୟ ଲୋକମାନେ ସୁରକ୍ଷିତ ରହିବା ପାଇଁ କୋଭିଡ ନିୟମାବଳୀକୁ ଦୃଢ଼ଭାବେ ପାଳନ କରିବା ଉଚିତ୍ ବୋଲି ବିଶିଷ୍ଟ ସ୍ୱାସ୍ଥ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର ମହାପାତ୍ର ମତ ଦେଇଛନ୍ତି। ଓଡ଼ିଶାରେ କରୋନା ସଂକ୍ରମିତ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କୋଭିଡ୍ ପଜିଟିଭ୍, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୬୪୬୦

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ…

ଓଡ଼ିଶାରେ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ୍ ଚିହ୍ନଟ ହୋଇନାହିଁ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ କରୋନା ଭାଇରସର ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍ ଚିହ୍ନଟ ହେବା ପରେ ସରକାର ଆଲର୍ଟ ମୋଡରେ ଅଛନ୍ତି । ଓଡ଼ିଶାରେ ଦକ୍ଷିଣ ଆଫ୍ରିକା ଭୂତାଣୁ ଚିହ୍ନଟ ହୋଇ ନଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜମ ମିଶ୍ର କହିଛନ୍ତି । ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍ କରୋନା ଭୂତାଣୁର ଆଉ…

ସ୍ନେହପ୍ରଭା ସାମନ୍ତରାୟଙ୍କୁ ଦଶମ ଓଡ଼ିଶୀ ନୃତ୍ୟ ସଂଗୀତ ସମ୍ମାନ

ଭୁବନେଶ୍ୱର : ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟାଙ୍ଗନା ପକ୍ଷରୁ ଭଞ୍ଜ କଲା ମଣ୍ଡପରେ ଦୁଇଦିନ ଧରି ଚାଲିଥିବା ଦଶମ ଓଡ଼ିଶୀ ନୃତ୍ୟ ସଂଗୀତ ସମ୍ମାନ ସମାରୋହ ଉଦଯାପିତ ହୋଇଯାଇଛି ।  ଏହି ଅବସରରେ ବିଶିଷ୍ଟ ନୃତ୍ୟଗୁରୁ ସ୍ନେହପ୍ରଭା ସାମନ୍ତରାୟଙ୍କୁ ଦଶମ ଓଡ଼ିଶୀ ନୃତ୍ୟ ସଂଗୀତ ସମ୍ମାନରେ ସମ୍ମାନିତ…

ଭାରତରେ କରୋନାର ନୂଆ ଷ୍ଟ୍ରେନ୍, ଜାଣନ୍ତୁ କେତେ ମାରାତ୍ମକ…

ନୂଆଦିଲ୍ଲୀ: କରୋନା ଭାଇରସ୍ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଭୂତାଣୁର ନୂଆ ରୂପ ସାମ୍ନାକୁ ଆସିଛି । କରୋନାର ନୂଆ ଷ୍ଟ୍ରେନ୍ ଦକ୍ଷିଣ ଆଫ୍ରିକା ଓ ବ୍ରାଜିଲରୁ ଫେରିଥିବା ଲୋକଙ୍କ ଠାରେ ଚିହ୍ନଟ ହୋଇଛି । ୪ ଜଣଙ୍କ ଠାରେ ଦକ୍ଷିଣ ଆଫ୍ରିକା ଓ ଜଣଙ୍କ ଠାରେ ବ୍ରାଜିଲ୍ ଭାରିଆଣ୍ଟ ମିଳିଛି ।…

ରାଜ୍ୟରେ ଆଉ ୭୫ କରୋନା ସଂକ୍ରମିତ ଚିହ୍ନଟ, ୧୩ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ୍

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଆଉ ୭୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା ବେଳେ ୧୩ ଜିଲ୍ଲାରେ ନୂଆ ଆକ୍ରାନ୍ତ ସଂଖ୍ୟା ଶୂନ୍ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୭ ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୩.୩୯ ଲକ୍ଷ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କରୋନାର ପ୍ରକୋପର ବିସ୍ତାର ସାରା ବିଶ୍ୱରେ ବ୍ୟାପିଛି। ବିଶ୍ବର ଅନେକ ଦେଶରେ କରୋନା ସଂକ୍ରମଣ କ୍ଷେତ୍ରରେ କ୍ରମାଗତ ହ୍ରାସ ଘଟୁଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୩ ଲକ୍ଷ ୩୯ ହଜାର ୫୪୦ ଟି ନୂଆ କରୋନା ରୋଗ ହୋଇଛି। ଏହା ପରେ, ମୋଟ ମାମଲା ସଂଖ୍ୟା ୧୧…