Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା ଟୀକାକରଣ ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଟୀକାକରଣ ବ୍ୟବସ୍ଥା ସହଜ କରିବାକୁ ରାଜ୍ୟ ସରକାର ଗଠନ କଲେ କମିଟି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ କମିଟି ଗଠନ କରାଯାଇଛି ।୨୧ ଜଣିଆ ରାଜ୍ୟସ୍ତରୀୟ କମିଟିର ଅଧ୍ୟକ୍ଷ ରହିବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ । ଏଥିରେ ସଦସ୍ୟ ସଚିବ ଭାବେ କାମ କରିବେ ରାଜ୍ୟ ଟୀକାକରଣ…

ଆକ୍ରାନ୍ତଙ୍କ ତୁଳନାରେ ରାଜଧାନୀରେ ବଢୁଛି ସୁସ୍ଥତାଙ୍କ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ୪୩ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଂଚଳରୁ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । କିନ୍ତୁ ଦୈନିକ ଡେଥ୍ କେସ୍ ପୂର୍ବ ଅପେକ୍ଷା କମିଛି । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୪ଟି ଜିଲ୍ଲାର ଆକ୍ରାନ୍ତ ଅଛନ୍ତି । ଭୁବନେଶ୍ୱରରୁ କରୋନା ସଂକ୍ରମିତ ଜଣେ…

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୬.୭୨ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆମେରିକା, ବ୍ରାଜିଲ୍, ତୁର୍କୀ, ଋଷିଆ ସମେତ ବିଶ୍ୱର ଅନେକ ଦେଶରେ କରୋନା ଭୂତାଣୁ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୬.୭୨ ଲକ୍ଷ ନୂତନ ମାମଲା ରେକର୍ଡ ହୋଇଛି ଏବଂ ୧୨,୦୫୨ ସଂକ୍ରମିତ ଲୋକ ପ୍ରାଣ ହରାଇଛନ୍ତି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶ…

୨୭ ଜିଲ୍ଲାରୁ ୪୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା କାୟା । ସୁସ୍ଥ ହେଲେଣି ୯୮ ପ୍ରତିଶତ ସଂକ୍ରମିତ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୦୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୩୪ ଜଣ ଥିବା ବେଳେ ଲୋକାଲ୍…

ଗୋଟିଏ ଦିନରେ ଦେଶରୁ ୩୬ ହଜାରରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୩୬ ହଜାର ୬୫୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି। ଗତ ୨୪ଘଣ୍ଟାରେ ୪୨,୫୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ…

ଓଡ଼ିଶାରୁ ସୁସ୍ଥ ହେଲେ ୬୪୨ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1334862172409643010?s=19 ତେବେ ୬୪୨ ଜଣ ଆରୋଗ୍ୟଙ୍କୁ ମିଶାଇ…

ସର୍ବଦଳୀୟ ବୈଠକରେ ଦୁଇଟି ପ୍ରସ୍ତାବ ରଖିଲା ବିଜେଡି

ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ଖୁବଶୀଘ୍ର କୋଭିଡ୍ ଟିକା ଆସିବା ନେଇ ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଦୁଇଟି ପ୍ରସ୍ତାବ ଦେଇଛ ବିଜେଡି । ଅଗ୍ରାଧିକାର ଭିତରେ ଓଡ଼ିଶାକୁ ପ୍ରଥାମିକତା ଦେବାକୁ ଦାବି ରଖିଛି ଦଳ । ସର୍ବଦଳୀୟ ବୈଠକରେ ଯୋଗ ଦେବା ପରେ ଏହି…

ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ, କିଛି ସପ୍ତାହ ଭିତରେ ଆସିପାରେ କରୋନା ଟିକା

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ବୟାନ । ଆଗାମୀ କିଛି ସପ୍ତାହ ଭିତରେ ମିଳିପାରେ କରୋନା ଟିକା । କେବଳ ବିଶେଷଜ୍ଞଙ୍କ ଗ୍ରୀନ ସିଗନାଲକୁ ଅପେକ୍ଷା ରହିଛି । ଆଜି ସର୍ବଦଳୀୟ ବୈଠକ ପରେ ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ମହାମାରୀରେ ରାଜ୍ୟରୁ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା । ମହାମାରୀ ଜନିତ ଦୈନିକ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୪ଜିଲ୍ଲାର ସଂକ୍ରମିତ । କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ଦୁଇ…