Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ ୯ ଦିନ ପରେ ଶହେ ଡେଇଁଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ନିୟନ୍ତ୍ରଣରେ ରହିଛି । ଲଗାତାର ୯ ଦିନ କମିବା ପରେ ଆଜି ଶହେ ଡେଇଁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୨ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୦୫ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୬୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୪୨ଟି…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୩ ଲକ୍ଷ ୮ ହଜାରରୁ ଅଧିକ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: କରୋନା ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିବାରେ ଲାଗିଛି ଏବଂ କ୍ରମାଗତ ଭାବରେ ନୂଆ ମାମଲା ବାହାରୁଛି। ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୩ ଲକ୍ଷ ୦୮ ହଜାର ୫୭୯ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହା ପରେ ମୋଟ ମାମଲା ୧୦ କୋଟି ୬୯ ଲକ୍ଷ ୮୫ ହଜାର ୭୮୮ କୁ…

ଦେଶରେ ୧୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଂଟାରେ ୯ ହଜାର ୧୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ୧ କୋଟି ୦୮ ଲକ୍ଷ ୪୭ ହଜାର ୩୦୪ ଛୁଇଁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୪,୦୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର…

ଧଉଳି-କଳିଙ୍ଗ ମହୋତ୍ସବ ଉଦଯାପିତ, ଅନ୍ତିମ ସନ୍ଧ୍ୟାରେ ଓଡିଶୀ ଓ ଷଢେଇକଳା ଛଉର ଚମତ୍କାରିତା

ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀ ତଥା ଆର୍ଟ ଭିଜନର ମିଳିତ ଉଦ୍ୟମରେ ଐତିହାସିକ ଧଉଳି ପାହାଡ଼ର ପାଦଦେଶରେ ଆୟୋଜିତ ୧୭ଶ ଧଉଳୀ କଳିଙ୍ଗ ମହୋତ୍ସବ ଉଦଯାପିତ ହୋଇଯାଇଛି।  ଉତ୍ସବର ଅନ୍ତିମ ସନ୍ଧ୍ୟାରେ ଓଡିଶୀ, କୁଚୀପୁଡ଼ୀ ଓ ଷଢେଇକଳା ଛଉ ନୃତ୍ୟର ମନୋରମ ପରିବେଷଣ ଦେଖିବାକୁ…

୩ ଲକ୍ଷ ୩୩ ହଜାର ଟପିଲା କରୋନା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୩ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୩ ହଜାର ୦୩୧ରେ ପହଞ୍ଚିଛି। https://twitter.com/HFWOdisha/status/1358798650319638536?s=19 ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଦୁଇ ସ୍କୁଲରେ ୧୮୭ ଛାତ୍ରଛାତ୍ରୀ ଓ ୭୫ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

ମଲପ୍ପୁରମ: କେରଳରେ ସ୍କୁଲ ଖୋଲିବାର ମାସେ ପରେ ମଲପ୍ପୁରମର ଦୁଇଟି ସ୍କୁଲର ୧୮୭ ଛାତ୍ରଛାତ୍ରୀ ଓ ୭୫ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜଣେ ଶିକ୍ଷକ ଓ ଛାତ୍ର କରୋନା ପଜିଟିଭ ଚିହ୍ନଟ ହେବା ପରେ ସ୍କୁଲର ଅନ୍ୟ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ କରୋନା ଯାଞ୍ଚ କରାଯାଇଥିଲା ।…

କରୋନାର ଜାତୀୟ ସୁସ୍ଥ ହାର ୯୭%

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି । ସୋମବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଦେଇଥିବା ରିପୋର୍ଟ ଅନୁସାରେ ୨୪ ଘଣ୍ଟାରେ ଦେଶରେ ୧୧,୮୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୮,୩୮,୧୯୪ ହୋଇଛି । ସେହିପରି ମୋଟ…

ଆଜି ରାଜ୍ୟରୁ ୭୨ ପଜିଟିଭ୍, ମାଲକାନଗିରି ଓ କନ୍ଧମାଳ କରୋନା ମୁକ୍ତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କାବୁ ପାଉଛି କରୋନା । କମୁଛି ଦୈନିକ ସଂକ୍ରମଣ । ଖସୁଛି ଆକ୍ଟିଭ୍ କେସ୍ । ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୭୨ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୪ ଓ ଲୋକାଲ କଣ୍ଟାକ୍ଟ କେସ୍ ୨୮ଟି ରହିଛି । ଆଜି ୧୯ ଜିଲ୍ଲାରୁ…

ଦେଶରୁ ୨୪ ଘଣ୍ଟାରେ ୧୧ହଜାର କରୋନା ପଜିଟିଭ୍, ୮୪ ମୃତ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୧୧ହଜାର ୮୩୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୮ଲକ୍ଷ ୩୮ହଜାର ୧୯୪କୁ ବୃଦ୍ଧି ପାଇଛି । କମିଛି ଦୈନିକ ମୃତ୍ୟୁସଂଖ୍ୟା । ଏବେ…

ବୁଲିଯିବା ଦକ୍ଷିଣ ଭାରତର ଉଚ୍ଚତମ ଜଳପ୍ରପାତ ‘ଡୁଡୁମା’

ଭୁବନେଶ୍ୱର: ପ୍ରାକୃତିକ ଶୋଭରାଜିରେ ଭରପୁର ଆମ ରାଜ୍ୟ ଓଡ଼ିଶା। ଏଠାକାର ପ୍ରତି କୋଣ ଅନୁକୋଣରେ ପ୍ରକୃତି ରାଣୀ ବିଛାଇ ଦେଇଛି ତାର ସୌନ୍ଦର୍ଯ୍ୟର ଚମକ। ବିଶେଷ କରି କର୍ପୂର ଜିଲ୍ଲାରେ। କୋରାପୁଟ ଏମିତି ଗୋଟିଏ ସ୍ଥାନ ଯେଉଁଠିକି ଥରେ ଗଲେ ଫେରିବାକୁ ଇଚ୍ଛା ହେବନି । ସୁନ୍ଦର ବନରାଜିର…