Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡ଼ିଶାରୁ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୩ ନୂଆ ଆକ୍ରାନ୍ତ । https://twitter.com/IPR_Odisha/status/1354667564392009728?s=19 ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୬୭ ସଂକ୍ରମିତ ।…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୫.୭୪ ଲକ୍ଷରୁ ଅଧିକ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ପ୍ରତି ବିପଦ କମିବାର ନାଁ ନେଉ ନାହିଁ। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୭୪ ହଜାର ୯୪୮ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି, ଯାହା ପରେ ମୋଟ ମାମଲା ୧୦ କୋଟି ୧୩ ଲକ୍ଷ ୯୬ ହଜାର ୩୬୬ କୁ ବୃଦ୍ଧି ପାଇଛି। ଏଥି ସହିତ, ଗତ ୨୪…

ଗାନ୍ଧୀ ଗଳ୍ପ ସଂକଳନ ଲୋକାର୍ପିତ

ଭୁବନେଶ୍ୱର : ଭୁବନେଶ୍ୱରର ଏଥେନା ବୁକସ ପରିସରରେ ଗାନ୍ଧୀ ଗଳ୍ପ ସଂକଳନ ଲୋକାର୍ପିତ ହୋଇ ଯାଇଛି। ଏହି ଗଳ୍ପ ସଂକଳନଟିକୁ କଥାକାର ଡ଼ .ସୁରେଶ ଛୋଟରାୟ ସମ୍ପାଦନା କରିଛନ୍ତି। ଏଥିରେ ବୀଣାପାଣି ମହାନ୍ତି,ପଦ୍ମଜ ପାଲ, ଗୌରହରି ଦାସ, କବିତା ବାରିକ, ମମତାମୟୀ ଚୌଧୁରୀ, ରବି ପଣ୍ଡା , ତପନ…

ଦିନକରେ ଦେଶରୁ ୧୧ ହଜାର କରୋନା ପଜିଟିଭ୍ ଚିହ୍ନଟ, ୧୪ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ ଧିରେଧିରେ ଦୈନିକ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ ହଜାର ୬୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୧୪ ହଜାର ୩୦୧ ସଂକ୍ରମିତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…

ଦେଶରେ ଟିକା ନେଲେଣି ୨୩ ଲକ୍ଷ ସ୍ବାସ୍ଥ୍ୟକର୍ମୀ

ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ସାରା ଦେଶରେ ଜାରି ରହିଛି ଟିକାକରଣ । ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷରୁ ଅଧିକ ସ୍ୱାସ୍ଥ୍ୟସେବା କର୍ମଚାରୀ ଟିକା ନେଇ ସାରିଲେଣି । ଆଜି ପ୍ରାୟ ୩ ଲକ୍ଷ ହିତାଧିକାରୀ ଟିକା ନେଇଛନ୍ତି । ଟିକା ନେବା ପରେ ଏଯାଏଁ କେବଳ ୦.୦୦୦୭ ପ୍ରତିଶତ ଲୋକ ଡାକ୍ତରଖାନାରେ…

ଫେବୃଆରୀ ମାସ ପାଇଁ କରୋନା ଗାଇଡଲାଇନ

ନୂଆଦିଲ୍ଲୀ: ଫେବୃଆରୀ ମାସ ପାଇଁ କେନ୍ଦ୍ର ସରକାର ଜାରି କଲେ କରୋନା ଗାଇଡଲାଇନ। ଜାନୁଆରୀ ମାସ ଭଳି ଫେବୃଆରୀ ମାସର ଗାଇଡଲାଇନରେ ବିଶେଷ କିଛି ପରିବର୍ତ୍ତନ କରାଯାଇନାହିଁ । ପୂର୍ବଭଳି ମାସ୍କ, ସାନିଟାଇଜେସନ ଓ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର ।…

ରାଜ୍ୟରେ ଆଉ ୧୩୮ ପିଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୬୭

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୧୦ କୋଟି ପାର୍‌

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ ଜାରି ରହିଛି। ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫ ଲକ୍ଷ ୧୭ ହଜାର ୫୪୩ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହାସହିତ ମୋଟ ମାମଲା ୧୦ କୋଟି ୦୮ ଲକ୍ଷ ୦୧ ହଜାର ୪୬୫ କୁ ବୃଦ୍ଧି ପାଇଛି। ଏଥି ସହିତ, ଗତ ୨୪ ଘଣ୍ଟା ମଧ୍ୟରେ…

ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୨,୬୮୯; ସୁସ୍ଥ ହାର ୯୭ ପ୍ରତିଶତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀର ସ୍ଥିତି ସୁଧୁରିବାରେ ଲାଗିଛି। ଗୋଟିଏ ପଟେ ଦେଶରେ କରୋନାରୁ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ପ୍ରାୟ ୯୭ ପ୍ରତିଶତକୁ ଖସି ଆସିଥିବା ବେଳେ ଅନ୍ୟପଟେ ସକ୍ରିୟ ମାମଲା ମଧ୍ୟ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ବିଷୟରେ କହିବାକୁ ଗଲେ…

ମାସେ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଲେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର : ମାସେ ପାଇଁ ଆନ୍ଦୋଳନ ସ୍ଥଗିତ ରଖିଲେ ସ୍ବାସ୍ଥ୍ୟକର୍ମୀ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘର ଆବାହିକା ମମତା ନାୟକ । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି । ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିଛି, ତେଣୁ…