Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପୁଣି ୨୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ୨୫୨ ମୃତ

ନୂଆଦିଲ୍ଲୀ: ଦେଶରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ହଜାର ୪୩୨ ନୂଆ ଆକ୍ରାନ୍ତ । ଏହି ସମୟରେ ଟେଷ୍ଟ ୮ଲକ୍ଷ ୮୩ ହଜାର କୋଭିଡ୍ ଟେଷ୍ଟ ହୋଇଥିଲା । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୨୪ହଜାର ୩୦୩କୁ ବୃଦ୍ଧି ପାଇଛି । ଦେଶରେ ବଢୁଛି…

୨୨ ଦିନରେ ବ୍ରିଟେନରୁ ଓଡ଼ିଶା ଫେରିଛନ୍ତି ୧୮୧ ଜଣ, ୬ ପଜିଟିଭ୍

ଭୁବନେଶ୍ୱର: ୨୨ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ । ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି । ନଭେମ୍ବର ୩୦ରୁ ଡିସେମ୍ବର ୨୧ ତାରିଖ ଯାଏଁ ୧୮୧ ଜଣ ଫେରିଛନ୍ତି ଓଡ଼ିଶା । ସେମାନଙ୍କ ମଧ୍ୟରୁ ୧୧୯ ଜଣଙ୍କ ସନ୍ଧାନ ମିଳିଛି । ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ…

ଜଣେ ପାଞ୍ଚ ମାସର ଶିଶୁ ସମେତ ରାଜ୍ୟରୁ କରୋନା ନେଲା ୩ଜୀବନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ମହାମାରୀ ନେଇଛି ଆଉ ୩ ସଂକ୍ରମିତଙ୍କ ଜୀବନ । ରାୟଗଡ଼ାରେ ଜଣେ ପାଞ୍ଚ ମାସର ଶିଶୁ ପୁତ୍ର କରୋନାରେ ଆଖି ବୁଜିଛି । ଭୁବନେଶ୍ୱରରେ ମୃତ୍ୟୁବରଣ କରିଛନ୍ତି ଜଣେ ୬୦ବର୍ଷୀୟ ମହିଳା । ସେହିପରି ସୁନ୍ଦରଗଡ଼ରେ ଜଣେ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଉଛି । ଗତ ୨୪ଘଣ୍ଟାରେ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ବହୁ ମାସ ପରେ ଶହେ…

ଜାନୁଆରୀ ୩ରୁ ଖୋଲିବ ମାଆ ସମଲେଶ୍ୱରୀଙ୍କ ମନ୍ଦିର, ଏକାସଙ୍ଗେ ମନ୍ଦିର ଭିତରକୁ ୫ଜଣ ଭକ୍ତଙ୍କୁ ପ୍ରବେଶ ଅନୁମତି

ସମ୍ୱଲପୁର: ଜାନୁଆରୀ ୩ ତାରିଖରେ ଖୋଲିବ ସମ୍ୱଲପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ମନ୍ଦିର । ମନ୍ଦିର ଖୋଲିବା ଓ ଦର୍ଶନ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏସଓପି ଜାରି ହୋଇଛି । ୩ ରୁ ୭ ତାରିଖ ଯାଏଁ ସମ୍ବଲପୁରବାସୀ ମାଆଙ୍କୁ ଦର୍ଶନ କରିପାରିବେ । ଆସନ୍ତା ୭ ତାରିଖ ପରେ…

କରୋନା ସଂକ୍ରମିତ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀ AIIMS ସ୍ଥାନାନ୍ତର

ନୂଆଦିଲ୍ଲୀ: କରୋନା ସଂକ୍ରମିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଦିଲ୍ଲୀ AIIMS ସ୍ଥାନାନ୍ତର କରାଯାଇଛି । ତାଙ୍କ ସହିତ ପତ୍ନୀ ଏବଂ ଝିଅ ମଧ୍ୟ ଅଛନ୍ତି । ତାଙ୍କୁ ଡେରାଡୁନ୍ ଡୁନ୍ ହସ୍ପିଟାଲରୁ ଦିଲ୍ଲା ଏମ୍ସ ସ୍ଥାନାନ୍ତର କରାଯାଇଛି । ଅସୁସ୍ଥତା ଯୋଗୁ ଗତକାଲି…

୪ ଜିଲ୍ଲାରେ କୋଭିଡ ଟିକାର ଡ୍ରାଏ ରନ୍ ଆରମ୍ଭ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ, ପଞ୍ଜାବ, ଗୁଜୁରାଟ ଏବଂ ଆସାମ ଭଳି ଚାରିଟି ରାଜ୍ୟରେ ସୋମବାର ଦିନ କୋଭିଡ-୧୯ ଟିକାର ଦୁଇ ଦିନିଆ ଡ୍ରାଏ ରନ୍ ଆରମ୍ଭ ହୋଇଛି। ଏହି ଦୁଇ ଦିନିଆ ଟୀକାକରଣ କାର୍ଯ୍ୟକ୍ରମରେ ଚାରିଟି ରାଜ୍ୟରେ ହୋଇଥିବା ପର୍ଯ୍ୟବେକ୍ଷଣ ବିଷୟରେ କେନ୍ଦ୍ରକୁ ରିପୋର୍ଟ କରାଯିବ।…

୨୪ ଘଣ୍ଟାରେ ଦେଶରୁ ୨୦ ହଜାର ସଂକ୍ରମିତ, ୨୭୯ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ୭ଲକ୍ଷ ୧୫ ହଜାର କୋଭିଡ୍ ଟେଷ୍ଚ ହୋଇଛି । ଚିହ୍ନଟ ହୋଇଛନ୍ତି ୨୦ହଜାର ୨୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୭ହଜାର ୮୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସୁସ୍ଥ ହୋଇଛନ୍ତି ୨୧ହଜାର ୧୩୧…

ଆଜିଠୁ ଖୋଲିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଭଦ୍ରକ: ଦୀର୍ଘ ୯ ମାସ ପରେ ଖୋଲିଲା ଭଦ୍ରକର ପ୍ରସିଦ୍ଧ ଆରଡି ଆଖଣ୍ଡଳମଣି ମନ୍ଦିର । ଆଜି ଓ କାଲି ସେବାୟତ ଓ ତାଙ୍କ ପରିବାର ପ୍ରଭୁଙ୍କୁ ଦର୍ଶନ କରିବେ । ୩୦ ଓ ୩୧ରେ ନିକଟ ୪ଟି ପଞ୍ଚାୟତ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରିବେ । କୋଭିଡ୍ କଟକଣା ନିୟମ ମାନି…

ଓଡ଼ିଶାରେ ୩ଲକ୍ଷ ୨୪ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୧୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ୍ୟ ୨୪ ହଜାର ଟପିଛି। https://twitter.com/HFWOdisha/status/1343186533403136000?s=19 ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ…