Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପରଲୋକରେ ଡାକ୍ତର ସୌମିତ୍ରୀ ପାଣିଗ୍ରାହୀ

ଭୁବନେଶ୍ୱର : ବିଶିଷ୍ଟ ଭେଷଜ ଓ ଶିଶୁରୋଗ ବିଶେଷଣଜ୍ଞ ଡାକ୍ତର ସୌମିତ୍ରୀ ପାଣିଗ୍ରାହୀଙ୍କ ୮୮ ବର୍ଷ ବୟସରେ ପରଲୋକ ଘଟିଛି ।କିଛିଦିନ ହେଲା ସେ ନିମୋନିଆ ରୋଗରେ ପୀଡିତ ଥିଲେ । ସ୍ବର୍ଗତ ପାଣିଗ୍ରାହୀ ଜଣେ ସ୍ୱନାମଧନ୍ୟ ଚିକିତ୍ସକ ଥିଲେ । କଟକ ଏସସିବି ମେଡିକାଲ କଲେଜରେ ସ୍ନାତକ ପରେ ଲଣ୍ଡନ…

ଦେଶରେ ୧୧,୬୧୦ ଦୈନିକ କରୋନା ସଂକ୍ରମଣ ମାମଲା , ୧୦୦ ମୃତ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୬୧୦ ଟି ନୂଆ କରୋନା ମାମଲା ରେକର୍ଡ ହେବା ପରେ ବୁଧବାର ଦିନ ଭାରତର କରୋନାଭାଇରସ୍ ରୋଗୀଙ୍କ ସଂଖ୍ୟା ୧୦,୯୩୭,୩୨୦ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲା ସଂଖ୍ୟା ୩୨୩ ହ୍ରାସ ପାଇ ବର୍ତ୍ତମାନ…

‘ବନକଲାଗି ନୀତି’ ପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ଟା ରୁ ରାତି ୮ଟା ପର୍ଯ୍ୟନ୍ତ ଚାରିଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଓଡ଼ିଶାର ପାରମ୍ପରିକ ଲୋକନୃତ୍ୟ ଗୋଟିପୁଅ ନାଚ ସମ୍ପର୍କରେ ଆସନ୍ତୁ ଜାଣିବା

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକଙ୍କ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ଅନେକ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର,…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ହ୍ରାସ ପାଉଛି କରୋନା ସଂକ୍ରମଣ । ସ୍ଥିତିରେ ସୁଧାର ଆସୁଥିବା ବେଳେ, ରାଜ୍ୟରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୬୩ କରୋନା ଆକ୍ରାନ୍ତ । ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ମୟୂରଭଞ୍ଜରୁ ୭ ଜଣ, ଝାରସୁଗୁଡ଼ାରୁ ୬ ଜଣ ସୁସ୍ଥ…

ଭାରତରେ କରୋନା ଭାଇରସର ବ୍ରାଜିଲ୍ ଓ ଦକ୍ଷିଣ ଆଫ୍ରିକା ଷ୍ଟ୍ରେନ୍

ନୂଆଦିଲ୍ଲୀ: ଭାରତରେ କରୋନାର ବ୍ରିଟେନ୍ ଷ୍ଟ୍ରେନ ପରେ ଦକ୍ଷିଣ ଆଫ୍ରିକା ଓ ବ୍ରାଜିଲ୍ ଭାରିଆଣ୍ଟ ମିଳିଛି । ICMR ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି- ଫେବ୍ରୁଆରୀ ପ୍ରଥମ ସପ୍ତାହରେ କରୋନା ଭୂତାଣୁର ବ୍ରାଜିଲ୍ ଭାରିଆଣ୍ଟ ଚିହ୍ନଟ ହୋଇଛି । ତେବେ, ବ୍ରାଜିଲ୍ ଭାରିଆଣ୍ଟ ଉପରେ…

ଦେଶରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ ମାମଲା, ୮୧ ମୃତ

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମିବାରେ ଲାଗିଛି। ଦେଶରେ ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ଖସୁଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୯୧୨୧ ଜଣ ବ୍ୟକ୍ତି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧ ଜଣ ପ୍ରାଣ ହରାଇଛନ୍ତି । ସ୍ୱାସ୍ଥ୍ୟ ବିଭାଗର…

ଆଜି ପବିତ୍ର ଶ୍ରୀପଞ୍ଚମୀରେ ମହାପ୍ରଭୁଙ୍କ ରଥକାଠ ଅନୁକୂଳ

ପୁରୀ: ଆଜି ବସନ୍ତ ପଞ୍ଚମୀ । ଅବସରରେ ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ, ତିନି ରଥ ପାଇଁ ତିନୋଟି କାଠ ରଥଖଳାରେ ପୂଜା ହେବାର ପରମ୍ପରା ରହିଛି। ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠକୁ ପୂଜାର୍ଚନା କରାଯିବ । ଏଥିପାଇଁ ନୟାଗଡ ବନଖଣ୍ଡରୁ…

ଆଦିବାସୀଙ୍କ ନିଆରା ‘ମାଗେ ପରବ’

ଯାଜପୁର: ଚାଲିଛି ଖୁସିମଜା। ଝୁମୁଛନ୍ତି ଲୋକେ। ପାରମ୍ପରିକ ବିଦ୍ୟାର ତାଳେତାଳେ ନାଚୁଛନ୍ତି ପିଲାରୁ ବୁଢା। ପ୍ରତ୍ୟେକ ବର୍ଷ ମାଘ ମାସ ଆସିଲେ ଚଳଚଞ୍ଚଳ ହୋଇ ଉଠେ ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକର ପୁରୁଣାପାଣି ଅଞ୍ଚଳ। ବେଶ ଧୁମଧାମରେ ପାଳନ କରାଯାଏ ମାଗେ ପରବ୍। ଏଠାରେ ବସବାସ କରୁଥିବା…

ଆଜି ପବିତ୍ର ଶ୍ରୀପଞ୍ଚମୀ; ପୁରପଲ୍ଲୀରେ ଚାଲିଛି ଜ୍ଞାନର ଦେବୀ ମାଆ ସରସ୍ୱତୀଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଶ୍ରୀପଞ୍ଚମୀ। ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ମାନଙ୍କରେ ବିଦ୍ୟାଦାତ୍ରୀ ଦେବୀ ସରସ୍ୱତୀଙ୍କ ଆରାଧନା  ହୋଇଥାଏ। ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା…