Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲରେ କୋଭିଡ-୧୯ ଟିକାକରଣ

ଭୁବନେଶ୍ୱର: ଦେଶରେ କୋଭିଡ-୧୯ ଟିକାକରଣର ଶୁଭାରମ୍ଭ ହୋଇଥିବା ବେଳେ ଶନିବାର ଏହି ଅଭିଯାନରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ସାମିଲ ହୋଇଛି। ଏହି ଟିକାକରଣ ସମୟରେ ସୋଆ କୁଳପତି ତଥା ବିଶିଷ୍ଟ ନ୍ୟୁରୋସର୍ଜନ…

ରାଜ୍ୟରୁ ଆଜି ଚିହ୍ନଟ ହେଲେ ୧୭୮ କରୋନା ପଜିଟିଭ୍, ପଶ୍ଚିମ ଓଡ଼ିଶାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୭୮ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୦୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୫ଟି । ୨୨ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ପଶ୍ଚିମ ଓଡ଼ିଶା ଜିଲ୍ଲାରୁ ଅଧିକ ନୂଆ…

ଗୁଜବରେ ବିଶ୍ୱାସ ନକରି ଟିକା ନେବାକୁ ଅପିଲ କଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

ଭୁବନେଶ୍ୱର: କୋଭିଡ୍ ଟିକା ନେଉଛି ଓଡ଼ିଶା । ସ୍ୱାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦିଆଯାଉଛି । ଆଜି କ୍ୟାପିଟାଲ୍ ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ ବି ଟିକା ନେଇଛନ୍ତି । ସେ କହିଛନ୍ତି, କୌଣସି ପାର୍ଶ୍ଵ ପ୍ରତିକ୍ରିୟା ନାହିଁ । ଟିକା ନେବାର ଅଧଘଣ୍ଟା…

ଟିକାକରଣ ଫିଡବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଟିକା ନେଉଛି ଓଡିଶା । ଆଜିଠାରୁ ରାଜ୍ୟବ୍ୟାପୀ କୋଭିଡ୍ ଟିକାକରଣ ଆରମ୍ଭ ହୋଇଛି । ରାଜ୍ୟରେ ଟିକାକରଣ ଫିଡବ୍ୟାକ୍ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକା ନେଇଥିବା ବ୍ୟକ୍ତି ନିଜ ଅନୁଭୂତି ବଖାଣିଛନ୍ତି । ସେମାନଙ୍କୁ ବ୍ୟବସ୍ଥା ବାବଦରେ ପଚାରି ବୁଝିଛନ୍ତି…

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ ଅବଜରଭେସନ ରୁମ୍‌ରେ ଅଛନ୍ତି । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ…

ବିଶ୍ୱ କରୋନା; ସଂକ୍ରମିତଙ୍କ ସଂଖ୍ୟା ୯.୩୫ କୋଟି ପାର୍‌ କରିଥିବା ବେଳେ ୨୦ ଲକ୍ଷ ଅତିକ୍ରମ କଲାଣି କରୋନା ଜନିତ…

ନୂଆଦିଲ୍ଲୀ: ବିଶ୍ୱରେ କରୋନାଭାଇରସ୍ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ତଥ୍ୟ ଅନୁଯାୟୀ, ସାରା ବିଶ୍ୱରେ କରୋନୋ ଭାଇରସ୍ ଯୋଗୁଁ ୨ ମିଲିୟନ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏହା ବ୍ୟତୀତ ଗତ ବର୍ଷ ଜାନୁଆରୀରେ ଚାଇନାରୁ ୯ କୋଟି ୩୫ ଲକ୍ଷ ୧୮ ହଜାର ୧୮୨ ଲୋକ ଏହି ଭୂତାଣୁ…

ପ୍ରତୀକ୍ଷାର ଅନ୍ତ: ସାରା ଦେଶରେ ଆରମ୍ଭ ହେଲା କରୋନା ଟିକାକରଣ

ନୂଆଦିଲ୍ଲୀ: ଦୀର୍ଘ ପ୍ରତୀକ୍ଷାର ଅନ୍ତ । ବିଶ୍ୱରେ ସର୍ବବୃହତ ଟିକାକରଣ ଅଭିଯାନ ଆରମ୍ଭ କରିଛି ଭାରତ । ଦେଶବ୍ୟାପୀ କୋଭିଡ୍ ଟିକାକରଣର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭର୍ଚୁଆରେ ଦେଶର ୩ହଜାରରୁ ଅଧିକ କେନ୍ଦ୍ରରେ ଟିକାକରଣପ ସେ ଶୁଭାରମ୍ଭ କରିଛନ୍ତି । ପ୍ରତି…

ଲକ୍ଷେ ୫୨ ହଜାର ଟପିଲା ଦେଶରେ କରୋନା ମୃତ୍ୟୁସଂଖ୍ୟା, ୨୪ ଘଣ୍ଟାରେ ୧୫ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ମହାମାରୀ ସହ ଲଢ଼େଇ ଭିତରେ ଆଜି ଆରମ୍ଭ ହେଉଛି ଟିକାକରଣ । ଏହାସହ ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ ହଜାର ୧୫୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୫ଲକ୍ଷ ୪୨ହଜାର ୮୪୧କୁ ବୃଦ୍ଧି ପାଇଛି ।…

ଓଡ଼ିଶାର ୧୬୧ଟି କେନ୍ଦ୍ରରେ ଟିକାକରଣ, ଫିଡବ୍ୟାକ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ଟିକାକରଣ ପାଇଁ ତୟାର ଓଡ଼ିଶା । ଆଉ କିଛି ସମୟ ପରେ ଆରମ୍ଭ ହେବ ମହାଅଭିଯାନ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଏହାର ଶୁଭାରମ୍ଭ ହେବ । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସହ ବିଭାଗର ବହୁ ବରିଷ୍ଠ ଅଧିକାରୀ…

ବାଲୁକାକଳାରେ ଟିକାକରଣ ସଚେତନତାର ବାର୍ତ୍ତା

ପୁରୀ: କରୋନା ଟିକାକରଣ ନେଇ ବାଲୁକା କଳା । ପୁରୀ ବେଳାଭୂମିରେ ବାଲୁକା କଳାରେ ଟିକାକରଣ ନେଇ ସଚେତନତାର ବାର୍ତ୍ତା ଦେିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପ ସୁଦର୍ଶନ ପଟ୍ଟନାୟକ । ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ବିଶାଳ ବାଲୁକା କଳାରେ ବୃହତ ଟିକାକରଣ ଅଭିଯାନରେ ସମସ୍ତଙ୍କୁ…