Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବିଶ୍ୱ‌ବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୯୭ ଲକ୍ଷ ପାର୍‌

ନୂଆଦିଲ୍ଲୀ: ବିଶ୍ୱ‌ର ଅନେକ ଦେଶରେ ଟିକା ସତ୍ୱ‌େ କରୋନା ହେବାର ଆଶଙ୍କା ବଢିବାରେ ଲାଗିଛି। ଦୁନିଆର କୋଣ ଅନୁକୋଣରୁ ନୂଆ କରୋନା ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬.୪୬ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଥିବା ବେଳେ ୧୧,୫୧୦ ସଂକ୍ରମିତ ଲୋକ ପ୍ରାଣ ହରାଇଥିଲେ।…

ଜାନୁଆରୀ ୭ ରେ ବି ପାଳନ ହୁଏ ବଡ଼ଦିନ, ଜାଣନ୍ତୁ କେଉଁଠି ଓ କାହିଁକି

ଭୁବନେଶ୍ୱର: ଆଜି ଡିସେମ୍ବର ୨୫ ତାରିଖ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ। ଏହିଦିନ ତାଙ୍କ ଜନ୍ମ ଯୋଗୁଁ ସମଗ୍ର ବିଶ୍ୱରେ ଏହାକୁ ବଡ଼ଦିନ ବା ଏକ୍ସ-ମାସ ରୂପରେ ପାଳନ କରାଯାଏ । ତେବେ ସମଗ୍ର ବିଶ୍ୱରେ ବଡ଼ଦିନକୁ ଡିସେମ୍ବର ୨୫ରେ ପାଳନ କରାଯାଉଥିବା ବେଳେ କିଛି ସ୍ଥାନରେ ଏହାକୁ…

କ୍ରିସ୍ମସ୍ ଟ୍ରି ବା ବଡ଼ଦିନ ଗଛ ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା..  

ଭୁବନେଶ୍ୱର: କ୍ରିସ୍ମସ୍ ଟ୍ରି ବା ବଡ଼ଦିନ ଗଛ। ଏକ କୋନାକାର ଗଛ ଯାହାକୁ ବଡ଼ଦିନ ଉପଲକ୍ଷେ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ସଜେଇ ଥାଆନ୍ତି । ପାଇନ୍ ଜାତୀୟ କୌଣସି ଗଛର ଅଂଶ ବା କୃତ୍ରିମ ଗଛକୁ ବଡ଼ଦିନ ଉପଲକ୍ଷେ ସଜାଇବାର ପ୍ରଥା ଉତ୍ତର ୟୁରୋପରୁ ଆରମ୍ଭ ହୋଇଥିଲା । ମଧ୍ୟଯୁଗୀୟ ଲିଭୋନିଆରେ…

ବଡ଼ଦିନ; ମଧ୍ୟରାତ୍ରୀରୁ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ

ଭୁବନେଶ୍ୱର: ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍‍ଧାମ୍‍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୨୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1342124292306132994?s=19 ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

୧୫ ତଳକୁ ଖସିଲା ଭୁବନେଶ୍ୱରରେ ଦୈନିକ କରୋନା ସଂକ୍ରମଣ ମାମଲା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଓ ସ୍ଥାନୀୟ ଅଂଚଳରୁ ୯ ଜଣ କରୋନା…

ରାଜ୍ୟରୁ ୨୪ ଘଣ୍ଟାରେ ୨୬୩ କରୋନା ପଜିଟିଭ୍, ୪ ମୃତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକର୍ମିତ ହୋଇଛନ୍ତି ଆଉ ୨୬୩ ଜଣ । କ୍ୱାରେଣ୍ଟାଇନରୁ ୧୫୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨ଟି । ମୋଟ୍ ୨୨ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ । ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୪୫…

ପୁନେ NIVକୁ ପଠାଗଲା ଓଡ଼ିଶାରୁ ପଜିଟିଭ୍ ଚିହ୍ନଟ ବ୍ରିଟେନ୍ ଫେରନ୍ତାଙ୍କ ନମୁନା

ଭୁବନେଶ୍ୱର: ବ୍ରିଟେନ ଫେରନ୍ତା ଆକ୍ରାନ୍ତଙ୍କ ଜିନ ଅନୁଶୀଳନ କରାଯିବ । ବ୍ରିଟେନରୁ ଫେରିକି ଯିଏ ପଜିଟିଭ ହୋଇଥିବେ ତାଙ୍କର ଜିନମ ସିକ୍ୟୁଏନ୍ସିଙ୍ଗ କରାଯିବ । ଏନେଇ ସୂଚନା ଦେଇଛନ୍ତି ଆଇଏଲଏସ ନିର୍ଦେଶକ ଅଜୟ ପରିଡା । ଏଥିପାଇଁ କେନ୍ଦ୍ର ସରକାର ଆଇଏଲଏସକୁ ଚିହ୍ନଟ କରିଛନ୍ତି ।…

ବ୍ରିଟେନ ଫେରନ୍ତାଙ୍କ ଉପରେ ନଜର, ଭୟଭୀତ ହେବା ନାହିଁ: ଡିଏମଇଟି

ଭୁବନେଶ୍ୱର: ବ୍ରିଟେନର କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ଏବଂ ଭୁବନେଶ୍ୱରରେ ଜଣେ ବ୍ରିଟେନ୍ ଫେରନ୍ତା ପଜିଟିଭ୍ ଚିହ୍ନଟ ପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବ୍ରିଟେନ୍ ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି । ଷ୍ଟ୍ରେନ ସମ୍ପର୍କରେ ଅନୁଧ୍ୟାନ ଚାଲିଛି ।…

ଦେଶରେ ୨୪ଘଣ୍ଟାରେ ୨୪ ହଜାର କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୨୯ ହଜାର

ନୂଆଦିଲ୍ଲୀ: ଏବେ ସାରା ବିଶ୍ୱରେ କରୋନାର ନୂଆ ଷ୍ଟ୍ରେନକୁ ନେଇ ଟେନସନ୍ । ଏପଟେ ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ବି ସଂକ୍ରମିତଙ୍କ ସଂଖ୍ୟା ଚଳିତ ସପ୍ତାହରେ କୋଟିଏ ଟପି ସାରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୨୪ ହଜାର ୭୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି…