Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରୁ ଆଉ ୪ ଜୀବନ ନେଲା ମହାମାରୀ, ମୋଟ୍ ମୃତ୍ୟୁସଂଖ୍ୟା ୧, ୮୧୧

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟାକୁ ବି ନିୟନ୍ତ୍ରଣରେ ଆଣିଛି ଓଡ଼ିଶା । ଡେଥ୍ କେସ୍ ବଢୁଥିଲେ ବି ଦୈନିକ ମୃତ୍ୟୁସଂଖ୍ୟା ପୂର୍ବ ଅପେକ୍ଷା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ…

ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୮% ଆକ୍ରାନ୍ତ, ୨୪ ଘଣ୍ଟାରେ ୩୩୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚାରି ଶହ ତଳେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ଅଧିକାଂଶ ଜିଲ୍ଲାରୁ ଦିନକୁ ୧୦ରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩୩୨ ନୂଆ କରୋନା ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୮୯ ଓ…

ଦେଶରେ ଖସୁଛି: ୨୪ଘଣ୍ଟାରେ ୨୭ହଜାର କରୋନା ପଜିଟିଭ୍, ୩୩୬ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା କାୟା କମୁଛି । ଦିନକୁ ୧୦ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ୩୦ ହଜାରରୁ କମ୍ ସଂକ୍ରମିତ । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ବାହାରିଛନ୍ତି ୨୭ହଜାର ୭୧ କରୋନା ପଜିଟିଭି । ମୋଟ୍ ଆକ୍ରନ୍ତଙ୍କ ସଂଖ୍ୟା ୯୮ଲକ୍ଷ ୮୪ହଜାର ୧୦୦ରେ ପହଞ୍ଚିଛି…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୬ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି। ୫୭ ସୁନ୍ଦରଗଡ଼ରୁ, ୫୩ ଖୋର୍ଦ୍ଧାରୁ,୨୭ ଅନୁଗୁଳରୁ , ୨୩…

ଶାହରୁଖ ଖାନଙ୍କ ଅଭିନେତ୍ରୀ କରୋନା ପଜିଟିଭ୍: ‘ରଇସ’ରେ ହୋଇଥିଲେ ସୁପରଷ୍ଟାରଙ୍କ ପତ୍ନୀ

ମୁମ୍ବାଇ: ଶାହରୁଖ ଖାନଙ୍କ ସହ ଫିଲ୍ମ ‘ରଇସ୍’ରେ ଅଭିନୟ କରିଥିବା ମାହିରା ଖାନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଇନଷ୍ଟାଗ୍ରାମରେ ମାହିରା ଲେଖିଛନ୍ତି, କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି । ସେ ଆଇସୋଲେଟ୍ ହୋଇଛନ୍ତି ।…

ଶ୍ରୀମନ୍ଦିରରେ ‘ଦେବ ଦୀପାବଳି’ ନୀତି ଆରମ୍ଭ; ୩ ଦିନ ଯାଏଁ ଚାଲିବ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ 'ଦେବ ଦୀପାବଳି' ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧବେଶରେ ଵିଭୂଷିତ ହୋଇଥାନ୍ତି। ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ, ଅମାବାସ୍ୟା ଓ…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ, ସେଥିରୁ ୩୪ ଲୋକାଲ୍ କେସ୍

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱରରୁ ୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ଅଂଚଳରୁ ୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ପାଲା ଜଗତର ଅନନ୍ୟ ପ୍ରତିଭା; ଗାୟକ ମଣି ଅଗାଧୁ ବେଉରା

କଟକ: କଟକ ଜିଲ୍ଲା ଆଠଗଡ଼ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଗାୟକ ଅଗାଧୁ ବେଉରା। ଯିଏକି ପରବର୍ତ୍ତୀ ସମୟରେ ପାଲା ଜଗତରେ ଖୁବ୍ ଜଣାଶୁଣା ପାଲଟିଥିଲେ। ୧୯୫୫ ମସିହା ଜାନୁଆରି ୧୫ ତାରିଖରେ ସେ ବାପା ରଘୁନାଥ ବେଉରା ଏବଂ ମାଆ ଅଖାରୀ ଦେବୀଙ୍କର କୋଳମଣ୍ଡନ…

ଓଡ଼ିଶାରୁ ନୂଆ ୩୯୩ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୯୩ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୩ ହଜାର ୭୫୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, କ୍ବାରେଣ୍ଟାଇନରୁ ୨୨୮ ଓ ୧୬୫ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଛି।…

ଦେଶରେ ୨୪ ଘଣ୍ଟାରେ ୧୦ଲକ୍ଷ କୋଭିଡ୍ ଟେଷ୍ଟ, ୩୦ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୦ଲକ୍ଷ କୋଭିଡ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୩୦ହଜାର ୨୫୪ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୦.୮% ଅଧିକ ସଂକ୍ରମିତ ହୋଇଛନ୍ତି । ମୋଟ୍ ସଂକ୍ରମିତଙ୍କ…