Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସରକାରୀ କର୍ମଚାରୀଙ୍କ ପାଇଁ ନୂଆବର୍ଷ ଗାଇଡଲାଇନ

ଭୁବନେଶ୍ୱର: କରୋନାକୁ ଦୃ‌ଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ପାଇଁ ଜାନୁଆରୀ ମାସର ଗାଇଡଲାଇନ ଜାରି କରାଯାଇଛି । ଗାଇଡଲାଇନ୍ ଅନୁଯାୟୀ କଟକ ଓ ଭୁବନେଶ୍ୱରରେ ୭୫ ପ୍ରତିଶତ କର୍ମଚାରୀରେ ଅଫିସ ଚାଲିବ । ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସର ସମସ୍ତ କର୍ମଚାରୀ ଆସିବେ । ରାଜ୍ୟର ସମସ୍ତ ସରକାରୀ…

ବିଷାଦ ନଦୀର ପାଗଳ ମୂର୍ଚ୍ଛନା, ଓଡିଆ ଗୀତର ଅନନ୍ୟ ନାୟକ ଶାନ୍ତନୁ ମହାପାତ୍ର

କେଦାର ମିଶ୍ର ଶାନ୍ତନୁ ମହାପାତ୍ରଙ୍କୁ ଯିଏ ଦେଖିଛି ଓ ଜାଣିଛି, ତା ଲାଗି ସେ ଏକ ବିଚିତ୍ର ବିରୋଧାଭାସ। ସବୁବେଳେ ଉତଫୁଲ୍ଲ, ହସହସ ଏବଂ ପ୍ରଚଣ୍ଡ କୁହାଳିଆ। ଅଥଚ ଓଡିଆ ସିନେମାରେ ଗଭୀର ବିଷାଦର ଗୀତ ସବୁକୁ ସେ ହିଁ ତିଆରି କରିଥିଲେ। ୧୯୬୨ରେ ତାଙ୍କର ପ୍ରଥମ ଓଡିଆ ସିନେମା “ସୂର୍ୟମୁଖୀ”।…

ଆଉ ୧୪ ବ୍ରିଟେନ ଫେରନ୍ତା କୋଭିଡର ନୂଆ ଷ୍ଟ୍ରେନରେ ଆକ୍ରାନ୍ତ

ନୂଆଦିଲ୍ଲୀ : ନିକଟରେ ବ୍ରିଟେନରୁ ଭାରତ ଫେରିଥିବା ଆଉ ୧୪ ଜଣ ବ୍ୟକ୍ତି କରୋନାର ନୂଆଷ୍ଟ୍ରେନରେ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନରେ ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ୨୦ ପହଞ୍ଚିଛି ।…

ଓଡ଼ିଶାରୁ ୩୮୩ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୮୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୪ ହଜାର ୭୭୫ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି। ସୂଚନାଯୋଗ୍ୟ, ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ…

୪ ରାଜ୍ୟରେ କରୋନା ଟିକାକରଣର ମକ୍ ଡ୍ରିଲ୍

ନୂଆଦିଲ୍ଲୀ:କରୋନା ଟିକା ଆସିବା ପରେ କେମିତି ସାରା ଦେଶରେ ଲୋକଙ୍କୁ ଏହି ଟିକା ଦିଆଯିବ, ତାର ପୂର୍ବାଭ୍ୟାସ ୪ଟି ରାଜ୍ୟରେ କରା ଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ଆସାମ, ଆନ୍ଧ୍ରପ୍ରଦେଶ, ପଂଜାବ ଓ ଗୁଜରାଟରେ ସୋମବାର ଓ ମଙ୍ଗଳବାର ଦୁଇ ଦିନ ଧରି ଏହି…

୨୦ ତଳକୁ ଖସିଲା ଭୁବନେଶ୍ୱରର ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୮ ଲୋକାଲ୍ ମାମଲା ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ କେବଳ ୮…

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୪.୬୩ ଲକ୍ଷରୁ ଅଧିକ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କ୍ରମାଗତ ଭାବେ ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂଖ୍ୟା ୮ କୋଟି ୧୬ ଲକ୍ଷରୁ ଅଧିକ ହୋଇପାରିଛି। ଏଥି ସହିତ ଏହି ମହାମାରୀରେ ମୃତ୍ୟୁ ସଂଖ୍ୟା ୧୭ ଲକ୍ଷ ୮୦ ହଜାରକୁ ବୃଦ୍ଧି ପାଇଛି। ତେବେ ଆଜି ପର୍ଯ୍ୟନ୍ତ ୫ କୋଟି ୭୭ ଲକ୍ଷ ଲୋକ ଆରୋଗ୍ୟ ଲାଭ କରିସାରିଛନ୍ତି। କରୋନା…

ବଡ଼ ଖବର: ଭାରତରେ ଚିହ୍ନଟ ହେଲା ବ୍ରିଟେନର ନୂଆ କରୋନା ଭାଇରସ୍ ଷ୍ଟ୍ରେନ

ନୂଆଦିଲ୍ଲୀ: ଭାରତରେ ପ୍ରବେଶ କରିଛି ବ୍ରିଟେନରେ ଚିହ୍ନଟ କରୋନା ଭାଇରସର ନୂଆ ଷ୍ଟ୍ରେନ୍ । ବ୍ରିଟେନ ଫେରନ୍ତା ୬ ଜଣ କରୋନା ଆକ୍ରାନ୍ତଙ୍କ ପାଖରେ ଭୂତାଣୁର ନୂଆ ଷ୍ଟ୍ରେନେ ମିଳିଛି । ଏହି ସମସ୍ତ ରୋଗୀଙ୍କୁ ସିଙ୍ଗଲ ଆଇସୋଲେସନ୍ ରୁମରେ ରଖାଯାଇଛି । ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ…

ପୁଣି ୨୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ, ୨୫୨ ମୃତ

ନୂଆଦିଲ୍ଲୀ: ଦେଶରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ହଜାର ୪୩୨ ନୂଆ ଆକ୍ରାନ୍ତ । ଏହି ସମୟରେ ଟେଷ୍ଟ ୮ଲକ୍ଷ ୮୩ ହଜାର କୋଭିଡ୍ ଟେଷ୍ଟ ହୋଇଥିଲା । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨ଲକ୍ଷ ୨୪ହଜାର ୩୦୩କୁ ବୃଦ୍ଧି ପାଇଛି । ଦେଶରେ ବଢୁଛି…

୨୨ ଦିନରେ ବ୍ରିଟେନରୁ ଓଡ଼ିଶା ଫେରିଛନ୍ତି ୧୮୧ ଜଣ, ୬ ପଜିଟିଭ୍

ଭୁବନେଶ୍ୱର: ୨୨ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ । ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି । ନଭେମ୍ବର ୩୦ରୁ ଡିସେମ୍ବର ୨୧ ତାରିଖ ଯାଏଁ ୧୮୧ ଜଣ ଫେରିଛନ୍ତି ଓଡ଼ିଶା । ସେମାନଙ୍କ ମଧ୍ୟରୁ ୧୧୯ ଜଣଙ୍କ ସନ୍ଧାନ ମିଳିଛି । ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ…