Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ଦୈନିକ କରୋନା ଆକ୍ରାନ୍ତ କମ୍ ଓ ସୁସ୍ଥ ହେଉଛନ୍ତି ଅଧିକ

ନୂଆଦିଲ୍ଲୀ: ଦେଶରେ ହ୍ରାସ ପାଉଛି କରୋନାର ପ୍ରଭାବ । ଦୈନିକ ସଂକ୍ରମଣ କମ୍ ହେଉଥିବା ବେଳେ ଅଧିକ ଲୋକ ସୁସ୍ଥ ହେଉଛନ୍ତି । ଆକ୍ଟିଭ୍ କେସ୍ ଓ ଦୈନିକ ମୃତ୍ୟୁସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ହଜାର ୪୦୮ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନାରୁ…

ରାଜ୍ୟରୁ ଆଉ ୧୧୨ କରୋନା ର‌ୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ ରହିଛନ୍ତି। ତା' ତଳକୁ ନୂଆପଡା ଓ ସମ୍ବଲପୁରରୁ ୧୪ ଜଣ ସୁସ୍ଥ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ପବିତ୍ର ମାଘ ସପ୍ତମୀ; ବୁଡ଼ ଲାଗି ପ୍ରଶାସନର କଟକଣା ଜାରି

କୋଣାର୍କ: କର‌ୋନା ମହାମାରୀକୁ ଦୃଷ୍ଟିରେ ରଖି କୋଣାର୍କ ନିକଟ ଚନ୍ଦ୍ରଭାଗା ବେଳାଭୂମିରେ ପବିତ୍ର ମାଘ ସପ୍ତମୀରେ ବୁଡ଼ ପକାଇବା ନ‌େଇ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଜିଲ୍ଲା ପ୍ରଶାସନ ସହ ଏକ ବୖ‌େଠକ ପରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ସୂଚନା ଦେଇ କହିଛନ୍ତି ଯେ ଏଥିପାଇଁ କେବଳ…

ଫେବୃଆରୀ ୧୩ରୁ ଫ୍ରଣ୍ଟଲାଇନ କର୍ମୀଙ୍କୁ ଟିକାର ୨ୟ ଡ‌ୋଜ ପ୍ରଦାନ

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ୧୩ରୁ ସ୍ୱାସ୍ଥ୍ୟ ସେବାର‌େ ନିୟ‌ୋଜିତ ଓ ଅନ୍ୟ ଫ୍ରଣ୍ଟଲାଇନ କର୍ମଚାରୀଙ୍କୁ କରୋନା ଟିକାର ଦ୍ବିତୀୟ ଡୋଜ ଦିଆଯିବ। ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁବାର ଦିନ ନିତି ଆୟୋଗ ସଦସ୍ୟ ଡ. ଭି.କେ ପଲ କହିଛନ୍ତି ଯ‌େ, “ଏପର୍ଯ୍ୟନ୍ତ ସେମାନଙ୍କୁ କେବଳ ଟିକାର…

୧୯ ଦିନରେ ଦେଶରେ ପାଖାପାଖି ୪୫ଲକ୍ଷ ଲୋକଙ୍କୁ ଟିକାଦାନ

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ମହାଅଭିଯାନ ଚଳାଇଛି ଭାରତ । ଜୋରଦାର ଚାଲିଛି କୋଭିଡ୍ ଟିକାକରଣ । ୧୯ ଦିନ ଭିତରେ ଦେଶେର ପାଖାପାଖି ୪୫ ଲକ୍ଷ ଲୋକଙ୍କୁ ଟିକା ଦିଆଗଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୪୯ହଜାର ୫୫୨…

ଆଜି ରାଜ୍ୟରୁ ୮୭ କରୋନା ପଜିଟିଭ୍, ସୁନ୍ଦରଗଡ଼ରୁ ୨୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ ଶହେରୁ କମ୍ ସଂକ୍ରମିତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୮୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୩୬ଟି । ସୁନ୍ଦରଗଡ଼ ଜିଲ୍ଲାରୁ…

ଦେଶରେ ୧ଲକ୍ଷ ୫୫ହଜାର କରୋନା ଆକ୍ଟିଭ୍ କେସ୍, ମୃତ୍ୟୁସଂଖ୍ୟା ୧ଲକ୍ଷ ୫୪ହଜାର

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ ଖସିବାରେ ଲାଗିଛି । ତ୍ୱରାନ୍ୱିତ ହୋଇଛି ଟିକାଦାନ ଅଭିଯାନ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ ହଜାର ୮୯୯ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୭ଲକ୍ଷ ୯୦ହଜାର ୧୮୩କୁ ବୃଦ୍ଧି ପାଇଛି । ଏହି ସମୟରେ କରୋନାରୁ…

ଦେଶରେ କରୋନା ନେଇଛି ୭୩୪ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ : ଦେଶରେ କିଲର କରୋନା ନେଇଛି ୭୩୪ ଜଣ ଡାକ୍ତରଙ୍କ ଜୀବନ । ମହାମାରୀ କରୋନା ଯୋଗୁ ଦେଶରେ ୧୬୨ ଜଣ ଡାକ୍ତର ପ୍ରାଣ ହରାଇଥିବା ସରକାର ରାଜ୍ୟସଭାକୁ ଅବଗତ କରିଥିଲେ। ତେବେ କରୋନା ଯୋଗୁ ୧୬୨ ନୁହେଁ ବରଂ ୭୩୪ ଜଣ ଡାକ୍ତରଙ୍କ ଜୀବନ ଯାଇଥିବା କହିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ ।…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୪.୪୦ ଲକ୍ଷରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଟିକାକରଣ ପ୍ରକ୍ରିୟା ସମଗ୍ର ବିଶ୍ୱରେ ଜାରି ରହିଥିବା ବେଳେ ଅନେକ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୪ ଲକ୍ଷ ୪୦ ହଜାର ୮୮୭ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଯାହା ପରେ ମୋଟ ମାମଲା ୧୦ କୋଟି ୪୩ ଲକ୍ଷ ୭୩…

ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ ଦିଆଯିବ କୋଭିଡ୍ ଟିକା

ଭୁବନେଶ୍ୱର: ସମ୍ମୁଖ ଯୋଦ୍ଧାଙ୍କ ପାଇଁ ବିଭିନ୍ନ ଅଫିସରେ ହେବ ଟିକା ରୁମ୍ । ସେମାନଙ୍କ ଅଫିସରେ ଟିକାକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ପ୍ରଥମ ପର୍ଯ୍ୟାୟରେ ଗୃହ ଓ ନଗର ଉନ୍ନୟନ ଏବଂ ରାଜସ୍ୱ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ…