Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ପ୍ରଥମାଷ୍ଟମୀ; ‘ବଡ଼’ଙ୍କ ପାଇଁ ସମର୍ପିତ ଦିନଟିଏ

ଭୁବନେଶ୍ୱର: ଆଜି ପ୍ରଥମାଷ୍ଟମୀ ବା ପୋଢୁଆଁଷ୍ଟମୀ। ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି ଧରାଯାଇଛି ।…

ପ୍ରଥମାଷ୍ଟମୀ, ପଢୁଆଁଷ୍ଟମୀ ଅଥବା ପୋଢୁଆଁଷ୍ଟମୀ

ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ ଓ ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ୧-ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୬୦୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି- ତେବେ ୬୦୭ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍…

୩୦ ତଳକୁ ଖସିଲା ରାଜଧାନୀରେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୨ ଓ ସ୍ଥାନୀୟ ଅଂଚଳରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କରୋନା ସଂକ୍ରମଣରୁ ୪୫ ଜଣ ସୁସ୍ଥ…

କରୋନା ଭ୍ୟାକସିନ୍ ଲୁଟ୍ ଆଶଙ୍କା: କଡା ସୁରକ୍ଷା ମଧ୍ୟରେ ଡେଲିଭରୀ

ଲଣ୍ଡନ: ଆସନ୍ତାକାଲିଠାରୁ ବ୍ରିଟେନରେ କରୋନା ଟୀକାକରଣ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ହସ୍ପିଟାଲ ପର୍ଯ୍ୟନ୍ତ ଭ୍ୟାକସିନ୍ ପହଞ୍ଚାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଗୁଇନ୍ଦା ବିଭାଗ ପକ୍ଷରୁ ସରକାରଙ୍କୁ ସୂଚନା ଦିଆଯାଇଛି ଯେ, ଅପରାଧୀ ଗ୍ୟାଙ୍ଗ ଭ୍ୟାକସିନ୍ ପର୍ଯ୍ୟନ୍ତ…

ଭାଙ୍ଗିଥିଲେ ଗୋଟିଏ, ନିର୍ମାଣ କଲେଣି ୯୦ ମସଜିଦ୍

ଭୁବନେଶ୍ୱର: ଦିନେ ସେ ସାଜିଥିଲେ ବିଶ୍ୱ ହିନ୍ଦୁ ପରିଷଦର ଦୃଢ ସମର୍ଥକ । ଭାଙ୍ଗିଥିଲେ ବାବ୍ରି ମସଜିଦ୍ । ଏଠି ଆମେ ହରିୟାଣା ବାସିନ୍ଦା ବଲବୀର ସିଂଙ୍କ କଥା ଉଲ୍ଲେଖ କରିଛୁ । ହେଲେ ଆଜି ବଲବୀର ସାଜିଛନ୍ତି ଇସଲାମ ଧର୍ମର ପ୍ରଚାରକ ତଥା ସମର୍ଥକ । ନୂଆ ପରିଚୟ ମହମ୍ମଦ ଆମିର ଭାବେ ସେ ନିର୍ମାଣ…

ରାଜ୍ୟରୁ ଆଉ ୭ ଜୀବନ ନେଲା ପ୍ରାଣଘାତୀ ଭାଇରସ୍

ଭୁବନେଶ୍ୱର: କରୋନା କାୟା କମୁଥିବା ବେଳେ ରାଜ୍ୟରେ ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଆଉ ୭ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୫ଟି ଜିଲ୍ଲାର ଆକ୍ରାନ୍ତ । କଟକ ଜିଲ୍ଲାରୁ ସର୍ବାଧିକ ୩ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି…

ଓଡ଼ିଶାରେ ୩ହଜାରକୁ ଖସିଲା କରୋନା ଆକ୍ଟିଭ୍ କେସ୍, ୨୪ ଘଣ୍ଟାରେ ୩୬୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ଖସୁଛି । ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରୁଛନ୍ତି । ରାଜ୍ୟରେ ଖସୁଛି ଆକ୍ଟିଭ୍ କେସ୍ । ପ୍ରଥମ ଥର ପାଇଁ ଚାରି ହଜାର ତଳକୁ କରୋନା ସକ୍ରିୟ ମାମଲା ଖସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୬୮…

ଦେଶରେ ୪ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, କମୁଛି ଦୈନିକ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ କମିବାରେ ଲାଗିଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୨ହଜାର ୯୮୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୭୭ହଜାର ୨୦୩କୁ ବୃଦ୍ଧି ପାଇଛି । ଦେଶରେ…

ଭାରତରେ ‘କୋଭିସିଲଡ୍’ ଟିକାର ଜରୁରିକାଳୀନ ବ୍ୟବହାର ଅନୁମତି ମାଗିଲା ସେରମ୍ ଇନଷ୍ଟିଚ୍ୟୁଟ

ନୂଆଦିଲ୍ଲୀ: ଫାଇଜର ପରେ ସେରମ୍ ଇନଷ୍ଟିଚ୍ୟୁଟ୍ । ଭାରତରେ କୋଭିସିଲ୍ଡ ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଛି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ । ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ସହ ମିଶି କୋଭିସିଲ୍ଡ ଟିକା ବିକଶିତ କରୁଛି ସେରମ୍ । ଜରୁରୀ ବ୍ୟବହାର କରିବାକୁ କମ୍ପାନୀ ଡ୍ରଗ୍ସ…