Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୬.୧୨ ଲକ୍ଷ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ମହାମାରୀ କରୋନା ସାରା ବିଶ୍ୱରେ କାୟା ବିସ୍ତାର କରିଛି। କେତେକ ଦେଶରେ ସଂକ୍ରମଣ ପୂର୍ବ ଅପେକ୍ଷା ଅଧିକ ଦ୍ରୁତ ଗତିରେ ବ୍ୟାପୁଛି। ଲଗାତାର ତିନି ଦିନ ପରେ ବିଶ୍ୱରେ ସାତ ଲକ୍ଷରୁ କମ୍ କରୋନା ମାମଲା ରୁଜୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬.୧୨ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଛି…

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । Regret to inform the…

ରାଜ୍ୟରୁ ୨୪ ଘଣ୍ଟାରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତକାଲି ଅପେକ୍ଷା ରାଜ୍ୟରେ ସାମାନ୍ୟ ବଢ଼ିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୩୭୨ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୪ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୯ଟି । ମୋଟ୍ ୨୭ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

୨୪ ଘଣ୍ଟାରେ ଦେଶରୁ ୨୬ ହଜାରରୁ ଉର୍ଦ୍ଧ୍ବ କରୋନା ପଜିଟିଭ୍ ଚିହ୍ନଟ, ୩୪୧ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ୧ କୋଟି ଟପିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬ ହଜାର ୬୨୪ କରୋନା ପଜିଟିଭି ବାହାରିଛନ୍ତି । ଦୈନିକ ମୃତ୍ୟୁସଂଖ୍ୟା ବି କମିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଆଉ ୩୪୧ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ଦେଶରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫…

ଶ୍ରୀମନ୍ଦିରରେ ଆଜି ଓଢଣ ଷଷ୍ଠୀ; ଶୀତବସ୍ତ୍ର ପରିଧାନ କରିବେ ଶ୍ରୀଜୀଉ

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଓଡ଼ଣଷଷ୍ଠୀ ନୀତି । ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡଲାଗି କରାଯିବ । ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ଵାଦଶ ଯାତ୍ରାମାନଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ। ଏହି ପରିପ୍ରେକ୍ଷୀରେ ପଞ୍ଚମୀରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନ ଲାଗି ବଢ଼ିବା ପରେ…

କରୋନା ଟିକା ଲାଗି ଭାରତକୁ ସହାୟତା ମାଗିଛନ୍ତି ୧୨ ଦେଶ: ନୀତି ଆୟୋଗ

ନୂଆଦିଲ୍ଲୀ: କରୋନା ଟିକା ଲାଗି ୧୨ ଦେଶ ଭାରତକୁ ଅନୁରୋଧ କରିଥିବା କହିଛନ୍ତି ନୀତି ଆୟୋଗ ସଦସ୍ୟ ଡ. ଭି.କେ ପାଲ। କୋଭିଡ-୧୯ ସଂକ୍ରାନ୍ତୀୟ ଉଚ୍ଚ ସ୍ତରୀୟ ମନ୍ତ୍ରୀ ମଣ୍ଡଳ ବୈଠକରେ ଶନିବାର ଦିନ ସେ କହିଛନ୍ତି ଯେ କରୋନା ଟିକା ପାଇଁ ଭାରତକୁ ୧୨ ଟି ଦେଶ ସହାୟତା ମାଗିଛନ୍ତି। ଟିକା…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୬୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୬୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆରୋଗ୍ୟ ହୋଇଥିବା ବେଳେ ତା'ତଳକୁ ସୁନ୍ଦରଗଡ଼ରୁ ୪୦…

କମୁଛି ଦୈନିକ ଡେଥ୍ କେସ୍: ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ…

ରାଜ୍ୟର ୨୬ ଜିଲ୍ଲାରୁ ୩୫୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏବେ ଚାରି ଶହ ତଳେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ସ୍ଥିତି ନିୟନ୍ତ୍ରଣକୁ ଆସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୫୬ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୯୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୭ଟି ।…

ଜଳବାୟୁ ବିପର୍ଯ୍ୟୟ ହେତୁ ୨୦୫୦ ସୁଦ୍ଧା ଭାରତରେ ୪.୫ କୋଟିରୁ ଅଧିକ ଲୋକ ଘର ଛାଡିବେ

ନୂଆଦିଲ୍ଲୀ: ଦେଶରେ ମରୁଡ଼ି, ବନ୍ୟା ଏବଂ ଅନ୍ୟାନ୍ୟ ଜଳବାୟୁ ପରିବର୍ତ୍ତନ କାରଣରୁ ୨୦୫୦ ସୁଦ୍ଧା ୪.୫ କୋଟିରୁ ଅଧିକ ଲୋକ ସ୍ଥାନାନ୍ତର ହେବାକୁ ବାଧ୍ୟ ହେବେ। 'ଜଳବାୟୁ ନିଷ୍କ୍ରିୟତାର ମୂଲ୍ୟ ବିସ୍ଥାପନ ଏବଂ ସଙ୍କଟ ସ୍ଥାନାନ୍ତରଣ' ରିପୋର୍ଟ ଦକ୍ଷିଣ ଏସିଆର ପାଞ୍ଚଟି ଦେଶର ସ୍ଥିତିର…