Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ରାଜ୍ୟର ୧୮ ଜିଲ୍ଲାରୁ ଚିହ୍ନଟ ହେଲେ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଏବେ ରାଜ୍ୟରୁ ପ୍ରତିଦିନ ଶହେରୁ କମ୍ କରୋନା ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୮୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୭ଟି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୨୭ ସଂକ୍ରମିତ…

ଦେଶରୁ ଆଜି ୧୧ ହଜାର କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୯ ହଜାର, ୯୦ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା କାୟା କମିଥିଲେ ବି ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଅଧିକ ସଂକ୍ରମିତ ଓ ସୁସ୍ଥ ହୋଇଛନ୍ତି କମ୍ । ୧୧ହଜାର ୬୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୯ହଜାର ୪୮୯ ସଂକ୍ରମିତ ।…

ରାଜ୍ୟରେ ଆଜିଠୁ କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଆଜିଠାରୁ ଦ୍ୱିତୀୟ ଡୋଜ ଦିଆଯିବ । ନିର୍ଦ୍ଧାରିତ ତାରିଖ ଅନୁସାରେ ପର୍ଯ୍ୟାୟ କ୍ରମେ ସମସ୍ତଙ୍କୁ ଦିଆଯିବ ଦ୍ୱିତୀୟ ଡୋଜ୍ । ଯେଉଁମାନେ କୋଭିସିଲ୍ଡ…

ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷ ପକ୍ଷରୁ ଜାତି ନନ୍ଦିଘୋଷ କନକ୍ଳେଭ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଉପଲକ୍ଷେ  'ଜାତି ନନ୍ଦିଘୋଷ କନକ୍ଳେଭ'  ଆୟୋଜିତ ହୋଇଯାଇଛି ।   ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପ୍ରଫେସର ନାୟକଙ୍କ…

କରୋନାରୁ ସୁସ୍ଥ ହେଲେ ଆଉ ୧୦୩ ଜଣ ଆକ୍ରାନ୍ତ

ଭୁବନେଶ୍ବର : କରୋନାକୁ ନେଇ ଖୁସି ଖବର । ରାଜ୍ୟରେ ସୁସ୍ଥ ହୋଇ ଘରକୁ ଫେରିଲେ ୧୦୩ ଜଣ କରୋନା ଆକ୍ରାନ୍ତ । କଟକରୁ ୧୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ, ସୁନ୍ଦରଗଡ଼ରୁ ୧୬, ବରଗଡ଼ରୁ ୧୨, ଝାରସୁଗୁଡ଼ାରୁ ୧୧, ଅନୁଗୁଳରୁ ୧୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ସେହିପରି ସମ୍ବଲପୁରରୁ ୬,…

ପ୍ରଥମ ଡୋଜ୍ ଟିକା ନେଇ ନଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ବଢ଼ିଲା ଅବଧି

ଭୁବନେଶ୍ୱର : ପ୍ରଥମ ଡୋଜ୍ ଟିକା ନେଇ ନଥିବା ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବଢ଼ିଲା ଟିକାକରଣ ଅବଧି । ଫେବ୍ରୁଆରୀ ୨୫ ସୁଦ୍ଧା ଏମାନଙ୍କୁ ଟିକା ନେବାକୁ କୁହାଯାଇଛି । ଫେବ୍ରୁଆରୀ ୧୩ ତାରିଖ ସୁଦ୍ଧା ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ୍ କୋଭିଡ୍ ଟିକା ଦେବା ପାଇଁ ଲକ୍ଷ୍ୟ ରକ୍ଷାଯାଇଥିଲା…

ନ୍ୟୁଜିଲ୍ୟାଣ୍ଡରେ ନୂଆ ଭାଇରସ, ଅକଲ୍ୟାଣ୍ଡରେ ଲାଗୁହେଲା ଲକଡାଉନ୍

ନ୍ୟୁଜିଲ୍ୟାଣ୍ଡ : ନ୍ୟୁଜିଲ୍ୟାଣ୍ଡର ସବୁଠୁ ବଡ଼ ସହର ଅକଲ୍ୟାଣ୍ଡରେ ଲାଗୁ ହେଲା ତିନି ଦିନଆ ଲକଡାଉନ୍ । ଆଜି ମଧ୍ୟରାତ୍ରରୁ ତିନି ଦିନ ପାଇଁ ଲକଡାଉନ୍ ଘୋଷଣା କରାଯାଇଛି । ନୂଆ ଭାଇରସ ସାମ୍ନାକୁ ଆସିବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜସିଣ୍ଡା ଆର୍ଡର୍ଣ୍ଣ…

ଗଳ୍ପ : ରଙ୍ଗ ନମ୍ବର

ଓଁ ଅଭିଜ୍ଞାନ ସାହୁ ଆଜି ଭାଲେଣ୍ଟାଇନ ଡେ । ସକାଳୁ ଚଇନି ଚିକଣ ହେଇ ଘରୁ ରାଜନ ବାହାରିଲା ବେଳେ ଘରଣୀ ପଛରୁ ଡାକିଦେଲେ । "ଶୁଣୁଛ ଘରେ ବ୍ରେଡ଼ ନାହିଁ । ପିଲା ଜଳଖିଆ କରିବେ। ଆସିଲା ବେଳେ ନେଇକି ଆସିବ ।" ଗୋଟେ ଶୁଭ କାମରେ ମଣିଷ ବାହାରିଥିଲା ଯେ ପଛରୁ ଡାକି ସବୁ ବେଙ୍ଗା କରିଦେଲା ।…

ଓଡ଼ିଶାରେ ୮୦ ଲକ୍ଷ ପାର କଲା କୋଭିଡ୍ ଟେଷ୍ଟ, ଆଜି ଚିହ୍ନଟ ହେଲେ ୭୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ ସଂକ୍ରମଣ ଏବେ ଶହେ ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୩ଜଣ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୯ଟି । ୧୯ ଜିଲ୍ଲାରୁ ନୂଆ ପଜିଟିଭ୍…

୧୪ ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ଉଦଘାଟିତ

ଭୁବନେଶ୍ୱର : ତ୍ରିଧାରା ଅନୁଷ୍ଠାନ ପକ୍ଷରୁ ୧୪ ତମ ଗୁରୁ ଦେବପ୍ରସାଦ ପୁରସ୍କାର ସମାରୋହ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହେବ। ଉତ୍ସବର ପ୍ରଥମ ସସନ୍ଧ୍ୟାରେ ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ସଂକ୍ଷିପ୍ତ…