Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ ଦ୍ୱିତୀୟ ଦିନରେ ଟିକାକରଣ: ୩୧ ହଜାର ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ଟିକାକରଣ । ଦ୍ୱିତୀୟ ଦିନରେ ୩୧ହଜାର ୯୦୨ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ୩୮୦ ସେସନ ମାଧମରେ ୩୧,୯୦୨ ଜଣଙ୍କୁ ଟିକାକରଣ କରାଯିବ । ଆଜିଠୁ ୨୫ ତାରିଖ ଯାଏ ୧୬ଶହ ୯୮ଟି ସେସନରେ ୧ ଲକ୍ଷ ୭୮ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା…

କମୁଛି କରୋନା କାୟା: ୨୪ ଘଣ୍ଟାରେ ରାଜ୍ୟରୁ ୧୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା କାୟା କମୁଛି । ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୧୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୭୯ ଜଣ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୫ଟି । ମୋଟ୍ ୨୧ ଜିଲ୍ଲାରୁ…

ଦେଶରେ ୧୩ହଜାରକୁ ଖସିଲା ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ ହ୍ରାସ ପାଉଛି । ଟିକାକରଣ ଭିତରେ କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୩ହଜାର ୭୮୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୫ଲକ୍ଷ ୭୧ହଜାର ୭୭୩କୁ ବୃଦ୍ଧି ପାଇଛି । ଦେଶରେ…

ଟିକାଦାନରେ ବିଶ୍ବ ରେକର୍ଡ: ପ୍ରଥମ ଦିନରେ ଭାରତରେ ୨ଲକ୍ଷ ୭ହଜାର ଟିକାଦାନ

ନୂଆଦିଲ୍ଲୀ: ସାରା ଦେଶରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୨୪ ହଜାର ୩୦୧ ଜଣଙ୍କୁ କୋଭିଡ ଟିକା ଦିଆଯାଇଛି। ଆଜି କେବଳ ଦେଶର ୬ଟି ରାଜ୍ୟରେ ଟିକାକରଣ ହୋଇଛି। ଗତକାଲି ପ୍ରଥମ ଦିନରେ ୨ ଲକ୍ଷ ୭ହଜାର ୨୨୯ ଜଣ ଟିକା ନେଇଥିଲେ। ଯାହାକି ଏକ ରେକର୍ଡ। ବିଶ୍ବର କୌଣସି ଦେଶରେ ଗୋଟିଏ ଦିନରେ ଏତେ ସଂଖ୍ୟକ…

ଦିନକରେ ଓଡ଼ିଶାରୁ ୨୨୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1350801812895383554?s=19 ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ…

ଦିନକରେ ରାଜ୍ୟରୁ ୧୮୩ କରୋନା ପଜିଟିଭ୍ ଚିହ୍ନଟ, ୧ ମୃତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୩ ନୂଆ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/IPR_Odisha/status/1350690158576758784?s=19 ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୭ ଲକ୍ଷରୁ ଅଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ଆତଙ୍କ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭ ଲକ୍ଷ ୯୨,୦୦୦ରୁ ଅଧିକ କରୋନା ମାମଲା ପଞ୍ଜିକୃତ ହୋଇଛି। ଯାହା ପରେ ମୋଟ ସଂଖ୍ୟା ୯ କୋଟି ୪୯ ଲକ୍ଷ ୨୨ ହଜାର ୯୬୪ ହୋଇଛି। ଏଥି ସହିତ ଦିନରେ ୧୩ ହଜାର ଲୋକ କରୋନାଙ୍କ କବଳରେ ମୃତ୍ୟୁ ବରଣ କରିଛନ୍ତି। ଯାହା…

ଦିନନାଥ ପାଠୀଙ୍କ ସମ୍ପାଦିତ “ଚିତ୍ରଶାସ୍ତ୍ର”, ଓଡିଶୀ ଚିତ୍ରକଳାର ପ୍ରାଚୀନ ବ୍ୟାକରଣ

ବହି- ଚିତ୍ରଶାସ୍ତ୍ର, ପାମ ଲିଫ ମାନ୍ୟୁସ୍କ୍ରିପ୍ଟ ଫ୍ରମ ଓଡିଶା ଲେଖକ-ଏବରହାର୍ଡ ଫିଶର-ଦିନନାଥ ପାଠୀ ପ୍ରକାଶକ- ମ୍ୟୁଜିୟମ ରିଟବର୍ଗ, ଜୁରିକ, ସୁଇଜରଲାଣ୍ଡ ଏବଂ ଆଲିସ ବୋନର ଫାଉଣ୍ଡେସନ, ବାରାଣସି ପୃଷ୍ଠା-୯୪, ପ୍ରକାଶକାଳ- ୨୦୨୦…

କରୋନା ଟିକା ନେବା ପରେ ଗଲାଣି ୨୩ ଜୀବନ, ଅନେକ ଅସୁସ୍ଥ

ନରଓ୍ୱେ: କରୋନା କବଳରୁ ମୁକ୍ତି ପାଇବାକୁ ସାରା ବିଶ୍ୱରେ ଟୀକାକରଣ ଆରମ୍ଭ ହୋଇ ଯାଇଛି। ଏହାକୁ ନେଇ ସବୁ ଆଡେ ଏକ ପ୍ରକାର ଆଶ୍ୱସ୍ତି ଦେଖାଦେଇଥିବା ବେଳେ ନରଓ୍ୱେରରୁ ଆସିଛି ବିକଳ୍ପ ଚିତ୍ର। ଏଠାରେ ଟିକା ନେବା ପରେ ପାଖାପାଖି ୨୩ ଜଣଙ୍କର ପ୍ରାଣ ଯାଇଥିବା ବେଳେ ଅନେକ ଅସୁସ୍ଥ…

କମୁଛି କରୋନା କାୟା: ଦେଶରେ ୨%ରୁ କମ୍ ଆକ୍ଟିଭ୍ କେସ୍, ବଢୁଛି ସୁସ୍ଥହାର

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ହଜାର ୧୪୪ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୫ଲକ୍ଷ ୫୭ହଜାର ୯୮୫କୁ ବୃଦ୍ଧି ପାଇଛି । ବଢୁଛି ମୃତ୍ୟୁସଂଖ୍ୟା ।…