Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଗୁରୁ ପ୍ରଣାମ ମହୋତ୍ସବ ଆୟୋଜିତ

ଭୁବନେଶ୍ୱର: ସ୍ୱାମୀ ଦୟାନନ୍ଦ ସର୍ଭିସ ମିଶନ ପକ୍ଷରୁ ବୁଦ୍ଧ ମନ୍ଦିର ପରିସରରେ ଗୁରୁ ପ୍ରଣାମ ମହୋତ୍ସବ ଆୟୋଜିତ ହୋଇଯାଇଛି। ଏଥିରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।ଗୁରୁ ମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ସମ୍ମାନ ପ୍ରଦର୍ଶନ କଲେ ପୂରା ସମାଜର…

ରାଜ୍ୟର ୨୩ ଜିଲ୍ଲାରୁ ୨୩୦ କରୋନା ପଜିଟିଭ୍, ୧୧ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା କମିଛି । ଅଧିକାଂଶ ଜିଲ୍ଲାରୁ ଦୈନିକ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ବି କମ୍ ରହୁଛି । ଗତ ୨୪ ଘଣ୍ଟାରେ ୨୩ଜିଲ୍ଲାରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୧ ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍ । ଦିନକରେ ବାହାରିଛନ୍ତି ୨୩୦ ପଜିଟିଭ୍ ।…

ଦେଶରେ କୋଟିଏ ଟପିଲା କରୋନା ସୁସ୍ଥ ସଂଖ୍ୟା, ଅଢ଼େଇ ଲକ୍ଷରୁ କମ୍ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ଟିକାକରଣ ପୂର୍ବରୁ କରୋନା ଲଢ଼େଇରେ ଆସିଲା ଆଉ ଗୋଟିଏ ଖୁସି ଖବର । ଦେଶରେ କରୋନାରୁ ସୁସ୍ଥ ହେଲେଣି କୋଟିଏ ଆକ୍ରାନ୍ତ । ସୁସ୍ଥ ସଂଖ୍ୟା ଆଜି କୋଟିଏ ପାର କରିଛି । ବର୍ତ୍ତମାନ ସୁଦ୍ଧା ଦେଶରୁ ଆରୋଗ୍ୟ ଲାଭ କଲେଣି ୧କୋଟି ୧୬ହଜାର ୮୫୯ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସୁସ୍ଥ…

ବୌଦ୍ଧ କୀର୍ତ୍ତିରାଜିର ମୁଖ ସାକ୍ଷୀ ଯାଜପୁରର ଉଦୟଗିରି ଓ ରତ୍ନଗିରି

ଯାଜପୁର: ଯାଜପୁର ଜିଲ୍ଲାର କୋଣ ଅନୁକୋଣରେ ରହିଛି ପ୍ରାଚୀନ ସଂସ୍କୃତିର ଛାପ । ଐତିହ୍ୟମଣ୍ଡିତ କୀର୍ତ୍ତିସ୍ଥଳ ଉପରେ ପର୍ଯ୍ୟଟନ କ୍ଷେତ୍ର ଶୋଭିତ । ପ୍ରାଚୀନ ଉତ୍କଳର ରାଜଧାନୀ ଥିବା ଯାଜପୁରର ଗଳିକନ୍ଦିରେ ପୌରାଣିକ ଓ ଐତିହାସିକ କୀର୍ତ୍ତିରାଜି ବିଦ୍ୟମାନ । ଜିଲ୍ଲାରେ ରହିଛି ବିଶ୍ୱ…

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି

ପୁରୀ: ବୁଧବାର ପୌଷ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ 'ବନକ ଲାଗି' ବା 'ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହୋଇଅଛି । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ମହାପ୍ରଭୁଙ୍କ ଏହି ଗୁପ୍ତ ସେବା ପ୍ରାୟ ୪…

ଓଡ଼ିଶାରେ ୩ ଲକ୍ଷ ୨୭ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୩୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୭ ହଜାର ୦୦୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।…

