Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦିନକରେ ଓଡ଼ିଶାରୁ ୨୨୪ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୦ ହଜାର ୫୪୫ରେ ପହଞ୍ଚିଛି। ଅଧିକ ପଢନ୍ତୁ- ଆଜି ଓଡ଼ିଶାରୁ…

ସେରମ ଇନଷ୍ଟିଚ୍ୟୁଟ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ : କରୋନା ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ କୋଠାରେ ହୋଇଥିବା ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ବିଲଡିଂ ମଧ୍ୟରୁ ଅନ୍ୟ ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏବେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ଏନଡିଆରଏଫ ଟିମ୍‌…

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଦାନ କଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ : ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କଲେ ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର । ଶ୍ରୀ ରାମ ଜନ୍ମଭୂମି ତୀର୍ଥସ୍ଥାନ ଟ୍ରଷ୍ଟର ସନ୍ଥଙ୍କୁ ସାକ୍ଷାତ କରି ୧ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ଗମ୍ଭୀର । ଏହି ଅବସରରେ ଗମ୍ଭୀର…

ସେବାୟତଙ୍କୁ କୋଭିଡ୍ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ କୋଭିଡ୍ ଟିକା ଦିଆଯିବା ନେଇ ସ୍ୱାସ୍ଥ୍ୟ ବିଭାଗ ନିକଟରେ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ ରଖିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ନେଇ ମୁଖ୍ୟ ସାସନ ସଚିବଙ୍କୁ ଏକ ଚିଠି ଲେଖି ଜଣାଇଛନ୍ତି । ଆଜିଠୁ ଶ୍ରୀମନ୍ଦିରରେ କୋଭିଡ ନେଗେଟିଭ୍ ରିପୋର୍ଟ ବିନା ଦର୍ଶନ…

କରୋନା ଟିକା ପ୍ରସ୍ତୁତକାରୀ ସେରମ ଇନଷ୍ଟିଚ୍ୟୁଟରେ ଭୟଙ୍କର ନିଆଁ

ପୁଣେ: କରୋନା ମହାମାରୀକୁ ମାତ୍‌ ଦେବା ପାଇଁ ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଭୟଙ୍କର ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟ ପରିସର ମଧ୍ୟରେ ଥିବା ମଞ୍ଜରୀ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି । ଏଠାରେ ଥିବା ସେରମ ଟର୍ମିନାଲ-୧ରେ ନିଆଁ ଲାଗିଥିବାରୁ…

ଧଉଳି ଗିରି ଓ କୌଶଲ୍ୟାଗଙ୍ଗର ଇତିହାସ; ଏକ ନୂତନ ଅନ୍ଵେଷଣ

କୈଳାସଚନ୍ଦ୍ର ଦାଶ ବୌଦ୍ଧ କୀର୍ତ୍ତଯୁକ୍ତ ଧଉଳୀ ଅଞ୍ଚଳ ଯେ ତୋଷାଳୀର ଅଂଗ ଥିଲା  ତାହାର ଏକ ଅଭ୍ରାନ୍ତ ପ୍ରମାଣ କୌଶଲ୍ୟାଗଙ୍ଗ ।କୌଶଲ୍ୟାଗଙ୍ଗକୁ ନେଇ ଏକ ଜନଶ୍ରୁତି ରହିଛି ଯାହା ମାଦଳାପାଞ୍ଜିର ରାଜଭୋଗରେ ସ୍ଥାନ ପାଇଛି ।ଏହା ମଧ୍ୟ ଦେଶଖଂଜା ପୋଥିରେ ଭିନ୍ନ ଭାବରେ ଉପସ୍ଥାପନ କରାଯାଇଛି…

ଆଜି ଓଡ଼ିଶାରୁ ଚିହ୍ନଟ ହେଲେ ୧୪୩ କରୋନା ପଜିଟିଭ୍, ୧୯ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଟିକାକରଣ ଚାଲଛି । ଏହାରି ଭିତରେ ଦୈନିକ ଖସୁଛି କରୋନା ସଂକ୍ରମଣ । କାବୁ ପାଉଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହଛି ୫୯ଟି । ୨୩…

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ ଟିକାକରଣ । ପ୍ରଥମ ପର୍ଯ୍ୟାୟରେ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯାଉଛି ଟିକା । ଖୁବଶୀଘ୍ର ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ଟିକା ନେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ।…

ଟିକାକରଣର ପଞ୍ଚମ ଦିନ: ଆଜି ରାଜ୍ୟରେ ୩୭ ହଜାର ଟିକାଦାନ ଲକ୍ଷ୍ୟ

ଭୁବନେଶ୍ୱର: ପ୍ରଥମ ପର୍ୟ୍ୟାୟ କରୋନା ଟିକାକରଣର ଆଜି ପଞ୍ଚମ ଦିନ । ଆଜି ୪୩୬ଟି ସେସନରେ ୩୭ହଜାର ୭୬ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଟିକା ନେଲେଣି ୬୮ହଜାର ୭୪୩ ସ୍ୱାସ୍ଥ୍ୟକର୍ମୀ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଦେଶରୁ ୨୪ ଘଣ୍ଟାରେ ୧୫ ହଜାର କରୋନା ପଜିଟିଭ୍ ଚିହ୍ନଟ, ୧୯ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କମିଛି ଦୈନିକ କରୋନା ସଂକ୍ରମଣ । ବଢୁଛି ସୁସ୍ଥଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରେ ୭ ଲକ୍ଷରୁ ଅଧି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୧୫ହଜାର ୨୨୩ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି ୧୯ହଜାର ୯୬୫ ସଂକ୍ରମିତ । ଦେଶରେ…