Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସିଘୁଂ ବର୍ଡରରେ କୃଷକଙ୍କ ଆନ୍ଦୋଳନ ମଧ୍ୟର‌େ ୨ ପ‌ୋଲିସ ଅଧିକାରୀ କର‌ୋନା ପଜିଟିଭ

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ନୂତନ କୃଷି ଆଇନ ପ୍ରତ୍ୟାହାର ଜିଦରେ ଅଡିବସିଛନ୍ତି କୃଷକମାନେ। ପଞ୍ଜାବ ସମେତ ଅନେକ ରାଜ୍ୟରୁ ହଜାର ହଜାର କୃଷକ ସିଘୁଂ, ଟିକ୍ରି, ଚିଲା ଏବଂ ଗାଜିପୁର ସୀମାରେ ଏକାଠି ହୋଇ ଶାନ୍ତିପୂର୍ଣ୍ଣ ଭାବରେ ବିରୋଧ କରୁଛନ୍ତି।…

ଦେଶରେ ୩୦ ହଜାର ତଳକୁ ଖସିଲା ଦୈନିକ କର‌ୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କର‌ୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ଦିନକର‌େ ୩୦ ହଜାରରୁ କମ୍ ପଜିଟିଭ ଚିହ୍ନଟ ହ‌ୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ ଦିନକର‌େ ୨୯ ହଜାର ୩୯୮ କରୋନା ସଂକ୍ରମିତ ଚିହ୍ନଟ ହ‌ୋଇଥିବା ବେଳେ…

ଟୀକାକରଣ ପାଇଁ ରାଜ୍ୟର ପ୍ରସ୍ତୁତି ପ୍ରକ୍ରିୟା ଆଗୁଆ ସ୍ତରରେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ୍ ମୁକାବିଲାର ସମୀକ୍ଷା କରି ରାଜ୍ୟରେ କୋଭିଡ ମୁକାବିଲା କାର୍ଯ୍ୟକ୍ରମରେ ସନ୍ତୋଷ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ପୂଜା ସମୟରେ ଯେଉଁ ଆଶଙ୍କା ଥିଲା, ତାକୁ ସଫଳତାର ସହ ଦୂରୀଭୂତ କରାଯାଇଛି । ଶୀତ ଋତୁର ଆଶଙ୍କା ମଧ୍ୟ…

ଦେଶରେ ହେଲାଣି ୧୫ କୋଟି କରୋନା ଟେଷ୍ଟ, ମାତ୍ର ୧୦ ଦିନରେ ଏକ କୋଟି ନମୁନା ପରୀକ୍ଷା

ନୂଆଦିଲ୍ଲୀ: କରୋନା ମୁକାବିଲା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କଲା ଭାରତ । ବର୍ତ୍ତମାନ ସୁଦ୍ଧା ଦେଶରେ ୧୫କୋଟି ନମୁନା ପରୀକ୍ଷା ହୋଇସାରିଲାଣି । ଗତ ୧୦ ଦିନରେ ଏକ କୋଟିରୁ ଅଧିକ ଟେଷ୍ଟ କରାଯାଇଛି । ମୋଟ୍ ୧୫ କୋଟି ୭ ଲକ୍ଷ ୫୯ ହଜାର ୭୨୬ ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ…

ବାହାଘରରୁ ହେଲା କରୋନା! ଚାଲିଗଲା ବରର ଜୀବନ, ପରିବାରର ୯ ଜଣ ପଜିଟିଭ୍

ଉତ୍ତରପ୍ରଦେଶ: ବିବାହକୁ ହୋଇଥିଲା ମାତ୍ର ୧୦ ଦିନ । ପତ୍ନୀକୁ ଏକାକରି ଆରପାରିବୁ ଚାଲିଗଲେ ସ୍ବାମୀ । କରୋନା ଯୋଗୁ ହେଲା ମୃତ୍ୟୁ । ପରିବାରର ଅନ୍ୟ ୯ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି । ଏପରି ଖବର ଆସିଛି ଉତ୍ତରପ୍ରଦେଶ ଫିରୋଜାବାଦରୁ । ପ୍ରାଣ ହରାଇଥିବା ବ୍ୟକ୍ତି ଜଣଙ୍କ ମାତ୍ର ୧୦…

ରାଜ୍ୟରୁ ମହାମାରୀ ନେଲା ଆଉ ୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ । ୫ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ବଲାଙ୍ଗିର ଜିଲ୍ଲାରୁ ଜଣେ ୭୦ବର୍ଷୀୟ ବୃଦ୍ଧା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ୫୩ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସେହିପରି…

ଖସୁଛି କରୋନା ଟ୍ରେଣ୍ଡ: ରାଜ୍ୟର ୨୫ ଜିଲ୍ଲାରୁ ୩୪୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସୁଛି । ଏବେ ପ୍ରତିଦିନ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ସଂକ୍ରମିତ ହୋଇଛନ୍ତି ୩୪୩ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୭ ଜଣ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ…

୨୪ ଘଣ୍ଟାର‌େ ଦେଶରୁ ୩୧ ହଜାରରୁ ଅଧିକ କର‌ୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଟ୍ରେଣ୍ଡ ଖସୁଥିବା ବେଳେ ଦୈନିକ ଆକ୍ରାନ୍ତ ମଧ୍ୟ କମ୍ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୧ ହଜାର ୫୨୨ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୭ ଲକ୍ଷ ୬୭ ହଜାର ୩୭୨କୁ ବୃଦ୍ଧି ପାଇଛି ।…

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା) ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର…

କର‌ୋନା ଟିକା ନ‌େଲ‌େ ପ୍ରଥମ ଓଡିଆ

ଲଣ୍ଡନ: ପ୍ରଥମ ଓଡିଆ ଭାବ‌େ କର‌ୋନା ଟିକା ‌ନ‌େଇଛନ୍ତି ବ୍ରିଟ‌େନରେ ସ୍ବାସ୍ଥ୍ୟର୍କମୀ ଭାବ‌େ କାର୍ଯ୍ୟରତ ଡ. ଶୈଳେଶ ମିଶ୍ର। ସୂଚନା ଅନୁଯାୟୀ ଗତ ମଙ୍ଗଳ ବାର ଠାରୁ ବ୍ରିଟ‌େନର‌େ ଫାଇଜର ଟିକାକରଣ ଆରମ୍ଭ ହ‌ୋଇଥିବା ବ‌େଳେ ଡ. ଶୈଳେଶ ମିଶ୍ରଙ୍କୁ ଏହି ଟିକା ଦିିଆଯାଇଛି। ଏନେଇ…