Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ରାଜ୍ୟରୁ ୭୧ କରୋନା ପଜିଟିଭ୍, ୯୪୬ଟି ରହିଛି ଆକ୍ଟିଭ୍ କେସ୍

ଭୁବନେଶ୍ୱର: ମହାମାରୀ ଲଢ଼େଇରେ ଓଡ଼ିଶା ଏବେ ଭଲ ସ୍ଥିତିରେ ରହିଛି । ଶହେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ସୁସ୍ଥ ହାର ବଢ଼ିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୧ ଜଣ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୪୨ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ଦେଶରୁ ସୁସ୍ଥ ହେଲେଣି ୯୭% କରୋନା ଆକ୍ରାନ୍ତ, ଆଜି ୧୧ ହଜାର ନୂଆ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କମିଛି କରୋନା କାୟା । ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୧ହଜାର ୩୯ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୪ହଜାର ୨୨୫ ସଂକ୍ରମିତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୭ଲକ୍ଷ…

ଯୋଦ୍ଧା ମନେ ରହିବେ ଯୁଗଯୁଗ, ସହିଦ କୋଭିଡ ଯୋଦ୍ଧାଙ୍କୁ ମିଳିବ ସମ୍ମାନ, ସ୍ମାରକୀ ନିର୍ମାଣ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର: କୋଭିଡ ସହିଦ ଯୋଦ୍ଧାଙ୍କୁ ମିଳିବ ସମ୍ମାନ । କୋଭିଡ ସମୟରେ ଯୋଗାଇ ଦେଇଥିଲେ ନିରନ୍ତର ସେବା । ଅନେକ ସଂକ୍ରମିତ ହୋଇଥିଲେ । ଅନେକଙ୍କ ମୃତ୍ୟୁ ବି ହେଲା । ସେମାନଙ୍କୁ ସହିଦର ମାନ୍ୟତା ଦେଇ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଗଲା । ଏବେ ସେହି ସହିଦମାନଙ୍କ ସମ୍ମାନରେ…

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ବୁଧବାର ଦିନ ତଥା ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ଯେଉଁଥିପାଇଁ କାଲି ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା ଏହା କରାଯାଇଥାଏ।…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୬୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୬୦ ନୂଆ ଆକ୍ରାନ୍ତ । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

୯ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ ଦୈନିକ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ତଳକୁ ଖସିଛି। ଏନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୮,୬୩୫ ଜଣ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୭୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା କାୟା। ଉଭୟ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଉଛି। ଗତ ୨୪ଘଣ୍ଟାରେ ଓଡ଼ିଶାରୁ ଚିହ୍ନଟ ହୋଇଛନ୍ତି ୭୯ ନୂଆ ଆକ୍ରାନ୍ତ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ୭୯ ନୂଆ ଆକ୍ରାନ୍ତଙ୍କ ଭିତରେ…

ସଞ୍ଚାର କଳାକାର ଦୁଃଖନାଶନ ବେହେରା ବେନି ମାଧବ ସମ୍ମାନ ପାଇଁ ମନୋନୀତ

ସମ୍ବଲପୁର : ଗଙ୍ଗାଧର ବିଶି ପ୍ରକାଶନୀ ସମ୍ବଲପୁର ତରଫରୁ ଦ୍ୱିତୀୟ "ବେନି ମାଧବ ସମ୍ମାନ" ପାଇବା ପାଇଁ ବିଶିଷ୍ଟ ସଞ୍ଚାର କଳାକାର  ଦୁଃଖନାଶନ ବେହେରା ମନୋନୀତ ହୋଇଛନ୍ତି। ଏକ ସ୍ଵତନ୍ତ୍ର ବୈଠକରେ ମନୋନୟନ କମିଟିର ସଦସ୍ଯ ଶ୍ରୀଯୁକ୍ତ ସଞ୍ଜୟ ସୂପକାର, ଶ୍ରୀଯୁକ୍ତ ଅଶୋକ ପଧାନ, ଡ.…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୩.୮୫ ଲକ୍ଷ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନାର ପ୍ରକୋପ ବଢିବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୩ ଲକ୍ଷ ୮୫ ହଜାର ୮୮୮ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଯାହା ପରେ ମୋଟ ମାମଲା ୧୦ କୋଟି ୩୫ ଲକ୍ଷ ୦୩ ହଜାର ୫୩୩ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା…

ପାକିସ୍ତାନକୁ ମାଗଣା ଟିକା ଦେବ ଭାରତ

ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଭାରତରେ ଟିକାକରଣ ଜାରି ରହିଛି। ଏଭଳି ସ୍ଥଳେ ପଡୋଶୀ ଦେଶକୁ ଭାରତର କରୋନା ଟିକା ପଠାଇବାକୁ ସ୍ଥିର କରାଯାଇଛି। କୂଟନୈତିକ ସ୍ତରରେ ଗଲ୍ଫର ଘନିଷ୍ଠ ଅଂଶୀଦାର ଥିବା ଓମାନକୁ ୧ ଲକ୍ଷ ଆଣ୍ଟି-କୋଭିଡ ସଟ୍ ପଠାଇବା ଲାଗି ନିଷ୍ପତ୍ତି ହୋଇଛି।…