Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୬.୭୨ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆମେରିକା, ବ୍ରାଜିଲ୍, ତୁର୍କୀ, ଋଷିଆ ସମେତ ବିଶ୍ୱର ଅନେକ ଦେଶରେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୬.୭୨ ଲକ୍ଷ ନୂତନ ମାମଲା ରେକର୍ଡ ହୋଇଛି ଏବଂ ୧୨,୦୫୨ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ…

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍…

ଗୋଟିଏ ଦିନରେ ଦେଶରୁ ୩୬ ହଜାରରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୩୬ ହଜାର ୬୫୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୪୨,୫୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ…

ଓଡ଼ିଶାରୁ ସୁସ୍ଥ ହେଲେ ୬୪୨ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1334862172409643010?s=19 ତେବେ ୬୪୨ ଜଣ ଆରୋଗ୍ୟଙ୍କୁ ମିଶାଇ…

ସର୍ବଦଳୀୟ ବୈଠକରେ ଦୁଇଟି ପ୍ରସ୍ତାବ ରଖିଲା ବିଜେଡି

ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ଖୁବଶୀଘ୍ର କୋଭିଡ୍ ଟିକା ଆସିବା ନେଇ ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଦୁଇଟି ପ୍ରସ୍ତାବ ଦେଇଛ ବିଜେଡି । ଅଗ୍ରାଧିକାର ଭିତରେ ଓଡ଼ିଶାକୁ ପ୍ରଥାମିକତା ଦେବାକୁ ଦାବି ରଖିଛି ଦଳ । ସର୍ବଦଳୀୟ ବୈଠକରେ ଯୋଗ ଦେବା ପରେ ଏହି…

ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ, କିଛି ସପ୍ତାହ ଭିତରେ ଆସିପାରେ କରୋନା ଟିକା

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ବୟାନ । ଆଗାମୀ କିଛି ସପ୍ତାହ ଭିତରେ ମିଳିପାରେ କରୋନା ଟିକା । କେବଳ ବିଶେଷଜ୍ଞଙ୍କ ଗ୍ରୀନ ସିଗନାଲକୁ ଅପେକ୍ଷା ରହିଛି । ଆଜି ସର୍ବଦଳୀୟ ବୈଠକ ପରେ ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ମହାମାରୀରେ ରାଜ୍ୟରୁ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା । ମହାମାରୀ ଜନିତ ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୪ଜିଲ୍ଲାର ସଂକ୍ରମିତ । କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ଦୁଇ…

ରାଜ୍ୟରୁ ୩୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହାର ୯୮%

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା କାୟା କମୁଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଖସୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୧୫ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୬୨ଟି । ୨୭ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ…

ବିଶ୍ୱ କରୋନା; ୨୪ ଘଣ୍ଟାରେ ୬.୭୫ ଲକ୍ଷ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ରେକର୍ଡ ସ୍ତରରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୬.୭୫ ଲକ୍ଷ ନୂଆ ମାମଲା ରେକର୍ଡ ହୋଇଛି ଏବଂ ୧୨,୬୪୩ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକା ସର୍ବାଧିକ କ୍ଷତି ସହିଛି।…

ଦେଶରେ ୯୫ ଲକ୍ଷ କରୋନା ସଂକ୍ରମିତ, ସୁସ୍ଥ ହେଲେଣି ୯୦ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ଟିଭ କେସ୍ । ଦୈନିକ ସଂକ୍ରମଣ କମ୍, ସୁସ୍ଥ ହେଉଛନ୍ତି ଅଧିକ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୬ହଜାର ୫୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୪୨ହଜାର ୯୧୬ ସଂକ୍ରମିତ । ଦେଶରେ କରୋନା ପଜିଟିଭ୍ ସଂଖ୍ୟା ୯୫ଲକ୍ଷ ୭୧ହଜାର…