“ସିଦ୍ଧାନ୍ତ ଦର୍ପଣ”ର ସିଦ୍ଧ ଋଷି ଓ ଓଡିଶାର ସର୍ବଶ୍ରେଷ୍ଠ “ଦେଶୀ” ବୈଜ୍ଞାନିକ ପଠାଣି ସାମନ୍ତ

୧୮୯୭ ମସିହା ନଭେମ୍ବର ମାସରେ ଯେତେବେଳେ ରେଭେନ୍ସା କଲେଜର ତତ୍କାଳୀନ ବିଜ୍ଞାନ ଅଧ୍ୟାପକ ଯୋଗେଶ ଚନ୍ଦ୍ର ରାୟ ବିଦ୍ୟାନିଧି ପଠାଣି ସାମନ୍ତଙ୍କ “ସିଦ୍ଧାନ୍ତ ଦର୍ପଣ” ପାଇଁ ମୁଖବନ୍ଧର ଶେଷ ପାରାଗ୍ରାଫ ଲେଖୁଛନ୍ତି, ସେତେବେଳେ ତାଙ୍କ ମନରେ ଏକ ପ୍ରଚଣ୍ଡ ବିଷାଦଭାବ ଆସୁଛି। ପଠାଣି ସାମନ୍ତ,…

ସମଲେଶ୍ବରୀ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି

ସମ୍ବଲପୁର : କୋଭିଡ କଟକଣା ସହ ସ୍ଥାନୀୟ ଭକ୍ତଙ୍କ ଦର୍ଶନ ଲାଗି ସମଲେଶ୍ବରୀ ମନ୍ଦିର ଖୋଲା ଯାଇଛି । ମା'ଙ୍କ ଦର୍ଶନ ପାଇଁ ସକାଳ ୬ ଟାରୁ ଆରମ୍ଭ ହୋଇ ଅପରାହ୍ନ ପର୍ଯ୍ୟନ୍ତ ଭକ୍ତଙ୍କ ପ୍ରବଳ ଗହଳି ଦେଖାଯାଉଛି। ତେବେ ଏହାକୁ ଦୃଷ୍ଟିରେ ରଖି କ୍ଷେତ ରାଜ ପୁର ପୁଲିସ ପକ୍ଷରୁ ପରିଚୟ ପତ୍ର…

୩୯ତମ ଓଡ଼ିଶା ଲଳିତ କଳା ଏକାଡେମୀ ପୁରସ୍କାର  ଘୋଷିତ

ଭୁବନେଶ୍ୱର: ୨୦୨୦-୨୧ ବର୍ଷ ପାଇଁ ୩୯ତମ ଓଡ଼ିଶା ଲଳିତ କଳା ଏକାଡେମୀ ପୁରସ୍କାର  ଘୋଷିତ ହୋଇଛି । ଶ୍ରେଷ୍ଠ କୃତି ପାଇଁ ୮ଜଣ ଶିଳ୍ପୀ ୨ ଲକ୍ଷ ଟଙ୍କାର ପୁରସ୍କାର ପାଇବେ । ଭାସ୍କର୍ଯ୍ୟ ପାଇଁ ବିଶ୍ୱରଞ୍ଜନ କର ଓ ସୁଧିରଞ୍ଜନ ମହାରଥା ମନୋନୀତ ହୋଇଛନ୍ତି । ମୁଦ୍ରଣ କଳା ପାଇଁ ସୁଜିତ କୁମାର…

କରୋନା ଟିକା ନେବା ସବୁ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ: ଡିଏମଇଟି

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ସୂଚନା ଅନୁସାରେ ୧୦ଦିନ ଭିତରେ ରାଜ୍ୟରେ ପହଞ୍ଚିପାରେ କରୋନା ଟିକା । ପହଞ୍ଚିବା କ୍ଷଣି ଦିନେ ଦୁଇ ଦିନ ଭିତରେ ରାଜ୍ୟରେ ଟିକାକରଣ ଆରମ୍ଭ ହେବ । ସେଥିପାଇଁ ଆମେ ପ୍ରସ୍ତୁତ ଅଛୁ । ଏହି ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ…